The North East will lead India's future growth: PM Modi at inauguration of Lokapriya Gopinath Bardoloi International Airport in Guwahati, Assam
December 20th, 03:20 pm
Marking a transformative milestone in Assam’s connectivity, PM Modi inaugurated the new terminal building of Lokapriya Gopinath Bardoloi International Airport in Guwahati. He emphasised that for him, the development of Assam is not only a necessity but also a responsibility and an accountability. The PM highlighted that in the past eleven years, development projects worth lakhs of crores of rupees have been initiated for Assam and the Northeast.PM Modi inaugurates New Terminal Building of Lokapriya Gopinath Bardoloi International Airport in Guwahati, Assam
December 20th, 03:10 pm
Marking a transformative milestone in Assam’s connectivity, PM Modi inaugurated the new terminal building of Lokapriya Gopinath Bardoloi International Airport in Guwahati. He emphasised that for him, the development of Assam is not only a necessity but also a responsibility and an accountability. The PM highlighted that in the past eleven years, development projects worth lakhs of crores of rupees have been initiated for Assam and the Northeast.PM to visit Assam on 20-21 December
December 19th, 02:29 pm
PM Modi will visit Assam on 20-21 December to launch multiple development projects. In Guwahati, the PM will pay tribute to martyrs at Swahid Smarak Kshetra and also inaugurate the new terminal building of Lokapriya Gopinath Bardoloi International Airport. Additionally, the PM will perform the Bhoomipujan of the new brownfield Ammonia-Urea Fertilizer Project at Namrup, which will benefit farmers across the region.PM to visit West Bengal on 20th December
December 19th, 02:28 pm
PM Modi will visit West Bengal on 20 December to launch multiple National Highway projects. These projects will significantly reduce travel time by enabling faster and smoother movement of vehicles, lowering vehicle operating costs and enhancing connectivity across West Bengal and with neighbouring countries. The initiatives will give a strong boost to regional economic growth and promote tourism across the region.ହାଇଦ୍ରାବାଦରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 10:10 am
