ଶକ୍ତି କ୍ଷେତ୍ରର ସିଇଓମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
January 28th, 09:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଲୋକ କଲ୍ୟାଣ ମାର୍ଗ ସ୍ଥିତ ତାଙ୍କ ବାସଭବନରେ ଭାରତ ଶକ୍ତି ସପ୍ତାହ (ଆଇ. ଇ. ଡବ୍ଲ୍ୟୁ.) ୨୦୨୬ର ଅଂଶବିଶେଷ ସ୍ୱରୂପ ବିଶ୍ୱ ଶକ୍ତି କ୍ଷେତ୍ରର ସି. ଇ. ଓ. ମାନଙ୍କ ସହ ଆଲୋଚନା କରିଥିଲେ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 27th, 10:15 am
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ , ଗୋଆର ମୁଖ୍ୟମନ୍ତ୍ରୀ, ଅନ୍ୟ ମନ୍ତ୍ରୀଗଣ , ରାଷ୍ଟ୍ରଦୂତ, ସିଇଓ, ସମ୍ମାନିତ ଅତିଥି ଏବଂ ଅନ୍ୟ ସମସ୍ତ ମାନ୍ୟଗଣ୍ୟବ୍ୟକ୍ତି , ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 27th, 10:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଭାରତ ଶକ୍ତି ସପ୍ତାହ-୨୦୨୬’ର ଉଦଘାଟନ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, ଶକ୍ତି ସପ୍ତାହର ଏହି ନୂତନ ସଂସ୍କରଣରେ ପ୍ରାୟ ୧୨୫ଟି ଦେଶର ପ୍ରତିନିଧି ଗୋଆରେ ଏକତ୍ରିତ ହୋଇଛନ୍ତି। ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରି ପ୍ରତିନିଧିମାନେ ଶକ୍ତି-ସୁରକ୍ଷା ଏବଂ ସ୍ଥାୟୀ ଭବିଷ୍ୟତ ବିଷୟରେ ଆଲୋଚନା କରିବା ପାଇଁ ଭାରତ ଆସିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି।India is driving not only its own growth but also the world's growth: PM Modi at India Energy Week
February 11th, 11:37 am
At India Energy Week, PM Modi highlighted India's energy ambitions based on resources, innovation, economic strength, strategic geography and sustainability. He emphasised India's rapid progress in renewables, biofuels and green energy, policy reforms and investment opportunities, reaffirming the country's commitment to driving global growth and energy transformation.ଭାରତ ଶକ୍ତି ସପ୍ତାହ ୨୦୨୫ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
February 11th, 09:55 am
ଏକବିଂଶ ଶତାବ୍ଦୀ ଭାରତର ବୋଲି ବିଶ୍ୱବ୍ୟାପୀ ବିଶେଷଜ୍ଞମାନେ କହୁଥିବା ଦର୍ଶାଇ ଶ୍ରୀ ମୋଦୀ କହିଥିଲେ, ଭାରତ କେବଳ ଏହାର ଅଭିବୃଦ୍ଧି ନୁହେଁ ବରଂ ବିଶ୍ୱର ଅଭିବୃଦ୍ଧିକୁ ମଧ୍ୟ ତ୍ୱରାନ୍ୱିତ କରୁଛି ଏବଂ ଶକ୍ତି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ଭାରତର ଶକ୍ତି ଆକାଂକ୍ଷା ପାଞ୍ଚଟି ସ୍ତମ୍ଭ ଉପରେ ନିର୍ମିତ: ସମ୍ବଳର ଉପଯୋଗ, ମେଧାବୀ ମାନସିକତା ମଧ୍ୟରେ ଉଦ୍ଭାବନକୁ ପ୍ରୋତ୍ସାହିତ କରିବା, ଅର୍ଥନୈତିକ ଶକ୍ତି ଏବଂ ରାଜନୈତିକ ସ୍ଥିରତା, ରଣନୈତିକ ଭୌଗୋଳିକ ଶକ୍ତି ବାଣିଜ୍ୟକୁ ଆକର୍ଷଣୀୟ ଏବଂ ସହଜ କରିବା ତଥା ବିଶ୍ୱସ୍ଥାୟୀତ୍ବ ପ୍ରତି ପ୍ରତିବଦ୍ଧତା । ଏହି କାରଣଗୁଡ଼ିକ ଭାରତର ଶକ୍ତି କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି କରୁଛି ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ।ଏନର୍ଜୀ ସେକ୍ଟରର ପ୍ରମୁଖ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
February 06th, 09:34 pm
