ନିର୍ବାଚନ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଅଲ୍ଲୀ ଏବଂ ପ୍ରସପରଟି ପାର୍ଟିକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 23rd, 08:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଥିଓପିଆର ସଂସଦୀୟ ନିର୍ବାଚନରେ ନିର୍ଣ୍ଣାୟକ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଅଲ୍ଲୀ ଏବଂ ପ୍ରସପରଟି ପାର୍ଟିକୁ ଅଭିନନ୍ଦନ ଜଣାଇଥିଲେ।