ମୋ ପାଖରେ ସମୟ କମ ରହିଛି କାରଣ ମୋତେ ସଂସଦରେ ପହଞ୍ଚିବାକୁ ପଡିବ । ସେଠାରେ ରାଷ୍ଟ୍ରପତିଙ୍କ ସହ ଏକ ବୈଠକ ରହିଛି । ସେଥିପାଇଁ ଭାଷଣକୁ ଲମ୍ବା ନକରି କେବଳ କିଛି ବିନ୍ଦୁ ଉପରେ ମୁଁ ମୋ କଥାକୁ ସମାପନ କରିବି । ଆଜିଠାରୁ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରର ଉନ୍ନତି ହେବ । ସଫ୍ରାନର ଏହି ନୂଆ ଉଦ୍ୟମ ଭାରତକୁ ଏକ ବୈଶ୍ୱିକ ଏମଆରଓ ହବରେ ପରିଣତ କରିପାରିଛି । ବିଶ୍ୱର ଏରୋସ୍ପେଶ ସେକ୍ଟରରେ ଏହି ଏମଆରଓ ସୁବିଧା ଯୁବକମାନଙ୍କ ଲାଗି ନୂଆ ସୁଯୋଗ ସୃଷ୍ଟି କରିବ । ୨୪ ନଭେମ୍ବର ୨୦୨୫ରେ ମୁଁ ସଫ୍ରାନ ବୋର୍ଡ ଓ ପରିଚାଳନା କମିଟିକୁ ସାକ୍ଷାତ କରିଥିଲି । ପୂର୍ବରୁ ବି ସାକ୍ଷାତ କରିଥିଲି । ପ୍ରତି ସାକ୍ଷାତରେ ଭାରତକୁ ନେଇ ସେମାନଙ୍କର ଆଶା ଓ ବିଶ୍ୱାସ ରହିଛି ବୋଲି ମୁଁ ଅନୁଭବ କଲି । ମୋର ବିଶ୍ୱାସ ରହିଛି ଯେ ଭାରତବର୍ଷରେ ସାଫ୍ରନର ପୁଞ୍ଜି ନିବେଶ ଆଗକୁ ବି ଜାରି ରହିବ । ଏହି ସୁବିଧା ପାଇଁ ଟିମ ସଫ୍ରାନକୁ ମୁଁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦରେ ସଫରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦଘାଟନ କରିଛନ୍ତି
November 26th, 10:00 am
୨୬.୧୧.୨୦୨୫ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଜିଏମଆର ଏରୋସ୍ପେସ୍ ଏବଂ ଇଣ୍ଡଷ୍ଟ୍ରିଆଲ୍ ପାର୍କ – ଏସଇଜେଡରେ ଅବସ୍ଥିତ ସଫରାନ୍ ଏୟାରକ୍ରାଫ୍ଟ ଇଞ୍ଜିନ୍ ସର୍ଭିସେସ୍ ଇଣ୍ଡିଆ (ଏସଏଇଏସଆଇ) ସୁବିଧାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, ଆଜିଠାରୁ ଭାରତର ବିମାନ ଚଳାଚଳ କ୍ଷେତ୍ର ଏକ ନୂତନ ଉଡ଼ାଣ ନେଉଛି। ସଫରାନର ନୂତନ ସୁବିଧା ଭାରତକୁ ଏକ ବିଶ୍ୱସ୍ତରୀୟ ମେଣ୍ଟେନାନ୍ସ, ରିପେୟାର ଏବଂ ଓଭରହଲ୍ (ଏମଆରଓ) ହବ୍ ଭାବରେ ପ୍ରତିଷ୍ଠା କରିବାରେ ସାହାଯ୍ୟ କରିବ। ପ୍ରଧାନମନ୍ତ୍ରୀ ରେଖାଙ୍କିତ କରିଥିଲେ ଯେ ଏହି ଏମଆରଓ ସୁବିଧା ଉଚ୍ଚ-ପ୍ରଯୁକ୍ତିବିଦ୍ୟା ମହାକାଶ କ୍ଷେତ୍ରରେ ଯୁବପିଢ଼ି ପାଇଁ ନୂତନ ସୁଯୋଗ ସୃଷ୍ଟି କରିବ। ସେ ମନେ ପକାଇଥିଲେ ଯେ, ସେ ୨୪ ନଭେମ୍ବରରେ ସଫରାନ ବୋର୍ଡ ଏବଂ ପରିଚାଳନାକୁ ଭେଟିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ପୂର୍ବରୁ ମଧ୍ୟ ସେମାନଙ୍କ ସହିତ ପ୍ରତ୍ୟେକ ଆଲୋଚନାରେ ସେ ଭାରତ ସମ୍ପର୍କରେ ସେମାନଙ୍କର ଆତ୍ମବିଶ୍ୱାସ ଏବଂ ଆଶା ଦେଖିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଭାରତରେ ସଫରାନ ର ନିବେଶ ସମାନ ଗତିରେ ଜାରି ରହିବ। ତାଙ୍କର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ଏହି ନୂତନ ସୁବିଧା ପାଇଁ ଟିମ୍ ସଫରାନକୁ ଅଭିନନ୍ଦନ ଜଣାଇଥିଲେ।ପ୍ରଧାନମନ୍ତ୍ରୀ ନଭେମ୍ବର ୨୭ ତାରିଖରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଉଦଘାଟନ କରିବେ
November 25th, 04:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୭ ନଭେମ୍ବର ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତୀୟ ମହାକାଶ ଷ୍ଟାର୍ଟଅପ ସ୍କାଏରୁଟର ଇନଫିନିଟି କ୍ୟାମ୍ପସର ଉଦ୍ଘାଟନ କରିବେ । ସେ ସ୍କାଏରୁଟର ପ୍ରଥମ ଅରବିଟାଲ (କକ୍ଷପଥ) ରକେଟ, ବିକ୍ରମ-୧ ମଧ୍ୟ ଉନ୍ମୋଚନ କରିବେ, ଯାହା କକ୍ଷପଥକୁ ଉପଗ୍ରହ ଉତ୍କ୍ଷେପଣ କରିବାର କ୍ଷମତା ରଖିବ ।୨୬ ନଭେମ୍ବରରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
