ଫଳାଫଳ ତାଲିକା : ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ୍ ଅଲ୍ ନାହ୍ୟାନ୍ଙ୍କ ଭାରତ ଗସ୍ତ
January 19th, 08:23 pm
ଧୋଲେରା ସ୍ୱତନ୍ତ୍ର ନିବେଶ କ୍ଷେତ୍ରର ବିକାଶ ପାଇଁ ଗୁଜରାଟ ସରକାର ଏବଂ ସଂଯୁକ୍ତ ଆରବ ଏମିରେଟ୍ସର ନିବେଶ ମନ୍ତ୍ରଣାଳୟ ମଧ୍ୟରେ ନିବେଶ ସହଯୋଗ ପାଇଁ ଆଗ୍ରହ ପତ୍ରସ୍କାଇରୁଟର ଇନଫିନିଟି କ୍ୟାମ୍ପସର ଉଦଘାଟନ ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 27th, 11:01 am
କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଜି. କିଶନ ରେଡ୍ଡୀ ଜୀ, ଆନ୍ଧ୍ର ପ୍ରଦେଶର ଶିଳ୍ପ ମନ୍ତ୍ରୀ ଶ୍ରୀ ଟି. ଜି. ଭରତ ଜୀ, ଇନ୍-ସ୍ପେସ୍ ର ଅଧ୍ୟକ୍ଷ ଶ୍ରୀ ପବନ ଗୋଏଙ୍କା ଜୀ, ସ୍କାଇରୁଟର ଟିମ୍, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନଗଣ!ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 27th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ତେଲଙ୍ଗାନାର ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଦେଶର ମହାକାଶ କ୍ଷେତ୍ରରେ ଅଭୂତପୂର୍ବ ସୁଯୋଗ ସୃଷ୍ଟି ହୋଇଛି । ଭାରତର ମହାକାଶ ଇକୋସିଷ୍ଟମ ଘରୋଇ କ୍ଷେତ୍ରର ସମ୍ପୃକ୍ତି ସହ ଉଲ୍ଲେଖନୀୟ ପ୍ରଗତି ହାସଲ କରୁଛି। ସ୍କାଏରୁଟର ଇନଫିନିଟି କ୍ୟାମ୍ପସ ଭାରତର ନୂତନ ଚିନ୍ତାଧାରା, ନବସୃଜନ ଓ ଯୁବଶକ୍ତିକୁ ପ୍ରତିଫଳିତ କରେ ଏବଂ ଦେଶର ଯୁବପିଢ଼ିଙ୍କ ନବସୃଜନ, ବିପଦ ଗ୍ରହଣ କ୍ଷମତା ଓ ଉଦ୍ୟମିତା ନୂତନ ଉଚ୍ଚତାରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ଆଜିର କାର୍ଯ୍ୟକ୍ରମ ଆଗାମୀ ସମୟରେ ବିଶ୍ୱ ଉପଗ୍ରହ ପ୍ରକ୍ଷେପଣ ଇକୋସିଷ୍ଟମରେ ଭାରତ କିପରି ଏକ ଅଗ୍ରଣୀ ରାଷ୍ଟ୍ର ଭାବରେ ଉଭା ହେବାକୁ ଯାଉଛି ତାହାର ପ୍ରତିଫଳନ। ପ୍ରଧାନମନ୍ତ୍ରୀ ଶ୍ରୀ ପବନ କୁମାର ଚନ୍ଦନା ଏବଂ ଶ୍ରୀ ନାଗା ଭରତ ଡାକାଙ୍କୁ ଶୁଭକାମନା ଜଣାଇଥିଲେ। ସେ କହିଥିଲେ ଯେ ଏହି ଦୁଇ ଯୁବ ଉଦ୍ୟୋଗୀ ଦେଶର ଅଗଣିତ ଯୁବ ମହାକାଶ ଉଦ୍ୟୋଗୀଙ୍କ ପାଇଁ ପ୍ରେରଣା। ଉଭୟ ନିଜ ଉପରେ ବିଶ୍ୱାସ କରିଥିଲେ, ସାହସିକ ପଦକ୍ଷେପ ନେବାକୁ ପଛଘୁଞ୍ଚା ଦେଇ ନଥିଲେ, ଏବଂ ଫଳସ୍ୱରୂପ ସମଗ୍ର ଦେଶ ଆଜି ସେମାନଙ୍କର ସଫଳତା ଦେଖୁଛି, ଦେଶ ସେମାନଙ୍କୁ ନେଇ ଗର୍ବିତ ଅନୁଭବ କରୁଛି ବୋଲି ସେ କହିଥିଲେ।ନିର୍ବାଚନ କମିଶନ ସମୟ-ସମୟରେ ମତଦାନ ପ୍ରକ୍ରିୟାକୁ ସୁଦୃଢ଼ କରିଛନ୍ତି : ମନ୍ କୀ ବାତ୍ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ
January 19th, 11:30 am
In the 118th episode of Mann Ki Baat, PM Modi reflected on key milestones, including the upcoming 75th Republic Day celebrations and the significance of India’s Constitution in shaping the nation’s democracy. He highlighted India’s achievements and advancements in space sector like satellite docking. He spoke about the Maha Kumbh in Prayagraj and paid tributes to Netaji Subhas Chandra Bose.ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ
November 22nd, 03:02 am
ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 22nd, 03:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।Union Cabinet approves establishment of Rs.1,000 crore Venture Capital Fund for Space Sector under aegis of IN-SPACe
