ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 17th, 04:00 pm

ମୋର ପ୍ରିୟ ବନ୍ଧୁ, ରାଷ୍ଟ୍ରପତି ମାକ୍ରନଙ୍କୁ ମୁମ୍ବାଇରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଖୁସି ଅନୁଭବ କରୁଛି। ଗତ ବର୍ଷ, ସେ ମୋତେ ଫ୍ରାନ୍ସରେ ଅନୁଷ୍ଠିତ ଏଆଇ ଆକ୍ସନ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଥିଲେ।

India–European Union cooperation is a partnership for the global good: PM Modi

January 27th, 01:30 pm

At the joint press meet with European Commission President & European Council President, PM Modi remarked that India-EU partnership is reaching new heights based on shared democratic values, economic synergy and strong people-to-people ties. He noted that the India-EU FTA will help farmers and small industries access European markets, create new opportunities in manufacturing and further strengthen cooperation between our services sectors.

କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 11th, 02:45 pm

ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋ

ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 11th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।

ନୂଆଦିଲ୍ଲୀ ଏନଡିଟିଭି ୱାର୍ଲଡ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 17th, 11:09 pm

ମହାମହିମ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହାରିନି ଅମରସୂର୍ଯ୍ୟାଜୀ, ମହାମହିମ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୋ ବନ୍ଧୁ ଟୋନି ଆବଟ୍ଟଜୀ, ମହାମହିମ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଜୀ, ଅନ୍ୟାନ୍ୟ ବନ୍ଧୁଗଣ, ନମସ୍କାର ।

ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୫ରେ ପ୍ରଧାମନ୍ତ୍ରୀଙ୍କ ଉଦବୋଧନ

October 17th, 08:00 pm

ନୂଆଦିଲ୍ଲୀ,୧୭.୧୦.୨୦୧୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ‘ଏନଡିଟିଭି ବିଶ୍ବ ସମ୍ମିଳନୀ ୨୦୨୫’ରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ସମ୍ବୋଧନ କରି ସେ ଉପସ୍ଥିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଲୋକମାନଙ୍କୁ ଦୀପାବଳୀର ଅଭିନନ୍ଦନ ଜଣାଇ ସେ କହିଥିଲେ ଯେ, ଏନଡିଟିଭି ବିଶ୍ବ ସମ୍ମିଳନୀ ପାର୍ବଣର ଉତ୍ସବମୁଖର ସମୟରେ ଆୟୋଜିତ ହୋଇଛି । ସେ ଅଧିବେଶନର ବିଷୟବସ୍ତୁ ଅଜେୟ ଭାରତକୁ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ, ଏହା ଯଥେଷ୍ଟ ଉପଯୁକ୍ତ, କାରଣ ଆଜିର ଭାରତ ବନ୍ଦ ହେବାର ମନୋଭାବରେ ନାହିଁ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ବନ୍ଦ ହେବ ନାହିଁ, ଏହା ବନ୍ଦ ହେବ ନାହିଁ, ୧୪୦ କୋଟି ଭାରତୀୟ ଏକତ୍ର ଦ୍ରୁତ ଗତିରେ ଆଗକୁ ବଢ଼ୁଛନ୍ତି।”

Rio de Janeiro Declaration- Strengthening Global South Cooperation for a More Inclusive and Sustainable Governance

July 07th, 06:00 am

The leaders of BRICS countries, met in Rio de Janeiro, Brazil for the 17th BRICS Summit. The leaders reaffirmed their commitment to the BRICS spirit of mutual respect and understanding, sovereign equality, solidarity, democracy, openness, inclusiveness, collaboration and consensus. They strongly condemned terrorism and welcomed the inclusion of new countries as BRICS partner countries.

Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela

April 26th, 11:23 am

PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.

ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 26th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।

ଟିଭି-9 ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 28th, 08:00 pm

ଶ୍ରୀମାନ ରାମେଶ୍ୱର ଗାରୁ ଜୀ, ରାମୁ ଜୀ, ବରୁଣ ଦାସ ଜୀ, ଟିଭି-9ର ପୂରା ଟିମ୍, ମୁଁ ଆପଣଙ୍କ ନେଟୱାର୍କର ସମସ୍ତ ଦର୍ଶକଙ୍କୁ, ଏଠାରେ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି ଶିଖର ସମ୍ମିଳନୀ ପାଇଁ ଅଭିନନ୍ଦନ ଜଣାଉଛି।

Prime Minister Shri Narendra Modi addresses TV9 Summit 2025

March 28th, 06:53 pm

PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.

ବଜେଟ ପରେ ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ସୃଷ୍ଟିକୁ ପ୍ରୋତ୍ସାହିତ କରିବା ଉପରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।

March 05th, 01:35 pm

ଏହି ଗୁରୁତ୍ୱପୂର୍ଣ୍ଣ ବଜେଟ୍ ୱେବିନାରରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ । ଲୋକ, ଅର୍ଥନୀତି ଏବଂ ଉଦ୍ଭାବନ କ୍ଷେତ୍ରରେ ପୁଞ୍ଜିନିବେଶ ହେଉଛି ଏକ ବିଷୟବସ୍ତୁ ଯାହା ଏକ ବିକଶିତ ଭାରତର ରୋଡମ୍ୟାପ୍ କୁ ନିର୍ଦ୍ଧାରଣ କରେ | ଚଳିତ ବର୍ଷବଜେଟରେ ଏହାର ପ୍ରଭାବ ବହୁତ ବଡ ଧରଣର ଦେଖିବାକୁ ମିଳିବ । ତେଣୁ ଏହି ବଜେଟ୍ ଭାରତର ଭବିଷ୍ୟତ ପାଇଁ ବ୍ଲୁ ପ୍ରିଣ୍ଟ ଭାବେ ଉଭା ହୋଇଛି। ଭିତ୍ତିଭୂମି ଏବଂ ଶିଳ୍ପରେ ପୁଞ୍ଜିନିବେଶକୁ ଆମେ ଯେତିକି ପ୍ରାଥମିକତା ଦେଇଛୁ, ସେତିକି ଲୋକ, ଅର୍ଥନୀତି ଓ ଉଦ୍ଭାବନକୁ ମଧ୍ୟ ପ୍ରାଥମିକତା ଦେଇଛୁ। ଆପଣ ସମସ୍ତେ ଜାଣନ୍ତି ଯେ ଦକ୍ଷତା ବୃଦ୍ଧି ଏବଂ ପ୍ରତିଭା ବିକାଶ ଦେଶର ପ୍ରଗତିର ଭିତ୍ତିପ୍ରସ୍ତର ଭାବରେ କାର୍ଯ୍ୟ କରେ । ତେଣୁ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ଆମକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ କରିବାକୁ ପଡ଼ିବ। ଏଥିପାଇଁ ସମସ୍ତ ହିତାଧିକାରୀ ଆଗେଇ ଆସିବା ଦରକାର। କାରଣ ଦେଶର ଅର୍ଥନୈତିକ ସଫଳତା ପାଇଁ ଏହା ଜରୁରୀ । ଏଥିସହିତ ଏହା ହିଁ ପ୍ରତ୍ୟେକ ସଂଗଠନର ସଫଳତାର ଆଧାର ମଧ୍ୟ।

