୩୧ ମାର୍ଚ୍ଚରେ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 30th, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ମାର୍ଚ୍ଚ ୨୦୨୬ରେ ଗୁଜରାଟ ଗସ୍ତ କରିବେ । ସକାଳ ପ୍ରାୟ ୧୦ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧୀନଗରରେ ସମ୍ରାଟ ସମ୍ପ୍ରତି ସଂଗ୍ରହାଳୟର ଉଦ୍ଘାଟନ କରିବେ । ଏହି ଅବସରରେ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ । ପ୍ରାୟ ୧୨:୪୫ଟା ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ସାନନ୍ଦରେ କେୟନ୍ସ ସେମିକନ୍ ପ୍ଲାଣ୍ଟର ଉଦ୍ଘାଟନ କରିବେ ଏବଂ ଏକ ସାଧାରଣ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ପରେ, ପ୍ରଧାନମନ୍ତ୍ରୀ ଭାଭ-ଥରାଡ ଯାତ୍ରା କରିବେ, ଯେଉଁଠାରେ ଅପରାହ୍ନ ୪ଟା ସମୟରେ ସେ ୨୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ ଏବଂ ଲୋକାର୍ପଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।Uttar Pradesh is set to emerge as a major hub for the nation’s Semiconductor Ecosystem: PM Modi
February 21st, 05:30 pm
PM Modi participated in the groundbreaking ceremony of HCL-Foxconn Semiconductor Unit in Uttar Pradesh. Speaking via VC, he lauded the ceremony as a historic milestone in India’s journey toward becoming a global semiconductor hub. He remarked that India has accelerated its pace in 2026 and highlighted major milestones such as Viksit Bharat Young Leaders Dialogue, National Startup Day and India Energy Summit. The PM credited the Double-Engine Government for changing the identity of Uttar Pradesh.ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି ନରେନ୍ଦ୍ର ମୋଦୀ
February 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଗ୍ଲୋବାଲ୍ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ପରେ ଭାରତ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟର ହବ୍ ହେବା ଦିଗରେ ଯାତ୍ରାରେ ଏହି ସମାରୋହ ଏକ ଐତିହାସିକ ମାଇଲଖୁଣ୍ଟ।