ରାଜ୍ୟସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 17th, 11:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଲଗାତାର ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀ ହରିବଂଶଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ଐତିହାସିକ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ଶ୍ରୀ ହରିବଂଶଙ୍କ ପ୍ରତି ସଦନର ଗଭୀର ବିଶ୍ୱାସ ଏବଂ ଏହି ଅନୁଷ୍ଠାନକୁ ସେ ଆଣିଥିବା ମୂଲ୍ୟବାନ ଅଭିଜ୍ଞତାକୁ ପ୍ରତିଫଳିତ କରିଥାଏ । କ୍ରମାଗତ ତୃତୀୟ ଥର ପାଇଁ ନିର୍ବାଚିତ ହେବା ତାଙ୍କର ଅଭିଜ୍ଞତା, ସମାବେଶୀ ଆଭିମୁଖ୍ୟ ଏବଂ ମର୍ଯ୍ୟାଦାପୂର୍ଣ୍ଣ କାର୍ଯ୍ୟଶୈଳୀ ଉପରେ ସଦନର ଅନୁମୋଦନ ବୋଲି ଶ୍ରୀ ମୋଦୀ କହିଥିଲେ ।ରାଜ୍ୟସଭାରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
April 17th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଲଗାତାର ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀ ହରିବଂଶଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ଐତିହାସିକ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ଶ୍ରୀ ହରିବଂଶଙ୍କ ପ୍ରତି ସଦନର ଗଭୀର ବିଶ୍ୱାସ ଏବଂ ଏହି ଅନୁଷ୍ଠାନକୁ ସେ ଆଣିଥିବା ମୂଲ୍ୟବାନ ଅଭିଜ୍ଞତାକୁ ପ୍ରତିଫଳିତ କରିଥାଏ । କ୍ରମାଗତ ତୃତୀୟ ଥର ପାଇଁ ନିର୍ବାଚିତ ହେବା ତାଙ୍କର ଅଭିଜ୍ଞତା, ସମାବେଶୀ ଆଭିମୁଖ୍ୟ ଏବଂ ମର୍ଯ୍ୟାଦାପୂର୍ଣ୍ଣ କାର୍ଯ୍ୟଶୈଳୀ ଉପରେ ସଦନର ଅନୁମୋଦନ ବୋଲି ଶ୍ରୀ ମୋଦୀ କହିଥିଲେ ।ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।