ଘାନା ଗଣରାଜ୍ୟର ସଂସଦକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ଓଡ଼ିଆ ଅନୁବାଦ

July 03rd, 03:45 pm

ଘାନାରେ ରହିବା ଏକ ସୌଭାଗ୍ୟର ବିଷୟ - ଏକ ଭୂମି ଯାହା ଗଣତନ୍ତ୍ର, ମର୍ଯ୍ୟାଦା ଏବଂ ସ୍ଥିରତାର ଆତ୍ମାକୁ ପରିପ୍ରକାଶ କରେ। ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ପ୍ରତିନିଧି ଭାବରେ, ମୁଁ ମୋ ସହିତ 140 କୋଟି ଭାରତୀୟଙ୍କ ସଦିଚ୍ଛା ଏବଂ ଶୁଭେଚ୍ଛା ଆଣିଛି।

ଘାନା ସଂସଦରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

July 03rd, 03:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘାନାର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଏଭଳି କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ । ସଂସଦର ବାଚସ୍ପତି ମାନନୀୟ ଆଲବାନ କିଙ୍ଗସଫୋର୍ଡ ସୁମନ ବାଗବିନଙ୍କ ଦ୍ୱାରା ଆହୂତ ଏହି ଅଧିବେଶନରେ ସଂସଦର ସଦସ୍ୟ, ସରକାରୀ ଅଧିକାରୀ ଏବଂ ଉଭୟ ଦେଶର ବିଶିଷ୍ଟ ଅତିଥିମାନେ ଯୋଗ ଦେଇଥିଲେ। ଏହି ଅଭିଭାଷଣ ଭାରତ - ଘାନାର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ଥିଲା, ଯାହା ଦୁଇ ଦେଶକୁ ଏକଜୁଟ କରୁଥିବା ପାରସ୍ପରିକ ସମ୍ମାନ ଏବଂ ସହଭାଗୀ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ପ୍ରତିଫଳିତ କରେ।

ଉଗାଣ୍ଡାକୁ ସରକାରୀ ଗସ୍ତ ଅବସରରେ ଉଗାଣ୍ଡା ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

