Diplomatic Advisor to President of France meets the Prime Minister
January 13th, 10:52 pm
Diplomatic Advisor to President of France, Mr. Emmanuel Bonne met the Prime Minister, Shri Narendra Modi today in New Delhi.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
August 21st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଇମାନୁଏଲ ମାକ୍ରୋଁଙ୍କ ଠାରୁ ଏକ ଫୋନ୍ କଲ୍ ପାଇ ତାଙ୍କ ସହିତ କଥା ହୋଇଛନ୍ତି।Prime Minister interacts with President of France at G7 summit
June 18th, 02:57 pm
The Prime Minister Shri Narendra Modi interacted with the President of France, H.E Mr. Emmanuel Macron at the 51st G7 Summit at Kananaskis, Canada on 17th June 2025. Exchanging perspectives on a wide range of issues, both leaders affirmed that India and France will keep working closely for the betterment of our planet.ଭାରତର ପ୍ରଧାନମନ୍ତ୍ରୀ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ମାଜାରଗ୍ୟୁସ୍ ଯୁଦ୍ଧ ସମାଧିସ୍ଥଳ ପରିଦର୍ଶନ କରିଛନ୍ତି
February 12th, 04:57 pm
12.01.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି ସକାଳେ ମାର୍ସିଲିର ମାଜାରଗ୍ୟୁସ୍ ଯୁଦ୍ଧ ସମାଧି ସ୍ଥଳ ପରିଦର୍ଶନ କରିଥିଲେ ଓ ପ୍ରଥମ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ପ୍ରାଣ ହରାଇଥିବା ଭାରତୀୟ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଉଭୟ ନେତା ମୃତକଙ୍କ ବଳିଦାନକୁ ସମ୍ମାନ ଜଣାଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
November 19th, 05:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲର ରିଓ ଡି ଜେନେରିଓରେ ଜି-୨୦ ଶିଖର ସମ୍ମିଳନୀରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନଙ୍କୁ ସାକ୍ଷାତ କରିଛନ୍ତି । ଜାନୁଆରୀରେ ଗଣତନ୍ତ୍ର ଦିବସ ସମାରୋହର ମୁଖ୍ୟ ଅତିଥି ଭାବରେ ରାଷ୍ଟ୍ରପତି ମାକ୍ରୋନ୍ଙ୍କ ଭାରତ ଗସ୍ତ ପରେ ଏବଂ ଜୁନ୍ ମାସରେ ଇଟାଲୀରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀ ପରେ, ଚଳିତ ବର୍ଷ ଦୁଇ ନେତାଙ୍କ ମଧ୍ୟରେ ଏହା ତୃତୀୟ ବୈଠକ ଥିଲା ।