ଭାରତ ସହାୟତାରେ ଶ୍ରୀଲଙ୍କାରେ ନିର୍ମିତ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
April 06th, 12:09 pm
06.04.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀଲଙ୍କାର ରାଷ୍ଟ୍ରପତି ମହାମହିମ ଅନୁରା କୁମାର ଦିଶାନାୟକଙ୍କ ସହ ଆଜି ଅନୁରାଧାପୁରରେ ଭାରତ ସହାୟତାରେ ନିର୍ମିତ ଦୁଇଟି ରେଳ ପ୍ରକଳ୍ପର ଉଦଘାଟନ କରିବା ସହିତ ସମାରୋହରେ ଅଂଶଗ୍ରହଣ କରିଥିଲେ ।ଜୟା ଶ୍ରୀ ମହାବୋଧି ମନ୍ଦିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
April 06th, 11:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ଅନୁରା କୁମାରା ଦିଶାନାୟକେଙ୍କ ସହ ଅନୁରାଧାପୁରସ୍ଥିତ ପବିତ୍ର ଜୟା ଶ୍ରୀ ମହାବୋଧି ମନ୍ଦିର ପରିଦର୍ଶନ କରିବା ସହ ପୂଜନୀୟ ମହାବୋଧି ବୃକ୍ଷର ପୂଜାର୍ଚ୍ଚନା କରିଛନ୍ତି ।