ଭାରତର ସବୁଠାରୁ ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିଥିବାରୁ ବିଶ୍ୱ ନେତାମାନଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କରିଛନ୍ତି ଶ୍ରୀ ନରେନ୍ଦ୍ର ମୋଦୀ

June 10th, 02:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସବୁଠାରୁ ଦୀର୍ଘକାଳୀନ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିଥିବାରୁ ବିଶ୍ୱର ବିଭିନ୍ନ ରାଷ୍ଟ୍ର ଏବଂ ସରକାର ମୁଖ୍ୟଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଲାଭ କରିଛନ୍ତି।

ଡେନମାର୍କର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ସୁଶ୍ରୀ ମେଟେ ଫ୍ରେଡେରିକସେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

June 03rd, 06:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କ୍ରମାଗତ ତୃତୀୟ ଥର ପାଇଁ ଡେନମାର୍କର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଆଜି ସୁଶ୍ରୀ ମେଟେ ଫ୍ରେଡେରିକ୍ସନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।