Bharat Innovates is becoming a bridge between Indian talent and European capital: PM Modi in Nice, France
June 14th, 04:36 pm
PM Modi and French President Emmanuel Macron jointly inaugurated Bharat Innovates 2026 in Nice, France. Addressing a gathering, PM Modi highlighted India’s deep-tech revolution and the transformative potential of AI, satellite technology, advanced manufacturing and clean energy. He called for trusted, inclusive and human-centric innovation, while reaffirming India’s vision of becoming a global innovation hub.ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
June 14th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି ନାଇସ୍ ସହରସ୍ଥିତ ପାଲାଇସ୍ ଡେସ୍ ଏକ୍ସପୋଜିସନ୍ସରେ ମିଳିତ ଭାବରେ ଭାରତ ଇନୋଭେଟ୍ସ ୨୦୨୬ର ଉଦଘାଟନ କରିଛନ୍ତି। ଏହି ତିନି ଦିନିଆ କାର୍ଯ୍ୟକ୍ରମ ଭାରତର ଡିପ୍-ଟେକ୍ ଷ୍ଟାର୍ଟ-ଅପ୍ସ, ନବସୃଜନକାରୀ, ଗବେଷକ ଏବଂ ନିବେଶକମାନଙ୍କୁ ବିଶ୍ୱ ନବସୃଜନ ପାଣ୍ଠି ଏବଂ ଅନ୍ତର୍ଜାତୀୟ ସଂସ୍ଥାମାନଙ୍କ ସହ ଯୋଡ଼ିବାକୁ ଲକ୍ଷ୍ୟ ରଖିଛି। ଏହା ବିଶ୍ୱ ସ୍ତରରେ ଭାରତର ଅଗ୍ରଣୀ ଡିପ୍-ଟେକ୍ର ପ୍ରଦର୍ଶନ କରିଥାଏ ତଥା ୧୩ ଗୁରୁତ୍ବପୂର୍ଣ୍ଣ ପ୍ରଯୁକ୍ତି କ୍ଷେତ୍ରରେ ୧୨୦ ଉନ୍ନତ ଷ୍ଟାର୍ଟଅପ୍, ୨୦ରୁ ଅଧିକ ଉତ୍କର୍ଷ ପ୍ରତିଷ୍ଠାନର ଉପସ୍ଥାପିତ କରିଥାଏ। ବିଶ୍ୱର ୩୫୦ରୁ ଅଧିକ ଶ୍ରେଷ୍ଠ ନିବେଶକ ଏବଂ ଭେଞ୍ଚର କ୍ୟାପିଟାଲିଷ୍ଟ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଛନ୍ତି।ଫଳାଫଳ ତାଲିକା: ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ
February 17th, 07:00 pm
ଭାରତ-ଫ୍ରାନ୍ସ ସମ୍ପର୍କକୁ ‘ବିଶେଷ ବିଶ୍ୱ ରଣନୈତିକ ସହଭାଗୀତା’ ସ୍ତରକୁ ଉନ୍ନୀତ କରିବାଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
February 12th, 03:24 pm
ଭାରତ-ଫ୍ରାନ୍ସ ରଣନୈତିକ ଭାଗିଦାରୀର ସମସ୍ତ ଦିଗ ଉପରେ ଆଲୋଚନା ହୋଇଥିଲା। ଉଭୟ ନେତା ପ୍ରତିରକ୍ଷା, ବେସାମରିକ ପରମାଣୁ ଶକ୍ତି ଏବଂ ମହାକାଶ ଭଳି ରଣନୈତିକ କ୍ଷେତ୍ରରେ ସହଯୋଗର ସମୀକ୍ଷା କରିଥିଲେ। ପ୍ରଯୁକ୍ତି ବିଦ୍ୟା ଏବଂ ଉଦ୍ଭାବନ କ୍ଷେତ୍ରରେ ସହଯୋଗକୁ ସୁଦୃଢ଼ କରିବା ଉପରେ ମଧ୍ୟ ସେମାନେ ଆଲୋଚନା କରିଥିଲେ । ନିକଟରେ ଶେଷ ହୋଇଥିବା ଏଆଇ ଆକ୍ସନ ଶିଖର ସମ୍ମିଳନୀ ଏବଂ ୨୦୨୬ରେ ଭାରତ-ଫ୍ରାନ୍ସ ଇନୋଭେସନ ବର୍ଷ ପରିପ୍ରେକ୍ଷୀରେ ଭାଗିଦାରୀର ଏହି କ୍ଷେତ୍ର ଗୁରୁତ୍ୱପୂର୍ଣ୍ଣ । ଉଭୟ ନେତା ବାଣିଜ୍ୟ ଓ ପୁଞ୍ଜିନିବେଶ ସମ୍ପର୍କ ବୃଦ୍ଧି ପାଇଁ ଆହ୍ୱାନ ଦେବା ସହ ଏ ସଂକ୍ରାନ୍ତରେ ୧୪ତମ ଭାରତ-ଫ୍ରାନ୍ସ ସିଇଓ ଫୋରମର ରିପୋର୍ଟକୁ ସ୍ୱାଗତ କରିଛନ୍ତି।ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ ଗସ୍ତ
February 12th, 03:20 pm
କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଉପରେ ଭାରତ-ଫ୍ରାନ୍ସ ଘୋଷଣାପତ୍ର