October 24th, 03:25 pm
The Union Cabinet, chaired by the Prime Minister Shri Narendra Modi, has approved setting up of Rs.1000 crore Venture Capital Fund dedicated to space sector, under aegis of IN-SPACe.ଏସଏସଏଲଭି-ଡି୩ ର ସଫଳ ଉତକ୍ଷେପଣ ପାଇଁ ଇସ୍ରୋକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
August 16th, 01:48 pm
ନୂତନ ସାଟେଲାଇଟ ଲଞ୍ଚ୍ ଭେଇକିଲ୍ (ଏସଏସଏଲଭି)-ଡି୩ ର ଆଜି ସଫଳ ଉତକ୍ଷେପଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।Cabinet approves amendment in the Foreign Direct Investment (FDI) policy on Space Sector
February 21st, 11:06 pm
The Union Cabinet chaired by Prime Minister Shri Narendra Modi approved the amendment in Foreign Direct Investment (FDI) policy on space sector. Now, the satellites sub-sector has been pided into three different activities with defined limits for foreign investment in each such sector.If the world praises India it's because of your vote which elected a majority government in the Centre: PM Modi in Mudbidri
May 03rd, 11:01 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.PM Modi addresses public meetings in Karnataka’s Mudbidri, Ankola and Bailhongal
May 03rd, 11:00 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-ଏସର ସଫଳ ପ୍ରକ୍ଷେପଣ ପାଇଁ ଇସ୍ରୋ ଓ ଇନ-ସ୍ପେସକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 18th, 05:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍କାଏରୁଟ ଏରୋସ୍ପେସ ଦ୍ୱାରା ବିକଶିତ ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ- ସବଓର୍ବିଟାଲର ସଫଳ ପ୍ରକ୍ଷେପଣ ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଓ ଇନ-ସ୍ପେସକୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
October 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆମେ ପବିତ୍ର ଛଠ୍ ପର୍ବ ବିଷୟରେ ଆଲୋଚନା କଲୁ । ଭଗବାନ ସୂର୍ଯ୍ୟଙ୍କ ଉପାସନା ବିଷୟରେ ଆଲୋଚନା କଲୁ । ତେବେ ସୂର୍ଯ୍ୟ ଉପାସନା ସହ ଆଜି ତାଙ୍କ ବରଦାନ ସମ୍ପର୍କରେ ମଧ୍ୟ କାହିଁକି ଆଲୋଚନା ନ କରିବା? ସୌରଶକ୍ତି ହେଉଛି ସୂର୍ଯ୍ୟଦେବଙ୍କ ବରଦାନ । ସୌରଶକ୍ତି ଏଭଳି ଗୋଟିଏ ବିଷୟ ଯେଉଁଥିରେ ସମଗ୍ର ବିଶ୍ୱ ଆଜି ନିଜର ଭବିଷ୍ୟତକୁ ଦେଖୁଛି । ଆଉ ଭାରତ ପାଇଁ ତ ସୂର୍ଯ୍ୟଦେବ ଶହ ଶହ ବର୍ଷ ଧରି କେବଳ ଉପାସନା ନୁହେଁ ବରଂ ଜୀବନ ପ୍ରଣାଳୀର କେନ୍ଦ୍ରସ୍ଥଳରେ ରହିଆସିଛନ୍ତି । ଭାରତ ଆଜି ନିଜର ପାରମ୍ପରିକ ଅନୁଭୂତିକୁ ଆଧୁନିକ ବିଜ୍ଞାନ ସହ ଯୋଡ଼ୁଛି । ସେଥିପାଇଁ ଆଜି ଆମେ ସୌରଶକ୍ତିରୁ ବିଜୁଳି ଉତ୍ପାଦନ କରିବାରେ ସବୁଠାରୁ ବଡ଼ ଦେଶମାନଙ୍କ ମଧ୍ୟରେ ସାମିଲ ହୋଇପାରିଛୁ । ସୌରଶକ୍ତିରୁ କିଭଳି ଆମ ଦେଶର ଗରିବ ଓ ମଧ୍ୟବିତ ଶ୍ରେଣୀର ଲୋକଙ୍କ ଜୀବନରେ ପରବର୍ତ୍ତନ ଘଟୁଛି, ତାହା ମଧ୍ୟ ଏକ ଅଧ୍ୟୟନର ବିଷୟ ।