ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଲୋ ଇଣ୍ଡିଆ ସମ୍ଵାଦ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 27th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଲୋ ଇଣ୍ଡିଆ ମତବିନିମୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ।ଖେଲୋ ଇଣ୍ଡିଆ ମତ ବିନିମୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଂଶଗ୍ରହଣ
August 27th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଲୋ ଇଣ୍ଡିଆ ମତବିନିମୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ।ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଷ୍ଟ୍ରେଲିଆ ଗସ୍ତ
July 09th, 12:34 pm
ଏହା ପ୍ରଚଳିତ ସୁରକ୍ଷା ଉପରେ ମିଳିତ ଘୋଷଣା (୨୦୦୯)କୁ ନବୀକରଣ କରେ । ଏହା ସହଯୋଗର କ୍ଷେତ୍ର ଭାବରେ ବାହିନୀର ଆନ୍ତଃକାର୍ଯ୍ୟକ୍ଷମତା, କ୍ଷମତା ନିର୍ମାଣ, ସାମୁଦ୍ରିକ କ୍ଷେତ୍ର, ପ୍ରତିରକ୍ଷା ଶିଳ୍ପ ସହଯୋଗ, ସାଇବର ସୁରକ୍ଷା ଏବଂ ପ୍ରଯୁକ୍ତିବିଦ୍ୟା, ଆତଙ୍କବାଦ ବିରୋଧୀ, ଏଚଏଡିଆର ଏବଂ ୟୁଏନ୍ସିଏଲ୍ଓଏସ୍, ଏଏସ୍ଇଏଏନ, ପିଆଇଏଫ୍, ଆଇଓଆର୍ଏରେ ଏକୀକୃତ ଆଭିମୁଖ୍ୟକୁ ଚିହ୍ନଟ କରେ ।India-Indonesia Joint Statement on the State Visit by Prime Minister of India to Indonesia
July 07th, 05:15 pm
At the invitation of Indonesian President Prabowo Subianto, PM Modi is on a State Visit to Indonesia from 6-8 July 2026. PM Modi's visit reflects the shared commitment of the two leaders to achieve a substantial upward trajectory in the India-Indonesia Comprehensive Strategic Partnership. The two leaders held discussions at Istana Merdeka in Jakarta, covering the full spectrum of bilateral relations.Ending TMC’s Maha Jungle Raj and bringing BJP’s good governance is essential: PM Modi in Singur, West Bengal
January 18th, 03:35 pm
PM Modi addressed a massive public rally in Singur, Hooghly, where he said the overwhelming public enthusiasm reflected Bengal’s resolve for real poriborton and an end to 15 years of what he termed as Maha Jungle Raj. Calling upon the people to take a pledge for change, he led the crowd in the slogan, “Paltaano Dorkar… Chai BJP Shorkar.”PM Modi addresses a massive public rally in Singur, Hooghly, West Bengal
January 18th, 03:32 pm
