India wants to take relationship with Malaysia to a new level: PM Modi at India and Malaysia delegation-level talks
February 08th, 08:20 am
During delegation-level talks with Malaysian PM Anwar Ibrahim, PM Modi expressed his happiness at receiving a warm welcome in Malaysia. He highlighted that India–Malaysia cooperation is deepening across every sector, from agriculture and manufacturing to clean energy and semiconductors. He noted that, as maritime neighbours, India and Malaysia must realise the full potential of their relationship.ମାଲେସିଆର ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 07th, 03:59 pm
ଏହି ସାମୁଦାୟିକ ସମାରୋହରେ ସାମିଲ ହୋଇଥିବାରୁ ସର୍ବପ୍ରଥମେ ମୁଁ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନଓ୍ୱର ଇବ୍ରାହିମଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ଏବେ ଏବେ ଭାରତ-ମାଲେସିଆର ବନ୍ଧୁତ୍ୱର ବ୍ୟାପକତା ଓ ଭବିଷ୍ୟତର ସମ୍ଭାବନା ନେଇ ସେ ଯେଉଁ ସୁନ୍ଦର ଅଭିଭାଷଣ ରଖିଲେ, ସେଥିପାଇଁ ମଧ୍ୟ ମୁଁ ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।ମାଲେସିଆର କ୍ୱାଲାଲମ୍ପୁର ଠାରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 07th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର କ୍ୱାଲାଲମ୍ପୁରରେ ଏକ ଜନ ସଭାରେ ଉଦବୋଧନ ଦେଇଛନ୍ତି । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ନେହପୂର୍ଣ୍ଣ ଅଭିବାଦନ ସାଧାରଣ ସଂସ୍କୃତିର ସୁନ୍ଦର ବିବିଧତାକୁ ପ୍ରତିଫଳିତ କରେ। ସେ ତାଙ୍କର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ଏହି ଜନ ସଭାରେ ଯୋଗଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରକୁ ଆସିଥିଲେ ଏବଂ ତାଙ୍କ କାରରେ ତାଙ୍କୁ କାର୍ଯ୍ୟକ୍ରମରେ ଆଣିଥିଲେ। ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଏହି ବିଶେଷ ଭାବନା ଭାରତ ଏବଂ ଉପସ୍ଥିତ ଲୋକଙ୍କ ପ୍ରତି ସ୍ନେହ ଓ ସମ୍ମାନକୁ ପ୍ରତିଫଳିତ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।ପର୍ଯ୍ୟଟନରେ ଅନେକ ଲୋକଙ୍କ ଜୀବନରେ ସମୃଦ୍ଧି ଆଣିବାର ସାମର୍ଥ୍ୟ ରହିଛି : ପ୍ରଧାନମନ୍ତ୍ରୀ
November 29th, 11:45 am
ପର୍ଯ୍ୟଟନ କ୍ଷେତ୍ରରେ ଅନେକ ଲୋକଙ୍କ ଜୀବନରେ ସମୃଦ୍ଧତା ଆଣିବାର ସାମର୍ଥ୍ୟ ରହିଛି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁରୁତ୍ୱାରୋପ କରି କହିଛନ୍ତି ଯେ, ସରକାର ଭାରତର ପର୍ଯ୍ୟଟନ ଭିତ୍ତିଭୂମିର ବିକାଶକୁ ପ୍ରାଥମିକତା ଦେବା ଜାରି ରଖିବେ । ଯାହା ଦ୍ୱାରା ଅଧିକରୁ ଅଧିକ ଲୋକ ଅବିଶ୍ୱସନୀୟ ଭାରତର ଚମତ୍କାର ଅନୁଭବର ଆନନ୍ଦ ନେଇପାରିବେ।ଆମର ଛୋଟ ଛୋଟ କଥା, ଯାହା ପରସ୍ପରଙ୍କୁ, କିଛି ଶିଖାଇଯାଏ, ଜୀବନର ତିକ୍ତ–ମଧୁର ଅନୁଭୂତି ଯାହା, ଜୀବନକୁ ମନଭରି ଉପଭୋଗ କରିବାର ପ୍ରେରଣା ଯୋଗାଇଦିଏ – ତାହା ହିଁ ତ ହେଉଛି – ମନର କଥା ।
