କୋଏସିଆର ପ୍ରଧାନମନ୍ତ୍ରୀ ଆନ୍ଦ୍ରେ ପ୍ଲେନକୋଭିଚ୍‌ଙ୍କ ଭାରତ ଗସ୍ତ

February 18th, 07:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ କୋଏସିଆର ପ୍ରଧାନମନ୍ତ୍ରୀ ଆନ୍ଦ୍ରେ ପ୍ଲେନକୋଭିଚ୍‌ଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ କ୍ରୋଏସିଆର ପ୍ରଧାନମନ୍ତ୍ରୀ

February 18th, 05:41 pm

କ୍ରୋଏସିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆଣ୍ଡରେଜ ପ୍ଲେନକୋଭିଚ୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ୟୁଏଇର ଉପପ୍ରଧାନମନ୍ତ୍ରୀ ଓ ବିଦେଶ ମନ୍ତ୍ରୀଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ ମୋଦୀ

December 12th, 08:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁନାଇଟେଡ ଆରବ ଏମିରେଟ୍ସର ଉପପ୍ରଧାନମନ୍ତ୍ରୀ ଏବଂ ବିଦେଶମନ୍ତ୍ରୀ ମହାମାନ୍ୟ ଶେଖ୍ ଅବଦୁଲ୍ଲା ବିନ୍ ଜାୟଦ ଅଲ୍ ନହୟାନଙ୍କୁ ସ୍ୱାଗତ କରିଛନ୍ତି ।

ଗ୍ରୀସ୍‌ର ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 02nd, 08:22 am

ଗ୍ରୀସ୍‌ର ପ୍ରଧାନମନ୍ତ୍ରୀ ଶ୍ରୀ କିରିୟାକୋସ୍ ମିତ୍‌ସୋଟାକିସ୍ ଫୋନ୍ କଲ୍ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି ।