ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।India-Japan Joint Statement on cooperation in the field of Artificial Intelligence (AI)
July 02nd, 10:14 pm
PM Modi and Japanese Prime Minister Sanae Takaichi agreed to deepen India-Japan cooperation in Artificial Intelligence with a shared vision for a safe, trusted and human-centric AI ecosystem. The partnership will drive collaboration in AI governance, digital infrastructure, research, innovation and talent development, while supporting resilient AI growth across the Indo-Pacific and the Global South.ପ୍ରଧାନମନ୍ତ୍ରୀ ସ୍ଲୋଭାକିଆ ଗଣରାଜ୍ୟର ରାଷ୍ଟ୍ରପତିଙ୍କୁ ଭେଟିଲେ
June 15th, 11:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଟିସ୍ଲାଭାସ୍ଥିତ ରାଷ୍ଟ୍ରପତି ଭବନରେ ସ୍ଲୋଭାକିଆ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ପିଟର ପେଲେଗ୍ରୀନିଙ୍କୁ ଭେଟିଛନ୍ତି।Barak Valley will become a major logistics and trade hub for the North East: PM Modi in Silchar, Assam
March 14th, 11:10 am
Launching multiple development projects worth ₹23,550 crore in Silchar, Assam, PM Modi said the projects will further empower Barak Valley as a logistics hub for the entire North East. He laid the foundation stone for the Shillong–Silchar High-Speed Corridor, noting it will boost local industry, agriculture and tourism. He cautioned that the hard-won era of peace and progress must be protected from regressive forces.ସିଲଚରରେ ₹୨୩,୫୫୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 14th, 10:45 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଲଚରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ ସଂସ୍କୃତି ଓ ପ୍ରାଣବନ୍ତ ପରମ୍ପରାରେ ସମୃଦ୍ଧ ବରାକ ଉପତ୍ୟକା ପରିଦର୍ଶନ ସଦା ତାଙ୍କ ପାଇଁ ଏକ ବିଶେଷ ଅଭିଜ୍ଞତା। ସେ ଉଲ୍ଲେଖ କରିଥିଲେ ଯେ ସିଲଚର ଏହି ଉପତ୍ୟକାର ପ୍ରବେଶଦ୍ୱାର ଭାବେ ପରିଚିତ, ଯେଉଁଠାରେ ଇତିହାସ ଓ ଭାଷା ମିଶି ଏକ ବିଶିଷ୍ଟ ଆଞ୍ଚଳିକ ପରିଚୟ ଗଢ଼ିଉଠିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଅଞ୍ଚଳର ଶକ୍ତି ଏହାର ବିବିଧତାରେ ନିହିତ, ଯେଉଁଠାରେ ବଙ୍ଗଳା, ଆସାମିଆ ଓ ଆଦିବାସୀ ପରମ୍ପରାର ସମନ୍ୱୟ ଏକତ୍ର ପ୍ରତିଫଳିତ ହୁଏ। “ବରାକ ଉପତ୍ୟକାର ବିବିଧତା ଏହାର ସର୍ବଶ୍ରେଷ୍ଠ ସମ୍ପଦ, ଯାହା ଏଠାର ଲୋକମାନଙ୍କ ମଧ୍ୟରେ ଭାଇଚାରାର ଭାବନାକୁ ଶକ୍ତିଶାଳୀ କରେ,” ବୋଲି ସେ କହିଥିଲେ।The inauguration of Micron’s semiconductor facility marks a milestone in India’s journey towards technology leadership: PM Modi in Sanand, Gujarat
February 28th, 02:45 pm
