ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଆଇସଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
May 19th, 06:44 pm
ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଓସଲୋରେ ଆଇସଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ କ୍ରିଷ୍ଟର୍ଣ୍ଣ ଫ୍ରଷ୍ଟଡୋଟିରଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ।ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଫିନଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
May 19th, 06:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୯ ମଇ ୨୦୨୬ରେ ଓସଲୋରେ ଅନୁଷ୍ଠିତ ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଫିନଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟେରି ଓର୍ପୋଙ୍କ ସହ ସାକ୍ଷାତ୍ କରିଥିଲେ।ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଡେନମାର୍କର କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
May 19th, 06:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡେନମାର୍କର କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ମେଟ୍ ଫ୍ରେଡ୍ରିକସେନଙ୍କ ସହ ସାକ୍ଷାତ୍ କରିଛନ୍ତି। ଆଜି ଓସଲୋରେ ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଉଭୟ ନେତା ଦ୍ୱିପାକ୍ଷିକ ସହଯୋଗ ସମୀକ୍ଷା କରିଛନ୍ତି ଏବଂ ମିଳିତ କାର୍ଯ୍ୟସୂଚୀରେ ହାସଲ ହୋଇଥିବା ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଛନ୍ତି। ଉଭୟ ନେତା ଭାରତ-ଡେନମାର୍କ ସବୁଜ ରଣନୈତିକ ସହଭାଗୀତାରେ ହୋଇଥିବା ଅଗ୍ରଗତିକୁ ସ୍ୱାଗତ କରିଛନ୍ତି ଯାହା ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସହଯୋଗକୁ ପ୍ରାଥମିକତା ଦିଏ ଏବଂ ଉଭୟ ଦେଶରେ ସବୁଜ ପରିବର୍ତ୍ତନକୁ ସହାୟତା କରିବା ପାଇଁ ପ୍ରୟାସକୁ ଏକତ୍ରିତ କରିଥାଏ।ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
May 19th, 04:25 pm
ଆଜି ତୃତୀୟ ଭାରତ-ନର୍ଡିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ସର୍ବପ୍ରଥମେ, ମୁଁ ଏହି ଶିଖର ସମ୍ମିଳନୀ ଆୟୋଜନ କରିବା ପାଇଁ ନରୱେର ପ୍ରଧାନମନ୍ତ୍ରୀଙ୍କୁ ସହୃଦୟରୁ ଧନ୍ୟବାଦ ଜଣାଉଛି। ଏଠାରେ ଉପସ୍ଥିତ ସମସ୍ତ ନର୍ଡିକ ନେତାମାନଙ୍କୁ ମଧ୍ୟ ମୁଁ ସ୍ୱାଗତ କରୁଛି।ନରୱେରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
May 18th, 01:00 pm
ପ୍ରଧାନମନ୍ତ୍ରୀ ମୋଦୀ ଏକ ଐତିହାସିକ ଗସ୍ତରେ ନରୱେର ଓସଲୋରେ ପହଞ୍ଚିଛନ୍ତି, ଯାହା ଚାରି ଦଶନ୍ଧିରୁ ଅଧିକ ସମୟ ମଧ୍ୟରେ ଭାରତରୁ ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ନରୱେ ଗସ୍ତକୁ ଚିହ୍ନିତ କରିଛି। ସେଠାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଜୋନାସ୍ ଗହର ଷ୍ଟୋର ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ।Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy
May 15th, 07:56 am
PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)
May 11th, 09:00 pm
ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।India – Finland Joint Statement on the State Visit of President of the Republic of Finland
March 05th, 08:03 pm