January 31st, 10:39 am
ଏହି ମାସରେ କ୍ରିକେଟ ପିଚ୍ରୁ ବି ଖୁବ ଭଲ ଖବର ମିଳିଲା । ପ୍ରାରମ୍ଭିକ ଅସୁବିଧା ପରେ ଆମ କ୍ରିକେଟ ଟିମ୍ ପୁଣିଥରେ ଖୁବ ସୁନ୍ଦର ପ୍ରଦର୍ଶନ ସହ ଅଷ୍ଟ୍ରେଲିଆରେ ସିରିଜ ଜିତିଲା । ଆମ ଖେଳାଳିମାନଙ୍କ କଠିନ ପରିଶ୍ରମ ଏବଂ ଟିମ୍ୱାର୍କ ପ୍ରେରଣାଦାୟୀ । ଏଇସବୁ ଭିତରେ ଦିଲ୍ଲୀରେ ଜାନୁଆରୀ 26 ଦିନ ତ୍ରିରଙ୍ଗାର ଅପମାନ ଦେଖି ଦେଶ ବହୁତ ଦୁଃଖ ମଧ୍ୟ ଅନୁଭବ କଲା । ଆଗାମୀ ସମୟକୁ ଆମକୁ ନୂତନ ଆଶା ଏବଂ ଉଦ୍ଦୀପନା ସହ ପୂରଣ କରିବାକୁ ହେବ । ଗତବର୍ଷ ଆମେ ଅସାଧାରଣ ସଂଯମ ଓ ସାହସର ପରିଚୟ ଦେଇଥିଲୁ । ଏ ବର୍ଷ ମଧ୍ୟ ଆମକୁ କଠିନ ପରିଶ୍ରମ କରି ଆମର ସଂକଳ୍ପଗୁଡ଼ିକୁ ସାକାର କରିବାକୁ ହେବ । ଆମ ଦେଶକୁ ଆହୁରି ତୀବ୍ର ଗତିରେ ଆଗେଇ ନେବାକୁ ହେବ ।ସୋସିଆଲ ମିଡିଆ କର୍ଣ୍ଣର ଅକ୍ଟୋବର 20, 2017
October 20th, 07:23 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ସୋସିଆଲ ମିଡିଆ କର୍ଣ୍ଣର ଅକ୍ଟୋବର 13, 2017
October 13th, 07:39 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ପର୍ଯ୍ୟଟନ ଦିବସରେ ଅତୁଲ୍ୟ ଭାରତର ସୌନ୍ଦର୍ଯ୍ୟ ଖୋଜିବାକୁ ବିଶ୍ୱବ୍ୟାପୀ ପର୍ଯ୍ୟଟକଙ୍କୁ ଆମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ
September 27th, 12:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅତୁଳ ସୌନ୍ଦର୍ଯ୍ୟର ବିଭବ ଆବିଷ୍କାର କରିବା ଲାଗି ଭାରତ ଆସିବା ପାଇଁ ବିଶ୍ୱବ୍ୟାପୀ ପର୍ଯ୍ୟଟକମାନଙ୍କୁ ଆମନ୍ତ୍ରଣ କରିଛନ୍ତି । ଦେଶର ଯୁବସମାଜକୁ ମଧ୍ୟ ଦେଶବ୍ୟାପୀ ଭ୍ରମଣ କରି ଏହାର ବିବିଧତା ଅନ୍ୱେଷଣ କରିବାକୁ ସେ ପ୍ରବର୍ତ୍ତାଇଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 24, 2017
September 24th, 06:45 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ବିବିଧତା ମଧ୍ୟରେ ଏକତା ଭାରତର ବିଶେଷତ୍ୱ : 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 24th, 11:30 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 'ମନ କି ବାତ' କାର୍ଯ୍ୟକ୍ରମର 36ତମ ଅଧ୍ୟାୟ ମାଧ୍ୟମରେ ଦେଶକୁ ସମ୍ବୋଧିତ କଲେ । ସେ କହିଲେ ' 'ମନ କି ବାତ' ଦେଶବ୍ୟାପୀ ନାଗରିକମାନଙ୍କ ଭାବନାଗୁଡ଼ିକ ସହ ଯୋଡ଼ିବାର ଗୋଟିଏ ସ୍ୱତନ୍ତ୍ର ପ୍ଳାଟଫର୍ମ ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ଦେଶର ମହାପୁରୁଷମାନଙ୍କ ଉପରେ ଉଲ୍ଲେଖ କରି କହିଥିଲେ ଯେ ,ସେମାନଙ୍କର ଯୋଗଦାନ ଆଜି ମଧ୍ୟ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇଛି । ପ୍ରଧାନମନ୍ତ୍ରୀ ସ୍ୱଚ୍ଛତା ,ପର୍ଯ୍ୟଟନ ଏବଂ ଉତ୍ସବ ବିଷୟରେ ବିସ୍ତାର ଭାବେ କହିଥିଲେ ।We are not merely reforming India but are transforming India: PM Modi
September 06th, 07:13 pm