During the inauguration of the Micron ATMP facility in Sanand, Gujarat, PM Modi said that India is now rapidly strengthening its identity in the hardware sector. He highlighted the project’s rapid progress and emphasized that the facility is a testament to the robust India-US partnership. He expressed confidence that the Micron facility would anchor a new semiconductor ecosystem in the country and asserted that India is ready, reliable and delivers.ମାଇକ୍ରୋନ ଟେକ୍ନୋଲୋଜିର ସେମିକଣ୍ଡକ୍ଟର ଆସେମ୍ବଲି, ଟେଷ୍ଟ ଆଣ୍ଡ ପ୍ୟାକେଜିଂ ସୁବିଧାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 28th, 02:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାନନ୍ଦଠାରେ ମାଇକ୍ରୋନ ଏଟିଏମପି (ଆସେମ୍ବଲି, ଟେଷ୍ଟ, ମାର୍କିଂ ଏବଂ ପ୍ୟାକେଜିଂ) ସୁବିଧାର ଉଦଘାଟନ କରିଛନ୍ତି। ବାଣିଜ୍ୟିକ ଉତ୍ପାଦନର ପ୍ରାରମ୍ଭକୁ ଚିହ୍ନିତ କରୁଥିବା ଏହି ଗୁରୁତ୍ୱପୂର୍ଣ୍ଣ ଘଟଣା ବିଶ୍ୱ ବୈଷୟିକ ନେତୃତ୍ୱ ଦିଗରେ ଭାରତର ଯାତ୍ରାରେ ଏକ ଐତିହାସିକ ମାଇଲଖୁଣ୍ଟକୁ ସୂଚିତ କରେ।ନ୍ୟୁଜ୍ ୧୮ ରାଇଜିଂ ଭାରତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 08:30 pm
ନେଟୱାର୍କ ୧୮ର ସମସ୍ତ ସାମ୍ବାଦିକ, ଏହି ବ୍ୟବସ୍ଥାର ତଦାରଖ କରୁଥିବା ସମସ୍ତ ସହକର୍ମୀ, ଏଠାରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ନେଟ୍ଓ୍ବର୍କ ୧୮ ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 27th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଇଥିଲେ, ଯାହାର ଶୀର୍ଷକ ଥିଲା ‘ଅନ୍ତର୍ନିହିତ ସାମର୍ଥ୍ୟ’। ଗତ ୧୧ ବର୍ଷରେ ଭାରତର ଯାତ୍ରାକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଦେଶର ସାମର୍ଥ୍ୟକୁ ପୁଣି ହାସଲ କରିବା, ଆର୍ଥିକ ଆତ୍ମନିର୍ଭରଶୀଳତା ଓ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ରୋଡମ୍ୟାପ୍ ସମ୍ପର୍କରେ ଆଲୋଚନା କରିଥିଲେ।ନେସେଟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 25th, 08:20 pm
ଏହି ବିଶିଷ୍ଟ ସଦନରେ ଉପସ୍ଥିତ ହେବା ମୋ ପାଇଁ ଏକ ସୌଭାଗ୍ୟ ଏବଂ ଗୌରବର ବିଷୟ। ମୁଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଏବଂ ଏକ ପ୍ରାଚୀନ ସଭ୍ୟତାର ପ୍ରତିନିଧି ଭାବରେ ଆଉ ଗୋଟିଏ ପ୍ରାଚୀନ ସଭ୍ୟତାକୁ ସମ୍ବୋଧିତ କରୁଛି। ମୁଁ ମୋ ସହିତ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଏବଂ ବନ୍ଧୁତା, ସମ୍ମାନ ଓ ସହଭାଗୀତାର ବାର୍ତ୍ତା ନେଇ ଆସିଛି।ଇସ୍ରାଏଲୀ ସଂସଦ ନେସେଟ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
February 25th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜେରୁସାଲେମରେ ନେସେଟ (ଇସ୍ରାଏଲ୍ର ସଂସଦ)ର ଏକ ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିଥିଲେ । ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାରେ ସେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀଏଆଇ ସଫଳତା ଠାରୁ ଆରମ୍ଭ କରି ଟି-20 ବିଶ୍ୱକପ୍ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ କି ବାତରେ ଭାରତର ଉତ୍ଥାନକୁ ଦର୍ଶାଇଛନ୍ତି
February 22nd, 11:30 am
ଚଳିତ ମାସର 'ମନ୍ କି ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ନିଜର ଅନୁଭୂତି ବିଷୟରେ କହିଥିଲେ। ସେ ଭାରତୀୟ ବଂଶୋଦ୍ଭବ କ୍ରିକେଟର, ଅଙ୍ଗଦାନ, ନଦୀ ମହୋତ୍ସବ, ଡିଜିଟାଲ ସୁରକ୍ଷା, ପରୀକ୍ଷା ପେ ଚର୍ଚ୍ଚା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରିଥିଲେ । ସେ ଦର୍ଶାଇଛନ୍ତି ଯେ 23 ଫେବୃଆରୀରେ ରାଷ୍ଟ୍ରପତି ଭବନରେ 'ରାଜାଜୀ ଉତ୍ସବ' ପାଳନ କରାଯିବ । ପ୍ରଧାନମନ୍ତ୍ରୀ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତା ଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନାରୀ ଶକ୍ତି ସହ ତାଙ୍କର ଗଭୀର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି ।ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଅବସରରେ ମରିସସ୍ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