At the invitation of PM Modi, Finland President Alexander Stubb is on a State Visit to India from 4-7 March 2026. They held wide-ranging discussions during a bilateral meeting. The two leaders affirmed the deep and enduring friendship between India and Finland, built on a foundation of mutual respect and the values of democracy and rule of law, as well as commitment to global peace, security and international law.ଡେନ୍ମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
April 15th, 06:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡରିକ୍ସନ ଆଜି ଟେଲିଫୋନରେ କଥା ହୋଇଛନ୍ତି । ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ସମେତ ବିଶ୍ୱସ୍ତରୀୟ ବିକାଶର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି ।ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକର ପ୍ରେସ ବିଜ୍ଞପ୍ତି
May 04th, 10:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ ମସିହା ମଇ ୪ ତାରିଖରେ କୋପେନହାଗେନରେ ଅନୁଷ୍ଠିତ ଦ୍ୱିତୀୟ ଭାରତ-ନର୍ଡିକ ସମ୍ମିଳନୀରୁ ଫେରୁଥିବା ସମୟରେ ସରକାରୀ ଗସ୍ତରେ ଫ୍ରାନ୍ସ ଯାଇଥିଲେ ।ଦ୍ବିତୀୟ ଭାରତ ନୋର୍ଡିକ୍ ଶିଖର ସମ୍ମିଳନୀ
May 04th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ବିତୀୟ ଭାରତ-ନୋର୍ଡିକ ଶିଖର ସମ୍ମିଳନୀରେ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫେଡିରିକ୍ସେନ, ଆଇସଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ କାଟରିନା ଜାକୋବ୍ସଡୋଟିର, ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ ଗହର ଷ୍ଟୋର, ସ୍ବିଡେନର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଣ୍ଡେଲିନା ଏଣ୍ଡରସନ ଏବଂ ଫିନଲାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ ସନା ମାରିନଙ୍କ ସହିତ ଭାଗ ନେଇଛନ୍ତି।Prime Minister’s meeting with Prime Minister of Finland
May 04th, 04:33 pm
Prime Minister Narendra Modi met PM Sanna Marin of Finland, in Copenhagen on the sidelines of the 2nd India-Nordic Summit. Both leaders noted that areas like sustainability, digitalization and cooperation in science and education were important pillars of the bilateral partnership.ଆଇସଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
May 04th, 03:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଇଣ୍ଡିଆ-ନର୍ଡିକ ଶିଖର ସମ୍ମିଳନୀ ଅବସରରେ କୋପେନହାଗେନ ଠାରେ ଆଇସଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ କାତ୍ରିନ ଜାକୋବ୍ସଦତ୍ତିରଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି ।ସ୍ୱିଡେନ୍ର ପ୍ରଧାନମନ୍ତ୍ରୀଙ୍କ ସହିତ ଭାରତର ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
May 04th, 02:28 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱିଡେନ୍ର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ମ୍ୟାଗଡାଲେନା ଆଣ୍ଡରସନ୍ଙ୍କୁ କୋପେନହାଗେନ୍ ଠାରେ ଦ୍ୱିତୀୟ ଭାରତ – ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ସାକ୍ଷାତ କରିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା ।ନରୱେର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