PM Modi today interacted with the Indian community in Yangoon, Myanmar. Speaking at the event, PM Modi said, “We are not merely reforming India but are transforming India, a new India is being built.” On demonetisation, the PM said, We have not shied away from taking decisions that are tough. For us, the nation is bigger than politics.ୟଙ୍ଗୁନଠାରେ ଭାରତୀୟ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
September 06th, 07:12 pm
ମିଆଁମାରର ୟଙ୍ଗୁନଠାରେ ଭାରତୀୟ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମ୍ବୋଧିତ କରିଛନ୍ତି । ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଲେ ଯେ ଆପଣମାନେ ଭାରତ ଓ ମିଆଁମାରର ମହାନ ସନ୍ତାନ ଓ ସନ୍ତତିମାନଙ୍କ ମଧ୍ୟରେ ବିନିମୟ ହୋଇଥିବା ହଜାର ହଜାର ବର୍ଷର ସଂସ୍କୃତି ଓ ସଭ୍ୟତା, ଭୂଗୋଳ ଓ ଇତିହାସ, ଅଭିଳାଷ ଓ ସଫଳତାର ପ୍ରତିନିଧିତ୍ୱ କରୁଛନ୍ତି । ପ୍ରଧାନମନ୍ତ୍ରୀ ମିଆଁମାରର ସମୃଦ୍ଧ ଆଧ୍ୟାତ୍ମିକ ଐତିହ୍ୟ ସମ୍ବନ୍ଧରେ ବିସ୍ତୃତ ଭାବେ ବର୍ଣ୍ଣନା କରିଥିଲେ ।ପ୍ରତ୍ୟୋକ ନାଗରିକଙ୍କୁ ଏହା ଅନୁଭବ ହେବା ଆବଶ୍ୟକ ଯେ ,ଏଇଟା ମୋର ଦେଶ ଏବଂ ଦେଶ ପାଇଁ କାମ କରିବାକୁ ପଡିବ :ପ୍ରଧାନମନ୍ତ୍ରୀ ମୋଦୀ
August 22nd, 05:42 pm
ନୀତି ଆୟୋଗଙ୍କ ପକ୍ଷରୁ ନୂଆଦିଲ୍ଲୀସ୍ଥିତ ପ୍ରବାସୀ ଭାରତୀୟ କେନ୍ଦ୍ରଠାରେ “ପରିବର୍ତ୍ତନର ଚାମ୍ପିୟନ- ଜି-2-ବି ଭାଗିଦାରୀତା ମାଧ୍ୟମରେ ଭାରତର ସଂସ୍କାରମୂଳକ ପରିବର୍ତ୍ତନ” ଶୀର୍ଷକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଗତ ସପ୍ତାହରେ ଏହି କାର୍ଯ୍ୟକ୍ରମର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବ ଉଦ୍ୟୋଗୀମାନଙ୍କ ସହ ମତ ବିନିମୟ କରିଥିବା ବେଳେ ଆଜି ଦ୍ୱିତୀୟ ବାର ଯୁବ ସିଇଓମାନଙ୍କ ସହ ଆଲୋଚନା କରିଛନ୍ତି ।ନୀତି ଆୟୋଗଙ୍କ ଦ୍ୱାରା “ପରିବର୍ତ୍ତନର ଚାମ୍ପିୟନ” କାର୍ଯ୍ୟକ୍ରମ ଯୁବ ସିଇଓମାନଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
August 22nd, 05:41 pm
ନୀତି ଆୟୋଗଙ୍କ ପକ୍ଷରୁ ନୂଆଦିଲ୍ଲୀସ୍ଥିତ ପ୍ରବାସୀ ଭାରତୀୟ କେନ୍ଦ୍ରଠାରେ “ପରିବର୍ତ୍ତନର ଚାମ୍ପିୟନ- ଜି-2-ବି ଭାଗିଦାରୀତା ମାଧ୍ୟମରେ ଭାରତର ସଂସ୍କାରମୂଳକ ପରିବର୍ତ୍ତନ” ଶୀର୍ଷକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଗତ ସପ୍ତାହରେ ଏହି କାର୍ଯ୍ୟକ୍ରମର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବ ଉଦ୍ୟୋଗୀମାନଙ୍କ ସହ ମତ ବିନିମୟ କରିଥିବା ବେଳେ ଆଜି ଦ୍ୱିତୀୟ ବାର ଯୁବ ସିଇଓମାନଙ୍କ ସହ ଆଲୋଚନା କରିଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର 23 ମାର୍ଚ୍ଚ 2017
March 23rd, 08:14 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।India takes historic step to fight Corruption, Black Money & Terrorism
November 08th, 09:05 pm