February 20th, 10:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଇଣ୍ଡିଆ-ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ମରିସସ୍ର ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କୁ ଭେଟିଛନ୍ତି । ସେପ୍ଟେମ୍ବର ୨୦୨୫ରେ ତାଙ୍କର ଗସ୍ତ ପରେ ଏହା ପ୍ରଧାନମନ୍ତ୍ରୀ ରାମଗୁଲାମଙ୍କ ବର୍ତ୍ତମାନର କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ଭାରତ ଗସ୍ତ । ଏହି ବୈଠକ ୯ ଫେବୃଆରୀ ୨୦୨୬ରେ ଉଭୟ ନେତାଙ୍କ ମଧ୍ୟରେ ହୋଇଥିବା ଟେଲିଫୋନ୍ ବାର୍ତ୍ତାଳାପ ପରେ ହୋଇଛି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓପନ ଏଆଇ ସିଇଓ
February 20th, 09:06 pm
ଓପନ ଏଆଇର ସିଇଓ ଶ୍ରୀ ସାମ ଅଲ୍ଟମ୍ୟାନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।Visit of HSH Prince Alois, Hereditary Prince of Principality of Liechtenstein to India
February 20th, 03:53 pm
On the sidelines of the AI Impact Summit, PM Modi met HSH Prince Alois, Hereditary Prince of Principality of Liechtenstein. Reaffirming that India and Liechtenstein enjoy cordial and friendly bilateral relations, the two leaders welcomed the entry into force of the India-TEPA Free Trade Agreement in October 2025. They noted that the TEPA will facilitate US$100 billion of investment into India over the next 15 years.ସି.ଇ.ଓ. ଗୋଲଟେବୁଲ, ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଦାୟିତ୍ୱବାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ପ୍ରତି ବିଶ୍ୱସ୍ତରୀୟ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଛନ୍ତି ପ୍ରଧାନମନ୍ତ୍ରୀ
February 19th, 10:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, ଟେକ୍ନୋଲୋଜି ଏବଂ ନବସୃଜନ କ୍ଷେତ୍ରରେ ବିଶ୍ୱର ଅଗ୍ରଣୀ ଅଂଶୀଦାରମାନଙ୍କୁ ଏକାଠି କରିଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ସିଇଓ ରାଉଣ୍ଡଟେବୁଲର ଫଳାଫଳକୁ ସ୍ୱାଗତ କରିଛନ୍ତି।Visit of H.E. Mr. Dick Schoof, Prime Minister of the Netherlands, to India
February 19th, 08:47 pm
PM Modi held a bilateral meeting with H.E. Mr. Dick Schoof, Prime Minister of the Netherlands. Prime Minister Schoof underscored the importance of the Summit and expressed confidence that the Summit Declaration will steer future policy discussions. Reviewing the bilateral relationship, both leaders welcomed the steady progress in the India-Netherlands partnership.ଭାରତ ଏଆଇ ପ୍ରଭାବ ସମ୍ମିଳନୀର ନେତାଙ୍କ ପୂର୍ଣ୍ଣ ଅଧିବେଶନକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ
February 19th, 01:00 pm
ଏଆଇ ପ୍ରଭାବ ସମ୍ମିଳନୀରେ ଭାରତକୁ ପୁଣି ଥରେ ଆପଣ ସମସ୍ତଙ୍କୁ ସ୍ୱାଗତ କରି ମତେ ବହୁତ ଆନନ୍ଦ ଲାଗୁଛି। ମୋର ବିଶ୍ୱାସ, ଏହି ସମ୍ମିଳନୀ ଏକ ମାନବକେନ୍ଦ୍ରିତ, ସମ୍ବେଦନଶୀଳ ବିଶ୍ୱ ଏଆଇ ବ୍ୟବସ୍ଥା ନିର୍ମାଣ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।