November 25th, 04:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ନଭେମ୍ବର ସକାଳ ୧୦ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରର ଜିଏମଆର୍ ଏରୋସ୍ପେସ ଏବଂ ଶିଳ୍ପ ପାର୍କ – ଏସ୍ଇଜେଡରେ ଅବସ୍ଥିତ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦ୍ଘାଟନ କରିବେ ।ନଭେମ୍ବର ୧୯ରେ ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ର ପ୍ରଦେଶ ଓ ତାମିଲନାଡ଼ୁ ଗସ୍ତ
November 18th, 11:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ ତାରିଖରେ ଆନ୍ଧ୍ର ପଦେଶ ଓ ତାମିଲନାଡ଼ୁ ଗସ୍ତ କରିବେ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 11-12 ନଭେମ୍ବର 2025 ପର୍ଯ୍ୟନ୍ତ ଭୁଟାନ ଗସ୍ତରେ ଯିବେ
November 09th, 09:59 am
ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ମଜବୁତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ 11-12 ନଭେମ୍ବର 2025 ପର୍ଯ୍ୟନ୍ତ ଭୁଟାନ ଗସ୍ତରେ ଯିବେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଭୁଟାନର ରାଜା ମହାମହିମ ଜିଗ୍ମେ ଖେସର ନାମଗ୍ୟାଲ ୱାଙ୍ଗଚୁକ୍ ଏବଂ ଭୁଟାନର ପ୍ରଧାନମନ୍ତ୍ରୀ ଶେରିଙ୍ଗ ଟୋବଗେଙ୍କୁ ଭେଟିବେ। ଭୁଟାନର ଚତୁର୍ଥ ରାଜା ମହାମହିମ ଜିଗ୍ମେ ସିଙ୍ଗେ ୱାଙ୍ଗଚୁକଙ୍କ 70ତମ ଜନ୍ମ ବାର୍ଷିକୀ ଉତ୍ସବ ଏବଂ ବିଶ୍ୱ ଶାନ୍ତି ପ୍ରାର୍ଥନା ଉତ୍ସବରେ ମଧ୍ୟ ପ୍ରଧାନମନ୍ତ୍ରୀ ଯୋଗଦେବେ।ଆନ୍ଧ୍ରପ୍ରଦେଶ ଗସ୍ତର ଝଲକ ସେୟାର କଲେ ପ୍ରଧାନମନ୍ତ୍ରୀ
October 16th, 09:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶ ଗସ୍ତର କିଛି ଝଲକ ସେୟାର କରିଛନ୍ତି । ଶ୍ରୀଶୈଲମରେ ପ୍ରଧାନମନ୍ତ୍ରୀ ଶ୍ରୀ ଭ୍ରମରାମ୍ବା ମଲ୍ଲିକାର୍ଜୁନ ସ୍ୱାମୀ ଭର୍ଲା ଦେବସ୍ଥାନମରେ ପୂଜାର୍ଚ୍ଚନା କରି, ଶ୍ରୀ ଶିବାଜୀ ଧ୍ୟାନ ମନ୍ଦିର ଏବଂ ଶ୍ରୀ ଶିବାଜୀ ଦରବାର ହଲ ଗସ୍ତ କରିଛନ୍ତି । ପରେ ସେ କୁର୍ନୁଲରେ ପ୍ରାୟ ୧୩,୪୩୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ।ଅକ୍ଟୋବର ୧୬ରେ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 14th, 05:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଅକ୍ଟୋବରରେ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ । ଦିନ ପ୍ରାୟ ୧୧:୧୫ ସମୟରେ ସେ ନନ୍ଦ୍ୟାଲ ଜିଲ୍ଲାର ଶ୍ରୀଶୈଲମ ସ୍ଥିତ ଶ୍ରୀ ଭ୍ରମରାମ୍ବା ମଲ୍ଲିକାର୍ଜୁନ ସ୍ୱାମୀ ଭର୍ଲା ଦେବସ୍ଥାନମରେ ପୂଜା ଏବଂ ଦର୍ଶନ କରିବେ । ଏହା ପରେ, ପ୍ରାୟ ୧୨:୧୫ ସମୟରେ ଶ୍ରୀଶୈଲମ ସ୍ଥିତ ଶିବାଜୀ ସ୍ଫୁର୍ଥୀ କେନ୍ଦ୍ର ପରିଦର୍ଶନ କରିବେ ।ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ରେ ମଧ୍ୟପ୍ରଦେଶ ଗସ୍ତରେ ଯିବେ
