Prime Minister’s meeting with Prime Minister of Finland on the margins of the 3rd India-Nordic Summit
May 19th, 06:42 pm
PM Modi met with Finland PM Petteri Orpo on the sidelines of the 3rd India-Nordic Summit in Oslo and held discussions. The two leaders emphasized the importance of strengthening collaboration between industry, research institutions and academia. They also welcomed the steady growth in bilateral trade in goods and services and reaffirmed their commitment to doubling existing bilateral trade by 2030.Prime Minister attends Raisina Dialogue 2026
March 05th, 08:31 pm
PM Modi today attended the Raisina Dialogue 2026 in New Delhi. In a post on X, the PM said he listened to the insightful address by Finland President Alexander Stubb, in which he covered a wide range of subjects.ଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 05th, 11:55 am
ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଭାବରେ ରାଷ୍ଟ୍ରପତି ଷ୍ଟବ୍ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିଥିବାରୁ ମୁଁ ତାଙ୍କୁ ସ୍ୱାଗତ କରୁଛି। ରାଷ୍ଟ୍ରପତି ଷ୍ଟବ୍ କେବଳ ଜଣେ ପ୍ରସିଦ୍ଧ ବିଶ୍ୱ ନେତା ନୁହଁନ୍ତି ବରଂ ଜଣେ ସମ୍ମାନିତ ଚିନ୍ତାନାୟକ ଏବଂ ଲେଖକ ମଧ୍ୟ।ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକଜାଣ୍ଡାର ଷ୍ଟବଙ୍କ ଭାରତ ଗସ୍ତକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
March 04th, 12:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଗସ୍ତରେ ଆସିଥିବା ଫିନଲ୍ୟାଣ୍ଡ ଗଣତନ୍ତ୍ରର ରାଷ୍ଟ୍ରପତି ଶ୍ରୀ ଆଲେକଜାଣ୍ଡାର ଷ୍ଟବଙ୍କୁ ସ୍ୱାଗତ କରିଛନ୍ତି।