ଗୋଆରେ ଇଣ୍ଡିଆ ଏନର୍ଜୀ ସପ୍ତାହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶକ୍ତି କ୍ଷେତ୍ରର ପ୍ରମୁଖ ସିଇଓମାନଙ୍କ ସହ ଆଜି ଆଲୋଚନା କରିଛନ୍ତି ।India is emphasizing the development of environmentally conscious energy sources to enhance our energy mix: PM Modi
February 06th, 12:00 pm
PM Modi inaugurated India Energy Week 2024 in Goa. India is the world's third largest energy, oil and LPG consumer. Furthermore, he said India is the fourth largest LNG importer and refiner along with the fourth largest mobile market.ଭାରତ ଶକ୍ତି ସପ୍ତାହ ୨୦୨୪ କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
February 06th, 11:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆରେ ଭାରତୀୟ ଶକ୍ତି ସପ୍ତାହ ୨୦୨୪କୁ ଉଦଘାଟନ କରିଛନ୍ତି । ଇଣ୍ଡିଆ ଏନର୍ଜି ସପ୍ତାହ ୨୦୨୪ ହେଉଛି ଭାରତର ସର୍ବବୃହତ ଏବଂ ଏକମାତ୍ର ସର୍ବବ୍ୟାପୀ ଶକ୍ତି ପ୍ରଦର୍ଶନୀ ଏବଂ ସମ୍ମିଳନୀ, ଯାହା ଭାରତର ଶକ୍ତି ପରିବର୍ତ୍ତନ ଲକ୍ଷ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ସମଗ୍ର ଶକ୍ତି ମୂଲ୍ୟ ଶୃଙ୍ଖଳାକୁ ଏକାଠି କରିଥାଏ । ପ୍ରଧାନମନ୍ତ୍ରୀ ଗ୍ଲୋବାଲ ତୈଳ ଓ ଗ୍ୟାସ ସିଇଓ ଏବଂ ବିଶେଷଜ୍ଞମାନଙ୍କ ସହ ଏକ ରାଉଣ୍ଡ ଟେବୁଲ ବୈଠକ ମଧ୍ୟ କରିଥିଲେ ।ପ୍ରଧାନମନ୍ତ୍ରୀ ଫେବୃଆରୀ ୬ ରେ ଗୋଆ ଗସ୍ତ କରିବେ
February 05th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୬, ୨୦୨୪ରେ ଗୋଆ ଗସ୍ତ କରିବେ । ସକାଳ ପ୍ରାୟ ୧୦.୩୦ ରେ ପ୍ରଧାନମନ୍ତ୍ରୀ ଓଏନଜିସି ସି ସର୍ଭାଇଭଲ ସେଣ୍ଟରକୁ ଉଦଘାଟନ କରିବେ । ସକାଳ ପ୍ରାୟ ୧୦ଟା ୪୫ରେ ସେ ଇଣ୍ଡିଆ ଏନର୍ଜି ସପ୍ତାହ ୨୦୨୪ କୁ ଉଦଘାଟନ କରିବେ । ଏହାପରେ ଅପରାହ୍ନ ପ୍ରାୟ ୨ଟା ୪୫ରେ ସେ ବିକଶିତ ଭାରତ, ବିକଶିତ ଗୋଆ ୨୦୪୭ କାର୍ଯ୍ୟକ୍ରମରେ ଯୋଗଦେବେ।କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଭାରତ ଉର୍ଜ୍ଜା ସପ୍ତାହ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 06th, 11:50 am
ବର୍ତମାନ ତୁର୍କୀରେ ଆସିଥିବା ବିନାଶକାରୀ ଭୂକମ୍ପ ଉପରେ ଆମ ସମସ୍ତଙ୍କର ଦୃଷ୍ଟି ଲାଗି ରହିଛି । ବହୁତ ଲୋକମାନଙ୍କର ଦୁଃଖଦ ମୃତ୍ୟୁ ଏବଂ ବହୁତ କ୍ଷୟକ୍ଷତିର ଖବର ରହିଛି । ତୁର୍କୀର ଆଖପାଖ ଦେଶଗୁଡ଼ିକରେ ମଧ୍ୟ କ୍ଷୟକ୍ଷତିର ଆଶଙ୍କା ରହିଛି । ଭାରତର 140କୋଟି ଲୋକମାନଙ୍କର ସମ୍ବେଦନା, ସମସ୍ତ ଭୂକମ୍ପ ପୀଡ଼ିତମାନଙ୍କ ସହିତ ରହିଛି । ଭାରତ ଭୂକମ୍ପ ପୀଡ଼ିତମାନଙ୍କୁ ସମସ୍ତ ଯଥାସାଧ୍ୟ ସାହାଯ୍ୟ କରିବା ପାଇଁ ତତ୍ପର ରହିଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବେଙ୍ଗାଲୁରୁ ଠାରେ ଭାରତ ଶକ୍ତି ସପ୍ତାହ ୨୦୨୩ ଉଦଘାଟିତ
February 06th, 11:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୬-୦୨-୨୦୨୩) ବେଙ୍ଗାଲୁରୁ ଠାରେ ଭାରତୀୟ ଶକ୍ତି ସପ୍ତାହ (ଆଇଇଡବ୍ଲୁ)ର ଉଦଘାଟନ କରିଛନ୍ତି । ଭାରତୀୟ ତୈଳ ସଂସ୍ଥାର ପଦକ୍ଷେପ ‘ଅନବଟଲଡ’ ସ୍ୱରୂପ ପ୍ରଧାନମନ୍ତ୍ରୀ ପୋଷାକ ଉନ୍ମୋଚନ କରିଛନ୍ତି । ଏହି ପୋଷାକଗୁଡ଼ିକ ପିଇଟି ବଟଲ ପୁନଃପ୍ରକ୍ରିୟାକରଣ ଜରିଆରେ ହୋଇଛି । ସେ ମଧ୍ୟ ଭାରତୀୟ ତୈଳ ସଂସ୍ଥାର ଇନଡୋର ସୋଲାର କୁକିଂ ସିଷ୍ଟମ ଅନ୍ତର୍ଗତ ଟୁଇନ କୁକଟପ୍ ମଡେଲ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ଏହାର ବାଣିଜି୍ୟକ ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରିଛନ୍ତି ।