Our relationship carries the permanence of platinum and the shine of silver: PM Modi at India-Germany CEOs Forum
January 12th, 01:35 pm
Addressing the India-Germany CEOs Forum, PM Modi remarked that the partnership between the two countries is a seamless one, built on shared values and mutual trust. The PM highlighted several important decisions taken, such as deeper cooperation in strategic sectors, critical and emerging technologies, and AI. He invited German precision and innovation to connect with India’s scale and speed.ଜର୍ମାନୀର ଚାନ୍ସେଲର ଫ୍ରେଡରିକ୍ ମର୍ଜଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତ୍ତି
January 12th, 12:49 pm
ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ଆଜି ଭାରତରେ ଚାନସେଲର ମର୍ଜଙ୍କୁ ସ୍ୱାଗତ କରିବା ମୋ ପାଇଁ ଏକ ବିଶେଷ ଆନନ୍ଦର ମୁହୂର୍ତ୍ତ। ଏହା ଏକ ସୁଖଦ ସଂଯୋଗ ଯେ, ସ୍ୱାମୀ ବିବେକାନନ୍ଦ ଭାରତ ଏବଂ ଜର୍ମାନୀ ମଧ୍ୟରେ ଦର୍ଶନ, ଜ୍ଞାନ ଏବଂ ଆତ୍ମଚେତନାର ଏକ ସେତୁ ନିର୍ମାଣ କରିଥିଲେ। ଆଜି ଚାନସେଲର ମର୍ଜଙ୍କ ଗସ୍ତ ସେହି ସେତୁକୁ ନୂତନ ଶକ୍ତି, ନୂତନ ଆତ୍ମବିଶ୍ୱାସ ଏବଂ ନୂତନ ପରିସୀମା ପ୍ରଦାନ କରୁଛି। ଏହା କେବଳ ଭାରତ ନୁହେଁ ବରଂ ଏସିଆକୁ ଚାନ୍ସେଲର ଭାବରେ ତାଙ୍କର ପ୍ରଥମ ଗସ୍ତ। ଭାରତ ସହିତ ନିବିଡ଼ ସମ୍ପର୍କକୁ ସେ କେତେ ମାତ୍ରାରେ ଗୁରୁତ୍ୱ ଦିଅନ୍ତି ଏହା ତା’ର ଏକ ବଳିଷ୍ଠ ପ୍ରମାଣ। ମୁଁ ତାଙ୍କର ବ୍ୟକ୍ତିଗତ ଧ୍ୟାନ ଓ ପ୍ରତିବଦ୍ଧତା ପାଇଁ ତାଙ୍କୁ ଧନ୍ୟବାଦ ଜଣାଉଛି। ଭାରତ ଜର୍ମାନୀ ସହିତ ବନ୍ଧୁତା ଏବଂ ସହଭାଗୀତାକୁ ଆହୁରି ମଜଭୁତ କରିବା ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରତିବଦ୍ଧ। ଗୁଜୁରାଟରେ, ଆମେ କହୁଛୁ, ଆଭକାରୋ ମିଠୋ ଆପଜେ ରେ, ଅର୍ଥାତ୍, ସ୍ନେହ ଓ ଆତ୍ମୀୟତା ସହିତ ସ୍ୱାଗତ। ଏହି ଭାବନା ସହିତ, ଆମେ ଭାରତରେ ଚାନସେଲର ମର୍ଜଙ୍କୁ ସହୃଦୟତାର ସହିତ ସ୍ୱାଗତ କରୁଛୁ।ପ୍ରଧାନମନ୍ତ୍ରୀ ଜାନୁଆରୀ ୧୨ରେ ଅହମ୍ମଦାବାଦଠାରେ ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ
January 09th, 12:05 pm
ପ୍ରଧାନମନ୍ତ୍ରୀ ଆସନ୍ତା ଜାନୁଆରୀ ୧୨, ଅହମ୍ମଦାବାଦଠାରେ ଜର୍ମାନୀର ଫେଡେରାଲ ଚାନ୍ସେଲର ମହାମହିମ ଶ୍ରୀ ଫ୍ରେଡରିଚ୍ ମର୍ଜଙ୍କୁ ଭେଟିବେ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜର୍ମାନୀ ବିଦେଶ ମନ୍ତ୍ରୀ
September 03rd, 08:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଜର୍ମାନୀର ବିଦେଶ ମନ୍ତ୍ରୀ ଜୋହାନ ୱାଡେଫୁଲଙ୍କୁ ଭେଟିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ‘ଭାରତ ଏବଂ ଜର୍ମାନୀ ନିଜ ରଣନୈତିକ ସହଭାଗିତାର ୨୫ ବର୍ଷ ପୂର୍ତ୍ତି ଉତ୍ସବ ମନାଉଛନ୍ତି । ଜୀବନ୍ତ ଲୋକତନ୍ତ୍ର ଏବଂ ଅଗ୍ରଣୀ ଅର୍ଥବ୍ୟବସ୍ଥା ରୂପରେ ଆମେ, ବ୍ୟାପାର, ପ୍ରାଦ୍ୟୋଗିକୀ, ନାବାଚାର, ସ୍ଥିରତା, ବିନିର୍ମାଣ ଏବଂ ଗତିଶୀଳତାରେ ପରସ୍ପର ଲାଭପ୍ରଦ ସହଯୋଗ କୁ ବୃଦ୍ଧି କରିବାର ଅପାର ସମ୍ଭାବନା ଦେଖୁଛୁ’ ।Prime Minister meets Chancellor of Germany on the sidelines of G7 Summit
June 17th, 11:58 pm
PM Modi met German Chancellor Friedrich Merz on the sidelines of the G7 Summit in Canada, their first meeting since Merz took office in May 2025. Both the leaders agreed to deepen the India-Germany Strategic Partnership, marking 25 years, with focus on trade, defence, green energy, tech, innovation and mobility.