‘ନିଯୁକ୍ତି ସୁଯୋଗ ବୃଦ୍ଧି- ଜନତା, ଅର୍ଥବ୍ୟବସ୍ଥା ଏବଂ ନବସୃଜନରେ ନିବେଶ’ ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 05th, 01:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ୱେବିନାରର ବିଷୟବସ୍ତୁ ଜନତା, ଅର୍ଥନୀତି ଏବଂ ନବସୃଜନରେ ନିବେଶ ର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, ଯାହା ବିକାଶିତ ଭାରତ ପାଇଁ ରୋଡମ୍ୟାପକୁ ବ୍ୟାଖ୍ୟା କରେ। ସେ କହିଥିଲେ ଯେ ଚଳିତ ବର୍ଷର ବଜେଟ୍ ଏହି ବିଷୟବସ୍ତୁକୁ ବ୍ୟାପକ ସ୍ତରରେ ପ୍ରତିଫଳିତ କରୁଛି ଏବଂ ଭାରତର ଭବିଷ୍ୟତ ପାଇଁ ଏକ ବ୍ଲୁପ୍ରିଣ୍ଟ ଭାବେ କାର୍ଯ୍ୟ କରୁଛି। ଭିତ୍ତିଭୂମି, ଶିଳ୍ପ, ଲୋକ, ଅର୍ଥନୀତି ଏବଂ ନବସୃଜନ କ୍ଷେତ୍ରରେ ନିବେଶକୁ ସମାନ ପ୍ରାଥମିକତା ଦିଆଯାଇଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ଦେଶର ପ୍ରଗତି ପାଇଁ ସାମର୍ଥ୍ୟ ନିର୍ମାଣ ଏବଂ ପ୍ରତିଭାର ବିକାଶ ମୂଳଦୁଆ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ ସମସ୍ତ ଅଂଶୀଦାରମାନଙ୍କୁ ଆଗକୁ ବଢ଼ିବା ଏବଂ ବିକାଶର ପରବର୍ତ୍ତୀ ପର୍ଯ୍ୟାୟର ଆବଶ୍ୟକତା ଅନୁଯାୟୀ ଏହି କ୍ଷେତ୍ରରେ ଅଧିକ ନିବେଶ କରିବା ପାଇଁ ଅନୁରୋଧ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଦେଶର ଆର୍ଥିକ ସଫଳତା ପାଇଁ ଏହା ଅପରିହାର୍ଯ୍ୟ ଏବଂ ପ୍ରତ୍ୟେକ ସଙ୍ଗଠନର ସଫଳତାର ଆଧାରକୁ ଗଠନ କରିଥାଏ।

ତୃତୀୟ କୌଟିଲ୍ୟ ଅର୍ଥନୀତି ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 04th, 07:45 pm

ଯେତେବେଳେ ବିଶ୍ୱର ଦୁଇଟି ପ୍ରମୁଖ ଅଞ୍ଚଳ ଯୁଦ୍ଧ ସ୍ଥିତିରେ ଅଛି । ଚଳିତ ଥର ଏହି କନ୍‌କ୍ଲେଭ୍ ଏମିତି ସମୟରେ ଆୟୋଜନ କରାଯାଉଛି, ଏହି ଦୁଇଟି ଅଞ୍ଚଳ ବିଶ୍ୱ ଅର୍ଥନୀତି ପାଇଁ ବିଶେଷ ଶକ୍ତି ନିରାପତ୍ତା ଦୃଷ୍ଟିରୁ ବହୁତ ଗୁରୁତ୍ୱପୂର୍ଣ୍ଣ । ଏଭଳି ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ଅନିଶ୍ଚିତତା ମଧ୍ୟରେ ଆମେ ଏଠାରେ ‘ଭାରତୀୟ ଯୁଗ' ବିଷୟରେ ଆଲୋଚନା କରିବା ପାଇଁ ଏକାଠି ହୋଇଛୁ । ଏହା ଦର୍ଶାଉଛି ଯେ ଆଜି ଭାରତ ଉପରେ ବିଶ୍ୱାସ କିଛି ଅଲଗା ରହିଛି.... ଏହା ଦର୍ଶାଉଛି ଯେ ଆଜି ଭାରତର ଆତ୍ମବିଶ୍ୱାସ କିଛି ବିଶେଷ ଅଛି ।

ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭର ତୃତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 04th, 07:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ସହ ଭାଗିଦାରୀରେ ଇନଷ୍ଟିଚ୍ୟୁଟ୍ ଅଫ୍ ଇକୋନୋମିକ୍ ଗ୍ରୋଥ୍ ପକ୍ଷରୁ ଆୟୋଜିତ ଏହି କୌଟିଲ୍ୟ ଇକୋନୋମିକ୍ କନକ୍ଲେଭ୍ ସବୁଜ ପରିବର୍ତ୍ତନ, ଭୂ-ଅର୍ଥନୈତିକ ବିଭାଜନ ଏବଂ ଅଭିବୃଦ୍ଧି ଉପରେ ପ୍ରଭାବ ଏବଂ ସ୍ଥିରତା ବଜାୟ ରଖିବା ପାଇଁ ନୀତିଗତ କାର୍ଯ୍ୟର ବିଷୟବସ୍ତୁ ଉପରେ ଗୁରୁତ୍ୱ ଦେବ।