September 16th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ ତାରିଖରେ ମଧ୍ୟପ୍ରଦେଶ ଗସ୍ତରେ ଯିବେ । ମଧ୍ୟାହ୍ନ ୧୨ଟା ସମୟରେ ଧାରରେ ସେ ‘ସ୍ୱସ୍ଥ ନାରୀ ସଶକ୍ତ ପରିବାର’ ଏବଂ ‘ଅଷ୍ଟମ ରାଷ୍ଟ୍ରୀୟ ପୋଷଣ ମାହ’ ଅଭିଯାନର ଶୁଭାରମ୍ଭ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିବା ସହିତ, ଉପସ୍ଥିତ ବିଶାଳ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।Manipur is the crown jewel adorning the crest of Mother India: PM Modi in Imphal
September 13th, 02:45 pm
At the inauguration of projects worth over ₹1,200 crore in Imphal, PM Modi said a new phase of infrastructure growth has begun in Manipur. He noted that women empowerment is a key pillar of India’s development and Atmanirbhar Bharat, a spirit visible in the state. The PM affirmed his government’s commitment to peace and stability, stressing that return to a normal life is the top priority. He urged Manipur to stay firmly on the path of peace and progress.PM Modi inaugurates multiple development projects worth over Rs 1,200 crore at Imphal, Manipur
September 13th, 02:30 pm
At the inauguration of projects worth over ₹1,200 crore in Imphal, PM Modi said a new phase of infrastructure growth has begun in Manipur. He noted that women empowerment is a key pillar of India’s development and Atmanirbhar Bharat, a spirit visible in the state. The PM affirmed his government’s commitment to peace and stability, stressing that return to a normal life is the top priority. He urged Manipur to stay firmly on the path of peace and progress.ମଣିପୁରର ଚୁରାଚାନ୍ଦପୁରରେ ବିଭିନ୍ନ ବିକାଶମୂଳକ କାମର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
September 13th, 12:45 pm
ମଣିପୁରର ଏହି ମାଟି ହେଉଛି ଉତ୍ସାହ ଓ ସାହସର ମାଟି, ଏହି ପାହାଡ଼ ପର୍ବତ ହେଉଛି ପ୍ରକୃତିର ମୂଲ୍ୟବାନ ଉପହାର ଏବଂ ଏହା ସହିତ ଏହି ସବୁ ପାହାଡ଼ ପର୍ବତ ମଧ୍ୟ ହେଉଛନ୍ତି ଆପଣ ସମସ୍ତ ଲୋକଙ୍କର ଲଗାତର କଠିନ ପରିଶ୍ରମର ପ୍ରତୀକ। ମୁଁ ମଣିପୁରର ଲୋକଙ୍କ ଉତ୍ସାହକୁ ପ୍ରଣାମ କରୁଛି। ଏତେ ଜୋର୍ ବର୍ଷା ସତ୍ତ୍ୱେ ଏତେ ସଂଖ୍ୟାରେ ଆପଣମାନେ ଏଠାକୁ ଆସିଛନ୍ତି, ମୁଁ ଆପଣଙ୍କର ଏହି ସ୍ନେହ ଶ୍ରଦ୍ଧା ପାଇଁ ଆପଣ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ଜୋର୍ ବର୍ଷା ହେବାରୁ ମୋର ହେଲିକପ୍ଟର ଆସିପାରିଲା ନାହିଁ, ତେଣୁ ମୁଁ ସଡ଼କ ପଥରେ ଆସିବାକୁ ସ୍ଥିର କଲି। ଏବଂ ଆଜି ମୁଁ ସଡ଼କରେ ଯେଉଁ ଦୃଶ୍ୟ ଦେଖିଲି, ତ ମୋର ମନ କହିଲା ପରମାତ୍ମା ଠିକ୍ କରିଛନ୍ତି ମୋର ହେଲିକପ୍ଟର ଆଜି ଚାଲିଲା ନାହିଁ। ମୁଁ ସଡ଼କ ପଥରେ ଆସିଲି ଏବଂ ରାସ୍ତା ସାରା ହାତରେ ତ୍ରିରଙ୍ଗା ଧରି ଆବାଳ ବୃଦ୍ଧ ବନିତା ସମସ୍ତେ ଯେଉଁ ସ୍ନେହ ଶ୍ରଦ୍ଧା ଦେଇଛନ୍ତି, ଯେଉଁ ଆପଣାପଣ ଦେଖାଇଛନ୍ତି, ମୋ ଜୀବନରେ ଏହି ମୁହୂର୍ତ୍ତିକୁ ମୁଁ କେବେ ଭୁଲି ପାରିବି ନାହିଁ। ମୁଁ ନତମସ୍ତକ ହୋଇ ମଣିପୁରବାସୀଙ୍କୁ ପ୍ରଣାମ କରୁଛି।