2030 ପଥେ : ଏକ ମିଳିତ ଭାରତ-ୟୁରୋପୀୟ ସଂଘ ବିସ୍ତୃତ ରଣନୈତିକ ଏଜେଣ୍ଡା
January 27th, 06:48 pm
27 ଜାନୁୟାରୀ 2026 ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଷୋଡଶ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଅନୁମୋଦିତ ମିଳିତ ଭାରତ-ୟୁରୋପୀୟ ସଂଘ ବ୍ୟାପକ ରଣନୀତିକ ଏଜେଣ୍ଡାର ଉଦ୍ଦେଶ୍ୟ ହେଉଛି ଉଭୟ ଅଂଶୀଦାର ଏବଂ ବ୍ୟାପକ ବିଶ୍ୱ ପାଇଁ ପାରସ୍ପରିକ ଲାଭଦାୟକ, ଦୃଢ଼ ଏବଂ ପରିବର୍ତ୍ତନଶୀଳ ଫଳାଫଳ ପ୍ରଦାନ କରିବା ପାଇଁ ୟୁରୋପୀୟ ସଂଘ-ଭାରତ ସହଯୋଗକୁ ବିସ୍ତାର, ଗଭୀର ଏବଂ ଉନ୍ନତ ସମନ୍ୱୟ ମାଧ୍ୟମରେ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ।ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଏବଂ ୟୁରୋପୀୟ ଆୟୋଗ ଅଧ୍ୟକ୍ଷଙ୍କ ଭାରତ ଗସ୍ତ ଏବଂ 16ତମ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀ ଉପରେ ଭାରତ-ୟୁରୋପୀୟ ସଂଘ ମିଳିତ ବିବୃତ୍ତି
January 27th, 06:15 pm
ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗର ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର୍ ଲିଏନ୍ ଭାରତର 77ତମ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଭାରତ ଗସ୍ତରେ ଆସିଛନ୍ତି । ଏହି ଗସ୍ତ ସମୟରେ ନେତାମାନେ ଐତିହାସିକ ଭାରତ-ୟୁରୋପୀୟ ସଂଘ ଏଫଟିଏ ଉପରେ ଆଲୋଚନାର ସଫଳ ସମାପ୍ତିକୁ ପ୍ରଶଂସା କରିଥିଲେ ଏବଂ 2030 ପଥେ: ଭାରତ-ୟୁରୋପୀୟ ସଂଘ ମିଳିତ ବିସ୍ତୃତ ରଣନୀତିକ ଏଜେଣ୍ଡା ଗ୍ରହଣ କରିଥିଲେ ।ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେୟେନଙ୍କ ସହିତ ଟେଲିଫୋନ୍ ଯୋଗେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 04th, 06:27 pm
ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ଶକ୍ତି ଭାବେ ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ବିଶ୍ୱାସ, ସହଭାଗୀ ମୂଲ୍ୟବୋଧ ଏବଂ ଭବିଷ୍ୟତ ପାଇଁ ଏକ ସାଧାରଣ ଦୃଷ୍ଟିକୋଣ ଆଧାରରେ ଏକ ସୁଦୃଢ଼ ଏବଂ ଘନିଷ୍ଠ ସମ୍ପର୍କ ରହିଛି। ବୈଶ୍ୱିକ ପ୍ରସଙ୍ଗଗୁଡ଼ିକର ମିଳିତ ସମାଧାନ, ସ୍ଥିରତା ବୃଦ୍ଧି ଏବଂ ପାରସ୍ପରିକ ସମୃଦ୍ଧି ପାଇଁ ନିୟମ ଆଧାରିତ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବାରେ ଭାରତ-ୟୁରୋପୀୟ ସଂଘ ରଣନୈତିକ ଭାଗିଦାରୀର ଭୂମିକା ଉପରେ ନେତାମାନେ ରେଖାଙ୍କିତ କରିଥିଲେ।15th India-EU (Virtual) Summit: Opening Remarks By Prime Minister Sh. Narendra Modi
July 15th, 04:29 pm
PM Modi addressed the 15th India-EU summit via a video conference and said that the partnership of India and the European Union is vital for global peace and stability. He said, “During the time of COVID-19 crisis, India-EU partnership can play an important role in economic reconstruction and in building a human-centric globalisation.