ଭିଡିଓ କନଫରେନ୍ସିଂ ଜରିଆରେ ଦ୍ୱିତୀୟ ଇନଫିନିଟି ଫୋରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ପୋଷ୍ଟ: ପିଆଇବି ଦିଲ୍ଲୀ ଦ୍ୱାରା 09 ଡିସେମ୍ବର 2023 12:52 ଅପରାହ୍ନ

December 09th, 11:09 am

ଏଭଳି ସମୟରେ ଭାରତ ସ୍ଥିରତା ଓ ପ୍ରଗତିର ଏକ ବଡ଼ ଉଦାହରଣ ଭାବେ ଉଭା ହୋଇଛି। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଗିଫ୍ଟ ସିଟିରେ ଏକବିଂଶ ଶତାବ୍ଦୀର ଅର୍ଥନୈତିକ ନୀତିର ବିଚାରବିମର୍ଶ ହେବା, ଗୁଜରାଟର ଗୌରବକୁ ବଢ଼ାଇବାକୁ ଯାଉଛି। ତେବେ ଆଜି ଆଉ ଗୋଟିଏ କଥା ପାଇଁ ମୁଁ ଗୁଜରାଟବାସୀଙ୍କୁ ଅଭିନନ୍ଦନ ଜଣାଉଛି । ନିକଟରେ ଗୁଜରାଟର ପାରମ୍ପରିକ ନୃତ୍ୟ ଗର୍ବାକୁ ୟୁନେସ୍କୋ ଦ୍ୱାରା ଅମୂର୍ତ୍ତିକ ସାଂସ୍କୃତିକ ଐତିହ୍ୟରେ ଅନ୍ତର୍ଭୁକ୍ତ କରାଯାଇଛି। ଏହା ନିଜେ ଏକ ବଡ଼ ସଫଳତା। ଗୁଜରାଟର ସଫଳତା ହେଉଛି, ଦେଶର ସଫଳତା।

ଇନଫିନିଟି ଫୋରମ୍ ୨.୦କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 09th, 10:40 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଫିନଟେକ୍‌ର ଏକ ବିଶ୍ୱସ୍ତରୀୟ ବିଚାର ନେତୃତ୍ୱ ପ୍ଲାଟଫର୍ମ ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି । ଭାରତ ସରକାରଙ୍କ ତତ୍ତ୍ୱାବଧାନରେ ଅନ୍ତର୍ଜାତୀୟ ଆର୍ôଥକ ସେବା କେନ୍ଦ୍ର କର୍ତ୍ତୃପକ୍ଷ (ଆଇଏଫ୍‌ଏସ୍‌ସିଏ) ଏବଂ ଗିଫ୍ଟ ସିଟିର ମିଳିତ ଆନୁକୂଲ୍ୟରେ 'ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ୍ ସମିଟ୍ - ୨୦୨୪' ର ଅଗ୍ରଦୂତ କାର୍ଯ୍ୟକ୍ରମ ଭାବେ ଦ୍ୱିତୀୟ ଇନଫିନିଟି ମଂଚ ଆୟୋଜନ କରାଯାଉଛି । ଇନଫିନିଟି ଫୋରମର ଦ୍ୱିତୀୟ ସଂସ୍କରଣର ବିଷୟବସ୍ତୁ ରହିଛି 'ଗିଫ୍ଟ - ଆଇଏଫ୍‌ଏସ୍‌ସି : ନର୍ଭ ସେଂଟର ଫର ନ୍ୟୁ ଏଜ୍ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ସର୍ଭିସେସ୍‌' / ନୂତନ ଯୁଗର ବିଶ୍ୱସ୍ତରୀୟ ଆର୍ଥିକ ସେବା ପାଇଁ ସ୍ନାୟୁ କେନ୍ଦ୍ର ।

