PM Modi and Prime Minister of the United Kingdom meet with Indian and UK business leaders

July 24th, 07:38 pm

PM Modi and the UK PM Starmer met with business leaders from India and the UK. Interacting with the business leaders, they encouraged them to realise the full potential of opportunities flowing from the CETA for deepening trade, investment and innovation partnerships. Both leaders reaffirmed their commitment to supporting businesses and deepen the bonds of economic cooperation.

ଭାରତ-ବ୍ରିଟେନ ଭିଜନ ୨୦୩୫

July 24th, 07:12 pm

ଲଣ୍ଡନରେ ୨୪ ଜୁଲାଇରେ ଭାରତ ଓ ବ୍ରିଟେନ କର୍ତୃପକ୍ଷଙ୍କ ଭିତରେ ସାକ୍ଷାତ ଆଲୋଚନା ବେଳେ ପ୍ରକାଶ ପାଇଛି ଭାରତ-ବ୍ରିଟେନ ଭିଜନ ୨୦୩୫ । ଏହି ଆକାଂକ୍ଷିତ ଓ ସୁଦୂରପ୍ରସାରୀ ଚୁକ୍ତିନାମା ଦୁଇ ଦେଶ ଭିତରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୂତ କରିବ । ବିଶ୍ୱର ଦ୍ରୁତ ପରିବର୍ତନ ସମୟରେ ଏହି ଚୁକ୍ତିନାମା ଦୁଇ ଦେଶକୁ ସମୃଦ୍ଧ ଓ ବିକାଶ ପଥରେ ଅଗ୍ରସର କରାଇବ ।

ଯୁକ୍ତରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 24th, 04:20 pm

ସର୍ବପ୍ରଥମେ, ମୁଁ ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କୁ ତାଙ୍କର ଭବ୍ୟ ସ୍ୱାଗତ ପାଇଁ ଆନ୍ତରିକତାର ସହିତ କୃତଜ୍ଞତା ଜ୍ଞାପନ କରୁଛି । ଆଜି ହେଉଛି ଆମ ସମ୍ପର୍କର ଏକ ଐତିହାସିକ ଦିନ । ମୁଁ ଅତ୍ୟନ୍ତ ଖୁସି ଯେ ଅନେକ ବର୍ଷର ପରିଶ୍ରମ ପରେ, ଆଜି ଦୁଇ ଦେଶ ମଧ୍ୟରେ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତିନାମା ସମ୍ପନ୍ନ ହୋଇଛି ।

ଯୁକ୍ତରାଜ୍ୟର ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସହ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 24th, 04:00 pm

ଏହି ସ୍ୱାଗତ ପାଇଁ, ଏହି ଭବ୍ୟ ସମ୍ମାନ ପାଇଁ ମୁଁ ଆପଣଙ୍କ ପ୍ରତି ହୃଦୟର ଗଭୀରତାରୁ ବହୁତ କୃତଜ୍ଞତା ପ୍ରକାଶ କରୁଛି । ଆଜି ଆମେ ଚେକର୍ସରେ ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛେ। ଉଭୟ ଭାରତ ଏବଂ ଯୁକ୍ତରାଜ୍ୟ ଏକାଠି ଏକ ନୂତନ ଇତିହାସର ମୂଳଦୁଆ ସ୍ଥାପନ କରୁଛନ୍ତି।

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

July 24th, 03:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନକୁ ତାଙ୍କର ସରକାରୀ ଗସ୍ତ କାଳରେ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ସମ୍ମାନନୀୟ ସାର୍ କୀର୍‍ ଷ୍ଟାରମରଙ୍କୁ ଭେଟିଛନ୍ତି। ବକିଂହାମଶାୟରର ଚେକର୍ସସ୍ଥିତ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଷ୍ଟାରମର ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଦୁଇ ନେତା ଦ୍ୱିପାକ୍ଷିକ ବୈଠକ କରିବା ସହିତ ପ୍ରତିନିଧିମଣ୍ଡଳୀ ସ୍ତରୀୟ ଆଲୋଚନା କରିଥିଲେ।

PM Modi arrives in London, United Kingdom

July 24th, 12:15 pm

Prime Minister Narendra Modi arrived in United Kingdom a short while ago. In United Kingdom, PM Modi will hold discussions with UK PM Starmer on India-UK bilateral relations and will also review the progress of the Comprehensive Strategic Partnership.

ପ୍ରଧାନମନ୍ତ୍ରୀଙ୍କ ବ୍ରିଟେନ ଓ ମାଳଦ୍ୱୀପ ଗସ୍ତ (ଜୁଲାଇ 23 - 26, 2025)

July 20th, 10:49 pm

ପ୍ରଧାନମନ୍ତ୍ରୀ ମୋଦୀ ଜୁଲାଇ 23 ରୁ 26 ମଧ୍ୟରେ ବ୍ରିଟେନ ଏବଂ ମାଳଦ୍ୱୀପ ଗସ୍ତରେ ଯିବେ । ସେ ପିଏମ ଷ୍ଟାରମରଙ୍କ ସହ ବ୍ୟାପକ ଆଲୋଚନା କରିବେ ଏବଂ ସେମାନେ ସିଏସପିର ଅଗ୍ରଗତି ର ସମୀକ୍ଷା କରିବେ । ଆସନ୍ତା 26 ତାରିଖରେ ମାଳଦ୍ୱୀପର ସ୍ୱାଧୀନତାର 60ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ସେ ମାଳଦ୍ୱୀପର ରାଷ୍ଟ୍ରପତି ମୁଇଜୁଙ୍କୁ ଭେଟିବେ ଏବଂ ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ଆଲୋଚନା କରିବେ ।