ଟିଭି-9 ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 08:00 pm
ଶ୍ରୀମାନ ରାମେଶ୍ୱର ଗାରୁ ଜୀ, ରାମୁ ଜୀ, ବରୁଣ ଦାସ ଜୀ, ଟିଭି-9ର ପୂରା ଟିମ୍, ମୁଁ ଆପଣଙ୍କ ନେଟୱାର୍କର ସମସ୍ତ ଦର୍ଶକଙ୍କୁ, ଏଠାରେ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି ଶିଖର ସମ୍ମିଳନୀ ପାଇଁ ଅଭିନନ୍ଦନ ଜଣାଉଛି।Prime Minister Shri Narendra Modi addresses TV9 Summit 2025
March 28th, 06:53 pm
PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.India is not just a workforce, we are a world force driving global change: PM Modi
March 01st, 11:00 am
The Prime Minister Shri Narendra Modi participated in the NXT Conclave in the Bharat Mandapam, New Delhi today. Addressing the gathering, he extended his heartfelt congratulations on the auspicious launch of NewsX World. He highlighted that the network includes channels in Hindi, English, and various regional languages, and today, it is going global. He also remarked on the initiation of several fellowships and scholarships, extending his best wishes for these programs.ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
March 01st, 10:34 am
ଶନିବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିବା ଏନଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି । ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲ ଶୁଭ ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସମବେତ ଜନତାକୁ ଉଦବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜ ହୃଦୟରୁ ସଭିଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ହିନ୍ଦୀ, ଇଂରାଜୀ ଓ ଅନ୍ୟାନ୍ୟ ଆଂଚଳିକ ଭାଷାରେ ନିଜ ନେଟବାର୍କ ଖୋଲିଥିବା ଏହି ସଂସ୍ଥା ଏବେ ଏକ ବୈଶ୍ୱିକ ଚ୍ୟାନେଲରେ ପରିଣତ ହୋଇପାରିଛି । ବିଭିନ୍ନପ୍ରକାର ସ୍କଲାରସିପ ଓ ଫେଲୋସିପ ଆରମ୍ଭ କରାଯାଇଥିବାରୁ ସେ ଏଥିପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ ।PM Modi attends India Today Conclave 2024
March 16th, 08:00 pm
Addressing the India Today Conclave, PM Modi said that he works on deadlines than headlines. He added that reforms are being undertaken to enable India become the 3rd largest economy in the world. He said that 'Ease of Living' has been our priority and we are ensuring various initiatives to empower the common man.