କୌଶଳ ଦୀକ୍ଷାନ୍ତ ସମାରୋହ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

October 12th, 01:00 pm

ଦକ୍ଷତା ବିକାଶର ଏହି ଉତ୍ସବ ହେଉଛି ନିଜକୁ ନିଜ ମଧ୍ୟରେ ଅଦ୍ୱିତୀୟ । ସମଗ୍ର ଦେଶରେ କୌଶଳ ବିକାଶ ସହିତ ଜଡ଼ିତ ସଂସ୍ଥାନଗୁଡ଼ିକର ଏଭଳି ପାରସ୍ପରିକ କୌଶଳ ଦୀକ୍ଷାନ୍ତ ସମାରୋହ, ହେଉଛି ଏକ ବହୁତ ହିଁ ପ୍ରଶଂସନୀୟ ଶୁଭାରମ୍ଭ । ଏହା ଆଜିକାର ଭାରତର ପ୍ରାଥମିକତା ଗୁଡ଼ିକୁ ମଧ୍ୟ ଦର୍ଶାଉଛି । ଏହି ଆୟୋଜନରେ ଦେଶର ହଜାର- ହଜାର ଯୁବକ ଟେକ୍ନୋଲୋଜି ମାଧ୍ୟମରେ ଯୋଡ଼ି ହୋଇଛନ୍ତି । ମୁଁ ସମସ୍ତ ଯୁବକଙ୍କୁ ଉନ୍ନତ ଭବିଷ୍ୟତ ପାଇଁ ବହୁତ- ବହୁତ ଶୁଭକାମନା ଜଣାଉଛି ।

ଭିଡିଓ ବାର୍ତ୍ତା ମାଧ୍ୟମରେ କୌଶଳ ଦୀକ୍ଷାନ୍ତ ସମାରୋହ ୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

October 12th, 12:49 pm

ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ଦକ୍ଷତା (କୌଶଳ) ବିକାଶର ଏକ ଉତ୍ସବ । ଏହା ଆପଣା ଢଙ୍ଗରେ ଅଦ୍ୱିତୀୟ । ଦେଶର ବିଭିନ୍ନ ଦକ୍ଷତା ବିକାଶ ଅନୁଷ୍ଠାନ ପକ୍ଷରୁ ଆଜି ଯେଉଁ ମିଳିତ ଦୀକ୍ଷାନ୍ତ ସମାରୋହ ଆୟୋଜନ କରାଯାଇଛି ତାହା ବେଶ୍ ସ୍ୱାଗତଯୋଗ୍ୟ । ଏହି କୌଶଳ ଦୀକ୍ଷାନ୍ତ ସମାରୋହ ଆଜିକାର ଭାରତର ଅଗ୍ରାଧିକାରକୁ ପ୍ରତିଫଳିତ କରୁଛି । ଏହି ସମାରୋହରେ ଭାଗ ନେଇଥିବା ହଜାର ହଜାର ଯୁବକ ଯୁବତୀଙ୍କୁ ସେ ଶୁଭେଚ୍ଛା ଜ୍ଞାପନ କରିଥିଲେ ।

ଭାରତ ଏକ ବୈଶ୍ୱିକ ଉଜ୍ଜ୍ୱଳ ସ୍ଥାନ, ବିକାଶ ଏବଂ ଉଦ୍ଭାବନର ଶକ୍ତିକେନ୍ଦ୍ର: ପ୍ରଧାନମନ୍ତ୍ରୀ

October 11th, 08:09 am

ଆଇଏମଏଫର ବିକାଶ ପୂର୍ବାନୁମାନ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଭାରତ ଏକ ବୈଶ୍ୱିକ ଉଜ୍ଜ୍ୱଳ ସ୍ଥାନ, ବିକାଶ ଏବ ଉଦ୍ଭାବନର ଏକ ପାୱାରହାଉସ୍ । ଏହା ଆମ ଲୋକଙ୍କ ଦକ୍ଷତା ଏବଂ କୌଶଳ କାରଣରୁ ହୋଇପାରିଛି ବୋଲି ଶ୍ରୀ ମୋଦୀ କହିଛନ୍ତି ।