ସବୁଠାରୁ ଓଜନିଆ ଯାନ ଏଲଭିଏମ ୩ର ସଫଳ ଉତକ୍ଷେପଣ ପାଇଁ ଏନଏସଆଇଏଲ, ଇନ- ସ୍ପେଶ ଓ ଇସ୍ରୋକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 23rd, 10:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏନଏସଆଇଏଲ, ଇନ- ସ୍ପେଶ ଓ ଇସ୍ରୋ ଭଳି ଭାରତୀୟ ମହାକାଶ ଗବେଷଣା ସଂସ୍ଥାକୁ ସବୁଠାରୁ ଓଜନିଆ ଯାନ ଏଲଭିଏମ ୩ର ସଫଳ ଉତକ୍ଷେପଣ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।ଗୁଜରାଟର ଗାନ୍ଧିନଗରରେ ଡିଜିଟାଲ ଭାରତ ସପ୍ତାହ ୨୦୨୨ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 04th, 10:57 pm
ନମସ୍ତେ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ମହାଶୟ, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଶ୍ରୀ ରାଜୀବ ଚନ୍ଦ୍ରଶେଖର ମହାଶୟ, ଭିନ୍ନ -ଭିନ୍ନ ରାଜ୍ୟମାନଙ୍କରୁ ସାମିଲ ହୋଇଥିବା ହୋଇଥିବା ସମସ୍ତ ପ୍ରତିନିଧି, ଡିଜିଟାଲ ଇଣ୍ଡିଆର ସମସ୍ତ ହିତାଧିକାରୀ, ଷ୍ଟାର୍ଟ ଅପ୍ସ ଏବଂ ଉଦ୍ୟୋଗ ସହିତ ଜଡିତ ସମସ୍ତ ସାଥୀ, ବିଶେଷଜ୍ଞଗଣ, ଶିକ୍ଷାଦାତା, ଗବେଷକଗଣ ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ଗାନ୍ଧୀନଗରରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
July 04th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗର ଠାରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍ଘାଟନ କରିଛନ୍ତି, ଯାହାର ବିଷୟ ହେଉଛି ନୂତନ ଭାରତରେ ପ୍ରଯୁକ୍ତିର ତ୍ୱରିତ ବିକାଶ । ଏହି କାର୍ଯ୍ୟକ୍ରମ ଅବସରରେ, ସେ ପ୍ରଯୁକ୍ତିର ବ୍ୟାପକତାକୁ ବୃଦ୍ଧି କରିବା, ଜୀବନକୁ ସହଜ ଏବଂ ସୁଗମ କରିବା ନିମନ୍ତେ ଡିଜିଟାଲ୍ ସେବା ବିତରଣକୁ ସୁବ୍ୟବସ୍ଥିତ କରିବା ଏବଂ ଷ୍ଟାର୍ଟଅପ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଅନେକ ଡିଜିଟାଲ୍ ପଦକ୍ଷେପ ଆରମ୍ଭ କରିଥିଲେ ।ପିଏସଏଲଭି ସି୫୩ ଦ୍ୱାରା ମହାକାଶକୁ ଭାରତୀୟ ଷ୍ଟାର୍ଟ-ଅପ୍ସଙ୍କ ଦୁଇଟି ପେ-ଲୋଡର ସଫଳ ଉତକ୍ଷେପଣ ପାଇଁ ଇନ-ସ୍ପେସ ଓ ଇସ୍ରୋକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
July 01st, 09:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏସଏଲଭି ସି୫୩ ଦ୍ୱାରା ମହାକାଶକୁ ଭାରତୀୟ ଷ୍ଟାର୍ଟ-ଅପ୍ସଙ୍କ ଦୁଇଟି ପେ-ଲୋଡର ସଫଳ ଉତକ୍ଷେପଣ ପାଇଁ ଇନ-ସ୍ପେସ ଓ ଇସ୍ରୋକୁ ଅଭିନନ୍ଦନ ଜଣାଇଛନ୍ତି ।ଜୁନ୍ ୧୦ ତାରିଖରେ ଗୁଜରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
June 08th, 07:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୦ ତାରିଖ ଦିନ ଗୁଜୁରାଟ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୦.୧୫ ରେ ପ୍ରଧାନମନ୍ତ୍ରୀ ନାଭସାରୀରେ ‘ଗୁଜୁରାଟ ଗୌରବ ଅଭିଯାନ୍' ର ଏକାଧିକ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଅପରାହ୍ନ ପ୍ରାୟ ୧୨.୧୫ ରେ ସେ ନଭସାରୀରେ ଏ ଏମ୍ ନାଏକ ହେଲଥ କେୟାର କମ୍ପେ୍ଲକ୍ସ ଏବଂ ନିରାଲୀ ମଲ୍ଟି ସ୍ପେସିଅ ।ଲିଟି ହସ୍ପିଟାଲର ଉଦଘାଟନ କରିବେ । ତା'ପରେ, ଅପରାହ୍ନ ପ୍ରାୟ ୩.୪୫ ରେ, ସେ ଅହମ୍ମଦାବାଦର ବୋପାଲରେ ଭାରତୀୟ ଜାତୀୟ ମହାକାଶ ପ୍ରୋତ୍ସାହନ ଏବଂ ପ୍ରାଧିକରଣ କେନ୍ଦ୍ର (ଆଇଏନ୍-ଏସପିଏସିଇ) ର ମୁଖ୍ୟାଳୟକୁ ଉଦଘାଟନ କରିବେ ।