Prime Minister receives telephone call from Prime Minister of the United Kingdom
July 31st, 07:28 pm
In a telephone conversation with UK PM Andy Burnham, PM Modi congratulated him on assuming office. The two leaders discussed ways to further strengthen the India-UK Comprehensive Strategic Partnership and agreed to deepen cooperation across priority areas. They also exchanged views on issues of mutual interest and welcomed the recent entry into force of the India-UK CETA.ଜି-୭ ଶିଖର ସମ୍ମିଳନୀ ଅବସରରେ ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ବୈଠକ
June 17th, 12:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଆନ୍ରେ ଆୟୋଜିତ ଜି-୭ ଶିଖର ସମ୍ମିଳନୀ ଅବସରରେ ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ସାର୍ କିର୍ ଷ୍ଟାର୍ମରଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ।ଭାରତ-ବ୍ରିଟେନ ସି.ଇ.ଓ. ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 04:41 pm
ବର୍ଷ ବର୍ଷ ଧରି ଆପଣ ସମସ୍ତ ବ୍ୟବସାୟୀ ନେତୃବର୍ଗଙ୍କ ନିରନ୍ତର ପ୍ରୟାସ ଦ୍ୱାରା, ଏହି ମଞ୍ଚ ଭାରତ-ବ୍ରିଟେନ ରଣନୈତିକ ଭାଗିଦାରୀର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଠିଆ ହୋଇଛି। ବର୍ତ୍ତମାନ ଆପଣଙ୍କ ମତାମତ ଶୁଣିବା ଦ୍ୱାରା ମୋର ବିଶ୍ୱାସ ଗଭୀର ହୋଇଛି ଯେ, ଆମେ ସ୍ୱାଭାବିକ ଅଂଶୀଦାର ଭାବରେ ଆହୁରି ଦ୍ରୁତ ଗତିରେ ଆଗକୁ ବଢିବୁ। ଆଉ ଏଥିପାଇଁ ମୁଁ ଆପଣ ସମସ୍ତଙ୍କୁ ଅଭିବାଦନ ଜଣାଉଛି।ଭାରତ-ବ୍ରିଟେନ ମିଳିତ ବିବୃତ୍ତି
October 09th, 03:24 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ବ୍ରିଟେନର ପ୍ରଧାନମନ୍ତ୍ରୀ ସାର୍ କୀର ଷ୍ଟାରମର ୮ ଓ ୯ ଅକ୍ଟୋବର, ୨୦୨୫ରେ ଭାରତ ଆସିଥିଲେ । ତାଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଆସିଥିଲେ, ଯେଉଁଥିରେ ବ୍ୟବସାୟ ଓ ବାଣିଜ୍ୟ ରାଷ୍ଟ୍ର ସଚିବ ତଥା ବାଣିଜ୍ୟ ବୋର୍ଡର ଅଧ୍ୟକ୍ଷ ସାଂସଦ ମାନ୍ୟବର ପିଟର କାଇଲ, ସ୍କଟଲ୍ୟାଣ୍ଡ ରାଷ୍ଟ୍ର ସଚିବ ତଥା ସାଂସଦ ମାନ୍ୟବର ଡଗ୍ଲସ୍ ଆଲେକଜାଣ୍ଡର, ନିବେଶ ମନ୍ତ୍ରୀ ଶ୍ରୀ ଜେସନ ଷ୍ଟକ୍ଉଡଙ୍କ ସହ ୧୨୫ ଜଣ ପ୍ରମୁଖ ସିଇଓ, ଉଦ୍ୟୋଗୀ, ବିଶ୍ୱବିଦ୍ୟାଳୟର କୁଳପତି ଓ ସାଂସ୍କୃତିକ ନେତୃବୃନ୍ଦ ଯୋଗ ଦେଇଥିଲେ। ଏହି ଗସ୍ତ ସମୟରେ ଭାରତ ଓ ବ୍ରିଟେନ ମଧ୍ୟରେ ଦ୍ୱିପକ୍ଷୀୟ ସମ୍ପର୍କ ସୁଦୃଢ଼ କରିବା, ବାଣିଜ୍ୟ, ନିବେଶ ଓ ଶିକ୍ଷା କ୍ଷେତ୍ରରେ ସହଯୋଗ ବୃଦ୍ଧି କରିବା ସହିତ ସାଂସ୍କୃତିକ ଆଦାନପ୍ରଦାନ ବିଷୟରେ ଆଲୋଚନା ହୋଇଥିଲା।