ମଣିପୁର ଚୁରାଚାନ୍ଦପୁରରେ ₹୭,୩୦୦ କୋଟିର ପ୍ରକଳ୍ପ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 13th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁରର ଚୁରାଚାନ୍ଦପୁରରେ ୭,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମଣିପୁର ମାଟି ହେଉଛି ସାହସ ଓ ଦୃଢ଼ତାର ଭୂମି ଏବଂ ମଣିପୁରର ପାହାଡ଼ଗୁଡ଼ିକ ପ୍ରକୃତିର ଏକ ଅମୂଲ୍ୟ ଉପହାର। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ପାହାଡ଼ଗୁଡ଼ିକ ଲୋକଙ୍କ ନିରନ୍ତର କଠିନ ପରିଶ୍ରମକୁ ମଧ୍ୟ ପ୍ରତିନିଧିତ୍ୱ କରୁଛି। ମଣିପୁରର ଲୋକଙ୍କ ଅଦମ୍ୟ ମନୋବଳକୁ ସଲାମ ଜଣାଇ ଶ୍ରୀ ମୋଦୀ ଏତେ ବିପୁଳ ସଂଖ୍ୟାରେ ଆସିଥିବା ଲୋକଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି ଏବଂ ସେମାନଙ୍କ ସ୍ନେହ ପାଇଁ ଧନ୍ୟବାଦ ଜଣାଇଛନ୍ତି ।ମିଜୋରାମର ବିଭିନ୍ନ ଉନ୍ନତିମୂଳକ କାମର ଶିଳାନ୍ୟାସ ଓ ଉଦଘାଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 10:30 am
ମିଜୋରାମ ରାଜ୍ୟପାଳ ଭି.କେ.ସିଂହ, ମୁଖ୍ୟମନ୍ତ୍ରୀ ଲାଲଡୁହୋମା, କେନ୍ଦ୍ର କ୍ୟାବିନେଟର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ମିଜୋରାମ ସରକାରଙ୍କ ମନ୍ତ୍ରୀବର୍ଗ, ସାଂସଦ, ଅନ୍ୟ ନିର୍ବାଚିତ ପ୍ରତିନିଧି ସମୂହ ଓ ମିଜୋରାମ ଜନତା ।ମିଜୋରାମର ଆଇଜଲରେ ୯,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 13th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଜୋରାମର ଆଇଜଲରେ ୯୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ରେଳ, ରାସ୍ତା, ବିଦ୍ୟୁତ୍, କ୍ରୀଡା ସମେତ ଅନେକ କ୍ଷେତ୍ରକୁ ଲାଭ ପହଞ୍ଚାଇବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନୀଳ ପର୍ବତମାଳାର ଏହି ସୁନ୍ଦର ଭୂମିରେ ରାଜତ୍ୱ କରିଥିବା ପରମେଶ୍ୱର ପାଠିଆନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସେ ମିଜୋରାମର ଲାଙ୍ଗପୁଇ ବିମାନବନ୍ଦରରେ ଉପସ୍ଥିତ ଥିବାରୁ ଏବଂ ଖରାପ ପାଗ ଯୋଗୁଁ ଆଇଜଲରେ ଲୋକଙ୍କୁ ଭେଟିପାରି ନଥିବାରୁ ଦୁଃଖ ପ୍ରକାଶ କରିଥିଲେ। ଏହି ପରିସ୍ଥିତି ସତ୍ତ୍ୱେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଏହି ମାଧ୍ୟମରେ ମଧ୍ୟ ଲୋକଙ୍କ ପ୍ରେମ ଏବଂ ସ୍ନେହ ଅନୁଭବ କରିପାରିବେ।ପ୍ରଧାନମନ୍ତ୍ରୀ ଅଗଷ୍ଟ ୨୨ରେ ବିହାର ଓ ପଶ୍ଚିମ ବଙ୍ଗ ଗସ୍ତରେ ଯିବେ
August 20th, 03:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୨ ତାରିଖରେ ବିହାର ଓ ପଶ୍ଚିମବଙ୍ଗ ଗସ୍ତରେ ଯିବେ । ସେ ବିହାରର ଗୟାଠାରେ ପୂର୍ବାହ୍ନ ପ୍ରାୟ ୧୧ଟାରେ ୧୩ ହଜାର କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ସେ ମଧ୍ୟ ଦୁଇଟି ଟ୍ରେନର ଶୁଭାରମ୍ଭ କରିବେ ଏବଂ ସାଧାରଣ ସଭାକୁ ସମ୍ବୋଧିତ କରିବେ । ଏହାପରେ ସେ ଗଙ୍ଗା ନଦୀରେ ଅଉଣ୍ଟା-ସିମାରିଆ ପୋଲ ପ୍ରକଳ୍ପର ଉଦଘାଟନ କରିବାକୁ ସେଠାକୁ ଗସ୍ତ କରିବେ ।