ପିପିପି ମୋଡ୍ରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ
May 13th, 03:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି କେନ୍ଦ୍ର କ୍ୟାବିନେଟ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ) ଦ୍ୱାରା ଏମଆଇଏଲ୍ (ଏମଆଇଏଚଏଏନ୍ ଇଣ୍ଡିଆ ଲିମିଟେଡ)କୁ ଲିଜ୍ ଦିଆଯାଇଥିବା ଜମିର ଲିଜ୍ ଅବଧି ୦୬.୦୮.୨୦୩୯ ପରେ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି। ଏହା ଦ୍ଵାରା ଏମଆଇଏଲ୍ ନାଗପୁର ବିମାନବନ୍ଦରକୁ ବାଣିଜ୍ୟିକ ପରିଚାଳନା ତାରିଖ (ସିଓଡି) ଠାରୁ ୩୦ ବର୍ଷ ପାଇଁ ରିହାତିଦାତା, ଅର୍ଥାତ୍ ଜିଏମଆର୍ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡ (ଜିଏନଆଇଏଏଲ୍)କୁ ଲାଇସେନ୍ସ ଦେଇପାରିବ।Cabinet Approves Ambitious IndiaAI Mission to Strengthen the AI Innovation Ecosystem
March 07th, 08:40 pm
In furtherance to the vision of Making AI in India and Making AI Work for India, the Cabinet chaired by the Prime Minister Shri Narendra Modi has approved the comprehensive national-level IndiaAI mission with a budget outlay of Rs.10,371.92 crore.