July 25th, 01:00 pm

ସଂସଦର ଆମନ୍ତ୍ରଣ କ୍ରମେ ମୁଁ ଏହି ସମ୍ବୋଧନ କରିଥିବାରୁ ମୁଁ ଗଭୀର ଭାବେ ସମ୍ମାନିତ ଅନୁଭବ କରୁଛି । ମୁଁ ପୂର୍ବରୁ ଅନ୍ୟ ସଂସଦଗୁଡ଼ିକରେ ସମାନ ସୁଯୋଗ ପାଇଛି । ତେବେ, ଏହା ସ୍ୱତନ୍ତ୍ର । ଏହି ସମ୍ମାନ ପ୍ରଥମ ଥର ପାଇଁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ମିଳିଛି । ଏହା 125 କୋଟି ଭାରତବାସୀଙ୍କ ପାଇଁ ବଡ଼ ସମ୍ମାନ । ମୁଁ ସେମାନଙ୍କ ଶୁଭକାମନା ଏବଂ ବନ୍ଧୁତ୍ୱର ସୌହାର୍ଦ୍ଦ୍ୟ ଭାବନା ନେଇ ମୋ ସହିତ ଆସିଛି । ତାହା ମୁଁ ଏହି ସଂସଦ ଏବଂ ଉଗାଣ୍ଡାର ସବୁ ଲୋକମାନଙ୍କୁ ଜଣାଉଛି । ଆପଣମାନଙ୍କ ଉପସ୍ଥିତି, ବାଚସ୍ପତି ମହୋଦୟା, ମୋର ଲୋକସଭାର କଥା ମନେ ପକାଇ ଦେଉଛି, ସେଠାରେ ମଧ୍ୟ ଜଣେ ମହିଳା ବାଚସ୍ପତି ଅଛନ୍ତି । ମୁଁ ମଧ୍ୟ ଏଠାରେ ବହୁ ଯୁବ ସାଂସଦମାନଙ୍କୁ ଦେଖିପାରୁଛି । ଏହା ଗଣତନ୍ତ୍ର ପାଇଁ ଶୁଭ ଖବର । ଯେତେଥର ମୁଁ ଉଗାଣ୍ଡା ଆସିଛି, ମୁଁ ଆଫ୍ରିକାର ଏକ ରତ୍ନକୁ ଅନୁଭବ କରିବାର ସୁଯୋଗ ପାଇଛି । ଏହା ଅପରୂପ ସୌନ୍ଦର୍ଯ୍ୟ, ବିପୁଳ ସମ୍ପଦର ଭଣ୍ଡାର ଏବଂ ଧନୀ ଐତିହ୍ୟର ଭୂମି । ଏହାର ନଦୀ ଏବଂ ହ୍ରଦ ଏହି ବିସ୍ତୃତ ଅଂଚଳରେ ବହୁ ସଭ୍ୟତାକୁ ବିକଶିତ କରିଛି । ମୁଁ ଇତିହାସ ବିଷୟରେ ସଚେତନ ଅଛି ଯାହା ଆମକୁ ଆଜି ଏହି ବିନ୍ଦୁରେ ଆଣି ଛିଡ଼ା କରିଛି, ଯେତେବେଳେ ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ଅନ୍ୟ ଏକ ସାର୍ବଭୌମ ରାଷ୍ଟ୍ରର ସଂସଦର ସଦସ୍ୟମାନଙ୍କୁ ଉଦବୋଧନ ଦେଉଛନ୍ତି । ଆମର ପ୍ରାଚୀନ ସାମୁଦ୍ରିକ ସମ୍ପର୍କ, ସାମ୍ରାଜ୍ୟବାଦର କଳା ସମୟ, ସ୍ୱାଧୀନତା ପାଇଁ ସଂଘର୍ଷରେ ସହଭାଗୀତା, ବିଭାଜିତ ବିଶ୍ୱରେ ସ୍ୱାଧୀନ ରାଷ୍ଟ୍ରଗୁଡ଼ିକର ଅନିଶ୍ଚିତ ମାର୍ଗ, ନୂତନ ସମ୍ଭାବନାର ସକାଳ ଏବଂ ଆମ ଯୁବ ଜନସଂଖ୍ୟା ଭିତରେ ପାରସ୍ପରିକ ଆକାଂକ୍ଷାର ମେଳକ(ସାମଞ୍ଜସ୍ୟ) । ଏ ସମସ୍ତ ଆମକୁ ଯୋଡ଼ିଛି ।

ସାଙ୍ଗ୍ରି ଲା ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

June 01st, 07:00 pm

ଆପଣଙ୍କ ବନ୍ଧୁତା ପାଇଁ , ଭାରତ- ସିଙ୍ଗାପୁର ସହଭାଗୀତା ଏବଂ ଏହି କ୍ଷେତ୍ରର ଉତ୍ତମ ଭବିଷ୍ୟତ ସକାଶେ ଆପଣଙ୍କ ନେତୃତ୍ୱ ନିମନ୍ତେ ଆପଣଙ୍କୁ ଅଶେଷ ଧନ୍ୟବାଦ ।

Banquet speech by Prime Minister during his visit to Mozambique

July 07th, 06:10 pm



PM Modi meets African leaders

October 30th, 05:49 pm



Africa will remain at the centre of India's attention: PM Modi at 3rd India-Africa Forum Summit

October 29th, 08:21 pm



PM meets African leaders on last day of India-Africa Forum Summit

October 29th, 04:53 pm



This forum is a meeting to bring together the dreams of one-third of humanity under one roof: PM's address at the India-Africa Forum Summit

October 29th, 10:30 am



India-Africa Summit: PM meets African leaders

October 28th, 11:24 am



PM Modi's Mann Ki Baat, October 2015

October 25th, 11:06 am



Prime Minister's interaction with African journalists at the Editors Forum for 3rd India-Africa Forum Summit

October 23rd, 08:42 pm



PM's informal interaction with African Trade Ministers

October 23rd, 08:29 pm