Prime Minister's meeting with the Prime Minister of Bhutan
February 18th, 07:40 pm
Prime Minister met with Prime Minister of Bhutan His Excellency Tshering Tobgay who is visiting India to attend the India-AI Impact Summit 2026.Joint Press Release on the State Visit to Bhutan by Prime Minister of India
November 12th, 10:00 am
At the invitation of His Majesty Jigme Khesar Namgyel Wangchuck, the King of Bhutan, PM Modi undertook a two-day State Visit to Bhutan from 11–12 November 2025. During the visit, the PM joined the 70th Birth Anniversary celebrations of His Majesty the Fourth Druk Gyalpo, participated in the ongoing Global Peace Prayer Festival, inaugurated the 1020 MW Punatsangchhu-II Hydroelectric Project and witnessed the signing of several agreements and MoUs between India and Bhutan.ପ୍ରଧାନମନ୍ତ୍ରୀ ଭୂଟାନର ଚତୁର୍ଥ ରାଜାଙ୍କୁ ସାକ୍ଷାତ ସହ ବିଶ୍ୱ ଶାନ୍ତି ପ୍ରାର୍ଥନା ଉତ୍ସବରେ ଅଂଶଗ୍ରହଣ କଲେ
November 12th, 09:54 am
ଥିମ୍ପୁଠାରେ ଚାଲିଥିବା ବିଶ୍ୱ ଶାନ୍ତି ପ୍ରାର୍ଥନା ମହୋତ୍ସବର ଅଂଶବିଶେଷ ସ୍ୱରୂପ ଚାଙ୍ଗ୍ଲିମିଥାଙ୍ଗ ଷ୍ଟାଡିୟମରେ ଆୟୋଜିତ କାଳଚକ୍ର ଦୀକ୍ଷା ସମାରୋହରେ ପ୍ରଧାନମନ୍ତ୍ରୀ, ମହାମହିମ, ଭୂଟାନର ରାଜା, ମହାମହିମ ଭୁଟାନର ଚତୁର୍ଥ ରାଜା ଏବଂ ଭୂଟାନର ପ୍ରଧାନମନ୍ତ୍ରୀଙ୍କ ସହ ଯୋଗ ଦେଇଥିଲେ। ଏହି ପ୍ରାର୍ଥନାର ଅଧ୍ୟକ୍ଷତା କରିଥିଲେ ଭୂଟାନର ମୁଖ୍ୟ ମହାମହିମ ଜେ ଖେନପୋ।ଭୂଟାନର ରାଜାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
November 11th, 06:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଥିମ୍ପୁଠାରେ ଭୂଟାନର ମହାମହିମ ରାଜା ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ ସ୍ୱାଗତ କରିଛନ୍ତି। ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୁଇ ନେତା ମତ ବିନିମୟ କରିଥିଲେ। ପାରସ୍ପରିକ ସ୍ୱାର୍ଥ ସମ୍ବଳିତ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗ ଉପରେ ମଧ୍ୟ ସେମାନେ ଆଲୋଚନା କରିଥିଲେ। ଦିଲ୍ଲୀ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ମହାମାନ୍ୟ ସମବେଦନା ଜଣାଇଥିଲେ।ଭୂଟାନ ରାଜାଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 11th, 12:00 pm
କିନ୍ତୁ ମୁଁ ଆଜି ଏଠାକୁ ବ୍ୟଥିତ ହୃଦୟରେ ଆସିଛି । କାଲି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ଭୟାବହ ଘଟଣା ସମସ୍ତଙ୍କ ମନକୁ ବ୍ୟଥିତ କରିଦେଇଛି । ମୁଁ ଅପୂରଣୀୟ କ୍ଷତିର ସମ୍ମୁଖୀନ ହୋଇଥିବା ପୀଡ଼ିତ ପରିବାରଙ୍କ ଦୁଃଖ ବୁଝିପାରୁଛି । ଆଜି ସମଗ୍ର ଦେଶ ସେମାନଙ୍କ ସହ ସହାୟତା ପାଇଁ ଛିଡ଼ା ହୋଇଛି ।ଭୂଟାନର ଚତୁର୍ଥ ରାଜାଙ୍କ ୭୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
November 11th, 11:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂଟାନର ଥିମ୍ପୁର ଚାଙ୍ଗଲିମେଥାଙ୍ଗ ସେଲିବ୍ରେସନ୍ ଗ୍ରାଉଣ୍ଡରେ ଏକ ସମାବେଶରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ଭୁଟାନର ରାଜା, ମହାମହିମ ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ୍ ଏବଂ ଚତୁର୍ଥ ରାଜା, ମହାମହିମ ଜିଗମେ ସିଙ୍ଗୟେ ୱାଙ୍ଗଚୁକ୍ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ରାଜପରିବାରର ସମ୍ମାନିତ ସଦସ୍ୟ, ଭୂଟାନର ପ୍ରଧାନମନ୍ତ୍ରୀ, ମହାମହିମ ଶ୍ରୀଯୁକ୍ତ ଶେରିଂ ତୋବଗେ ଏବଂ ଉପସ୍ଥିତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନର ସହିତ ସ୍ୱାଗତ କରିଥିଲେ।ଭୁଟାନର ରାଜା ଓ ରାଣୀଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
December 05th, 03:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଭୁଟାନର ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକ୍ ଏବଂ ଭୁଟାନର ରାଣୀ ଜେତ୍ସୁନ୍ ପେମା ୱାଙ୍ଗ୍ଚୁକ୍ଙ୍କୁ ସ୍ୱାଗତ କରିଛନ୍ତି । ପ୍ରଧାନମନ୍ତ୍ରୀ ମହାରାଜାଙ୍କୁ ଶୁଭେଚ୍ଛା ଜଣାଇବା ସହ ମାର୍ଚ୍ଚ ୨୦୨୪ରେ ତାଙ୍କର ଗସ୍ତ ସମୟରେ ସରକାର ଏବଂ ଭୁଟାନର ଲୋକମାନେ ଦେଇଥିବା ଭବ୍ୟ ଆତିଥ୍ୟକୁ ମନେ ପକାଇଥିଲେ ।ଗୟାଲ୍ତ୍ସୁଏନ୍ ଜେଟ୍ସନ୍ ପେମା ଓ୍ବାଙ୍ଗ୍ଚୁକ୍ ମାତୃ ଏବଂ ଶିଶୁ ଡାକ୍ତରଖାନା ଉଦ୍ଘାଟିତ