PM Modi today addressed the Nation. He said that with the support of 125 crore Indians, the country has emerged as a bright spot in the global economy. PM Modi remarked that the Centre is dedicated to welfare of the poor. In the fight against corruption Prime Minister Modi announced that 500 and 1000 rupees notes will cease to be the legal tender from Midnight. PM Modi urged citizens to participate in this fight against corruption and terrorism. PM Modi also explained the various steps to be taken.କଳାଟଙ୍କା ଓ ଦୁର୍ନୀତି ମୂଳପୋଛ ପାଇଁ ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଘୋଷଣା,
November 08th, 09:04 pm
PM Narendra Modi today addressed the Nation. He said that with the support of 125 crore Indians, the country has emerged as a bright spot in the global economy. PM Modi remarked that the Centre is dedicated to welfare of the poor. He noted that terrorism today has become a major challenge and needs to be countered. In the fight against corruption Prime Minister Shri Narendra Modi today announced that 500 and 1000 rupees notes will cease to be the legal tender from Midnight. PM Modi urged citizens to participate in this fight against corruption and terrorism. PM Modi also explained the various steps to be taken.ସୋସିଆଲ ମିଡିଆ କର୍ଣ୍ଣର 27 ଅକ୍ଟୋବର
October 27th, 07:16 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ ।ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁZeal to fulfil dreams of 125 crore countrymen keep me going: PM Narendra Modi
August 06th, 08:51 pm
In his first ever townhall, PM Narendra Modi said that “grievance redressal is must for good governance”. The event marked two years of MyGov, the government’s citizen engagement platform. He added that 'India first' was the central point of NDA government's foreign policy which and it was aimed at protecting the country's strategic interests and ensuring robust economic growth. PM also launched the new crowd sourced PMO App.PM Modi participates in MyGov Town hall
August 06th, 08:50 pm
'India first' is the central point of NDA government's foreign policy which is aimed at protecting the country's strategic interests and ensuring robust economic growth, Prime Minister Narendra Modi said in his first ever townhall. PM Modi complemented the Indian diaspora and said that they can play an important role in strengthening India's ties with foreign countries.