May 04th, 02:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋପେନହେଗେନ ଠାରେ ନରୱେର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ଦ୍ୱିତୀୟ ଭାରତ ନର୍ଡିକ୍ ଶିଖର ସମ୍ମିଳନୀରେ ସାକ୍ଷାତ କରିଛନ୍ତି । ଅକ୍ଟୋବର ୨୦୨୧ ରେ ପ୍ରଧାନମନ୍ତ୍ରୀ ଷ୍ଟୋରଙ୍କ ଦ୍ୱାରା ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା ।ଡେନମାର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତ୍ତି
May 03rd, 07:11 pm
ମାନ୍ୟବର ପ୍ରଧାନମନ୍ତ୍ରୀ, ମୋତେ ଏବଂ ମୋର ପ୍ରତିନିଧୀଙ୍କୁ ଡେନମାର୍କରେ ଏକ ଭବ୍ୟ ସ୍ୱାଗତ ପାଇଁ ଆୟୋଜନ କରିଥିବାରୁ ଆପଣଙ୍କୁ ଏବଂ ଆପଣଙ୍କ ଦଳକୁ ଧନ୍ୟବାଦ । ତୁମର ସୁନ୍ଦର ଦେଶକୁ ଏହା ମୋର ପ୍ରଥମ ଗସ୍ତ । ଗତ ବର୍ଷ ଅକ୍ଟୋବରରେ, ମୁଁ ଆପଣଙ୍କୁ ଭାରତରେ ସ୍ୱାଗତ କରିବାର ସୁଯୋଗ ପାଇଥିଲି । ଏହି ଦୁଇ ଗସ୍ତ ସହିତ, ଆମେ ଆମର ସମ୍ପର୍କରେ ଘନିଷ୍ଠତା ଏବଂ ଗତିଶୀଳତା ଆଣିବାରେ ସକ୍ଷମ ହୋଇଛୁ । ଆମର ଦୁଇ ଦେଶ କେବଳ ଗଣତନ୍ତ୍ରର ମୂଲ୍ୟବୋଧ, ଅଭିବ୍ୟକ୍ତିର ସ୍ୱାଧୀନତା ଏବଂ ଆଇନର ନିୟମ ସେୟାର କରି ନାହାଁନ୍ତି ବରଂ ଆମର ଉଭୟଙ୍କର ମଧ୍ୟ ଅନେକ ସମ୍ମାନଜନକ ଶକ୍ତି ଅଛି ।ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାଳରେ ବିନିମୟ ହୋଇଥିବା ବୁଝାମଣା/ରାଜିନାମାର ତାଲିକା
October 09th, 03:54 pm
ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାଳରେ ବିନିମୟ ହୋଇଥିବା ବୁଝାମଣା/ରାଜିନାମାର ତାଲିକାଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନଙ୍କ ସହିତ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 09th, 01:38 pm
କରୋନା ମହାମାରୀ ଆରମ୍ଭ ହେବା ପୂର୍ବରୁ, ହାଇଦ୍ରାବାଦ ହାଉସ ନିୟମିତ ଭାବେ ସରକାରୀ ମୁଖ୍ୟ ଏବଂ ରାଷ୍ଟ୍ରମୁଖ୍ୟମାନଙ୍କୁ ସ୍ବାଗତ କରିବାର ସାକ୍ଷୀ ରହିଆସିଛି। ବିଗତ ୧୮-୨୦ ମାସ ଧରି ଏହି ଧାରା ବନ୍ଦ ରହିଥିଲା। ମୁଁ ଖୁସି ଯେ ଏହି ଧାରା ପୁଣି ନୂଆ କରି ଆରମ୍ଭ ହୋଇଛି। ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଯାତ୍ରାରୁ ଏହି ଧାରା ଆରମ୍ଭ ହେବା ଖୁସିର ବିଷୟ।ଭାରତ ଓ ନର୍ଡିକ ରାଷ୍ଟ୍ରସମୂହର ଶିଖର ସମ୍ମିଳନୀରେ ମିଳିତ ପ୍ରେସ ବିବୃତି
April 18th, 12:57 pm
ଷ୍ଟକହୋମଠାରେ ଆଜି ସ୍ୱିଡେନ ପ୍ରଧାନମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ଏକ ଶିଖର ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଡେନମାର୍କର ପ୍ରଧାନମନ୍ତ୍ରୀ ଲାର୍ସ ଲୋକେ ରାସମୁସେନ, ଫିନଲାଣ୍ଡ ପ୍ରଧାନମନ୍ତ୍ରୀ ଜୁହା ସିପିଲା, ଆଇସଲାଣ୍ଡ ପ୍ରଧାନମନ୍ତ୍ରୀ କାଟ୍ରିନ ଜାକବ୍ସଡୋଟିର, ନରୱେ ପ୍ରଧାନମନ୍ତ୍ରୀ ଏର୍ଣ୍ଣା ସୋଲବର୍ଗ ଏବଂ ସ୍ୱିଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୱେନ ଯୋଗ ଦେଇଥିଲେ ।Visit of Prime Minister of India to Sweden (16-17 April 2018)
April 17th, 11:12 pm
During PM Modi's visit, India and Sweden hosted an India-Nordic Summit, entitled ‘India-Nordic Summit : Shared Values, Mutual Prosperity’. Prime Ministers of Denmark, Finland, Iceland and Norway attended the Summit. India has substantial economic ties with Nordic countries. Annual India-Nordic trade is about $5.3 billion. The cumulative Nordic FDI into India has been $2.5 billion.