March 23rd, 08:58 am
ଭାରତ ସରକାରଙ୍କ ସହାୟତାରେ ଥିମ୍ପୁରେ ନିର୍ମିତ ହୋଇଥିବା ଗୟାଲ୍ତ୍ସୁଏନ୍ ଜେଟ୍ସନ୍ ପେମା ଓ୍ବାଙ୍ଗ୍ଚୁକ୍ ମାତୃ ଏବଂ ଶିଶୁ ଡାକ୍ତରଖାନାକୁ ପ୍ରଧାନମନ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ଭୁଟାନ୍ ପ୍ରଧାନମନ୍ତ୍ରୀ ଶେରିଙ୍ଗ୍ ଟୋବ୍ଗେ ଉଦ୍ଘାଟନ କରିଛନ୍ତି।Joint Statement on the State Visit of Prime Minister of India to Bhutan
March 22nd, 07:18 pm
Over centuries, Bharat and Bhutan have enjoyed close bonds of friendship and cooperation anchored in mutual trust, goodwill and understanding. PM Modi said that our development partnership is a confluence of India’s approach of ‘Sabka Saath, Sabka Vikas, Sabka Vishwas’ and the philosophy of Gross National Happiness in Bhutan.Bilateral meeting of Prime Minister with Prime Minister of Bhutan and Exchange of MoUs
March 22nd, 06:30 pm
Prime Minister Narendra Modi met H.E. Tshering Tobgay, Prime Minister of Bhutan in Thimphu over a working lunch hosted in his honour. The Prime Minister thanked Prime Minister Tobgay for the exceptional public welcome accorded to him, with people greeting him all along the journey from Paro to Thimphu. The two leaders held discussions on various aspects of the multi- faceted bilateral relations and forged an understanding to further enhance cooperation in sectors such as renewable energy, agriculture, youth exchange, environment and forestry, and tourism.Joint Vision Statement on India - Bhutan Energy Partnership
March 22nd, 05:20 pm
India and Bhutan share an exemplary bilateral relationship characterized by trust, goodwill and mutual understanding at all levels. The two leaders noted the stellar contribution of clean energy partnership in the development of hydro-power sector of Bhutan, and in providing energy security to the regionPrime Minister conferred with the Order of the Druk Gyalpo
March 22nd, 03:39 pm
Prime Minister Narendra Modi was conferred the Order of the Druk Gyalpo, Bhutan’s highest civilian decoration, by His Majesty the King of Bhutan in a public ceremony at the Tendrelthang, Thimphu. Prime Minister Modi is the first foreign leader to be given this prestigious award. His Majesty the King of Bhutan had announced the conferment of the award during Bhutan’s 114th National Day celebrations held at the Tashichhodzong, Thimphu in December 2021.ଭୁଟାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
March 15th, 10:22 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀଠାରେ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ସେରିଂ ତୋଗବେଙ୍କୁ ସାକ୍ଷାତ କରିଛନ୍ତିଭୁଟାନ ରାଜା ଜିଗମେ ଖେସର ନାମଗେଲ୍ ୱାଙ୍ଗଚୁକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 06th, 11:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁଟାନ ରାଜା ଜିଗମେ ଖେସର ନାମଗେଲ୍ ୱାଙ୍ଗଚୁକଙ୍କୁ ଭାରତକୁ ସ୍ୱାଗତ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭୁଟାନ ରାଜା ମହାମହିମ ଜିଗ୍ମେ ଖେସାର ନାମଗ୍ୟାଲ ୱାଙ୍ଗଚୁକ
April 04th, 06:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭୁଟାନ ରାଜା ମହାମହିମ ଜିଗ୍ମେ ଖେସାର ନାମଗ୍ୟାଲ ୱାଙ୍ଗଚୁକଙ୍କୁ ଭେଟିଛନ୍ତି ।