ଲୋକପ୍ରିୟ ଗାୟିକା ସୁମନ କଲ୍ୟାଣପୁରଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

June 01st, 12:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକପ୍ରିୟ ଗାୟିକା ଶ୍ରୀମତୀ ସୁମନ କଲ୍ୟାଣପୁରଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

Prime Minister extends greetings to the people of Maharashtra on Maharashtra Day

May 01st, 09:14 am

Prime Minister Shri Narendra Modi today extended his best wishes to the people of Maharashtra on the occasion of Maharashtra Day.

କୋରିଆ ଯୁକ୍ତରାଜ୍ୟର ରାଷ୍ଟ୍ରପତିଙ୍କ ସହିତ ମିଳିତ ପ୍ରେସ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

April 20th, 01:05 pm

ରାଷ୍ଟ୍ରପତି ଲୀଙ୍କୁ ତାଙ୍କର ପ୍ରଥମ ଭାରତ ଗସ୍ତ ଅବସରରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି। ରାଷ୍ଟ୍ରପତି ଲୀଙ୍କ ଜୀବନ ସଂଘର୍ଷ, ସେବା ଓ ସମର୍ପଣର ଏକ ପ୍ରେରଣାଦାୟୀ ଉଦାହରଣ। ପ୍ରତ୍ୟେକ ଆହ୍ୱାନ ତାଙ୍କ ମନରେ ଜନସେବା ପ୍ରତି ସଂକଳ୍ପକୁ ଆହୁରି ସୁଦୃଢ କରିଛି। ଯଦିଓ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ, କିନ୍ତୁ ଭାରତ ପ୍ରତି ତାଙ୍କର ଗଭୀର ଆତ୍ମୀୟତା ଆମର ପ୍ରଥମ ସାକ୍ଷାତରୁ ହିଁ ସ୍ପଷ୍ଟ ହୋଇଛି।

ଥିରୁ ରଜନୀକାନ୍ତ ଜୀଙ୍କୁ ତାଙ୍କ ୭୫ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 12th, 08:59 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥିରୁ ରଜନୀକାନ୍ତ ଜୀଙ୍କୁ ତାଙ୍କ ୭୫ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଖ୍ୟାତ ଅଭିନେତା ଶ୍ରୀ ଧର୍ମେନ୍ଦ୍ରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

November 24th, 03:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଖ୍ୟାତ ଅଭିନେତା ଶ୍ରୀ ଧର୍ମେନ୍ଦ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ ଶ୍ରୀ ଧର୍ମେନ୍ଦ୍ରଙ୍କ ବିୟୋଗକୁ ଭାରତୀୟ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ଭାବେ ବର୍ଣ୍ଣନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ବିଶ୍ୱ ଚଳଚ୍ଚିତ୍ର ଜଗତରେ ଗୌରବାନ୍ୱିତ ୫୦ ବର୍ଷ ପୂରଣ କରିଥିବାରୁ ଥିରୁ ରଜନୀକାନ୍ତ ଜୀଙ୍କୁ ଅଭିନନ୍ଦନ ଜଣାଇଲେ

August 15th, 09:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ଚଳଚ୍ଚିତ୍ର ଜଗତରେ ଗୌରବାନ୍ୱିତ ୫୦ ବର୍ଷ ପୂରଣ କରିଥିବାରୁ ଥିରୁ ରଜନୀକାନ୍ତ ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

Mauritius is not just a partner country; For us, Mauritius is family: PM Modi

March 12th, 06:07 am

PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.

ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 11th, 07:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।