ତୃତୀୟ ଭାରତ - ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ
July 09th, 12:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ଜୁଲାଇରେ ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମହାମହିମ ଆଣ୍ଟୋନୀ ଆଲବାନିଜଙ୍କ ଦ୍ୱାରା ଆୟୋଜିତ ତୃତୀୟ ଭାରତ - ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ସରକାରୀ ଭବନରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଆଲବାନିଜ ସହାର୍ଦ୍ଦ୍ୟପୂର୍ଣ୍ଣ ସ୍ୱାଗତ କରିଥିଲେ ଏବଂ ଏକ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା।Third India-Australia Annual Summit Joint Statement
July 09th, 10:58 am
At the invitation of Australian PM Anthony Albanese, PM Modi visited Australia from 8-10 July 2026 for the Third Australia-India Annual Summit in Melbourne. The two leaders reaffirmed their shared commitment to further consolidate and expand the India-Australia Comprehensive Strategic Partnership (CSP) and explore new areas of cooperation for the peace, prosperity and stability of the shared region.ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀ
November 20th, 08:38 pm
ରିଓ ଡି ଜେନେରୋରେ ନଭେମ୍ବର ୧୯ ତାରିଖରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ୍ ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀ କରିଛନ୍ତି । ୨୦୨୩ ମାର୍ଚ୍ଚ ୧୦ରେ ପ୍ରଧାନମନ୍ତ୍ରୀ ଆଲବାନିଜଙ୍କ ଭାରତ ଗସ୍ତ ଅବସରରେ ନୂଆଦିଲ୍ଲୀ ଠାରେ ପ୍ରଥମ ବାର୍ଷିକ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।