PM Modi addressed a massive public rally in Singur, Hooghly, where he said the overwhelming public enthusiasm reflected Bengal’s resolve for real poriborton and an end to 15 years of what he termed as Maha Jungle Raj. Calling upon the people to take a pledge for change, he led the crowd in the slogan, “Paltaano Dorkar… Chai BJP Shorkar.”ଭାରତୀୟ ତଟରକ୍ଷୀ ଜାହାଜ (ଆଇସିଜିଏସ୍) ସମୁଦ୍ର ପ୍ରତାପର ଜଳାବତରଣକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
January 07th, 09:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ତଟରକ୍ଷୀ ଜାହାଜ (ଆଇସିଜିଏସ୍) ସମୁଦ୍ର ପ୍ରତାପ କାର୍ଯ୍ୟକ୍ଷମ ହେବା ଭାରତର ସାମୁଦ୍ରିକ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି କହି ପ୍ରଶଂସା କରିଛନ୍ତି। ସେ କହିଥିଲେ ଯେ, ଏହି ଉନ୍ନତ ଜାହାଜକୁ ସାମିଲ କରିବା ଅନେକ କାରଣରୁ ଉଲ୍ଲେଖନୀୟ।ଆଇଏନଏସ ବିକ୍ରାନ୍ତରେ ଦୀପାବଳି ପାଳନର ଝଲକ ଶେୟାର କଲେ ପ୍ରଧାନମନ୍ତ୍ରୀ ୨୧ ଅକ୍ଟୋବର ୨୦୨୫: ପିଆଇବି ଦିଲ୍ଲୀ
October 21st, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ନୌସେନା ସହିତ ଆଇଏନଏସ ବିକ୍ରାନ୍ତରେ ତାଙ୍କର ଦୀପାବଳି ଉତ୍ସବ ପାଳନର କିଛି ଝଲକ ଶେୟାର କରିଛନ୍ତି । ଏହାକୁ ଏକ ଉଲ୍ଲେଖନୀୟ ଦିନ, ଉଲ୍ଲେଖନୀୟ ମୁହୂର୍ତ୍ତ ଏବଂ ଉଲ୍ଲେଖନୀୟ ଦୃଶ୍ୟ ଉଲ୍ଲେଖ କରି ଶ୍ରୀ ମୋଦୀ କହିଛନ୍ତି ଯେ, ଗୋଟିଏ ପାର୍ଶ୍ଵରେ ବିଶାଳ ସମୁଦ୍ର ଏବଂ ଅନ୍ୟ ପାର୍ଶ୍ଵରେ ଭାରତ ମାତାର ସାହସୀ ସୈନିକମାନଙ୍କର ଅପାର ଶକ୍ତି । ସେ କହିଛନ୍ତି ଯେ, ଗୋଟିଏ ପାଖରେ ଅସୀମ ଦିଗନ୍ତ ଏବଂ ଅସୀମ ଆକାଶ ଦେଖାଯାଉଛି, ଅନ୍ୟ ପାର୍ଶ୍ଵରେ ଅସୀମ ଶକ୍ତିର ପ୍ରତୀକ ଆଇଏନଏସ ବିକ୍ରାନ୍ତର ବିଶାଳ ପରାକ୍ରମ ପ୍ରଦର୍ଶନ କରାଯାଉଛି । ପ୍ରଧାନମନ୍ତ୍ରୀ ଅବଲୋକନ କରିଥିଲେ ଯେ, ସମୁଦ୍ରରେ ସୂର୍ଯ୍ୟକିରଣର ଚମକ ଦୀପାବଳି ସମୟରେ ବୀର ସୈନିକମାନଙ୍କ ଦ୍ୱାରା ପ୍ରଜ୍ଜ୍ୱଳିତ ଦୀପ ସହିତ ସମାନ, ଯାହା ଆଲୋକର ଏକ ଦିବ୍ୟମାଳା ସୃଷ୍ଟି କରିଥାଏ । ସେ କହିଥିଲେ ଯେ, ଭାରତୀୟ ନୌସେନାର ସାହସୀ ସୈନିକମାନଙ୍କ ସହିତ ତାଙ୍କୁ ଦୀପାବଳି ପାଳନ କରିବାର ସୌଭାଗ୍ୟ ପ୍ରାପ୍ତ ହୋଇଛି ।ଆଇଏନଏସ ବିକ୍ରାନ୍ତରେ ସଶସ୍ତ୍ର ବାହିନୀ ସହିତ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 20th, 10:30 am
ଆଜି ଏକ ସୁନ୍ଦର ଦିନ, ଏହି ମୁହୂର୍ତ୍ତ ସ୍ମରଣୀୟ, ଏହି ଦୃଶ୍ୟ ଆଶ୍ଚର୍ଯ୍ୟଜନକ। ଆଜି ମୋର ଗୋଟିଏ ଦିଗରେ ଅଥଳ ସମୁଦ୍ରର ଜଳରାଶି ତ ଅନ୍ୟ ପଟେ ମା' ଭାରତୀର ବୀର ଯବାନମାନଙ୍କର ଅକଳନୀୟ ସାମର୍ଥ୍ୟ ରହିଛି । ଆଜି ମୋର ଗୋଟିଏ ପଟେ ଅନନ୍ତ କ୍ଷିତିଜ ବ୍ୟାପି ରହିଛି, ଅନନ୍ତ ଆକାଶ ରହିଛି, ତ ଅନ୍ୟ ପଟେ ଅନନ୍ତ ଶକ୍ତିକୁ ଧରି ରଖିଥିବା ଏହି ବିଶାଳ, ବିରାଟ ଆଇଏନଏସ ବିକ୍ରାନ୍ତ ରହିଛି । ସମୁଦ୍ରର ଜଳରାଶି ଉପରେ ସୂର୍ଯ୍ୟଙ୍କ କିରଣ ଏହି ଚମକ ଗୋଟିଏ ପଟେ ବୀର ଯବାନମାନଙ୍କ ଦ୍ୱାରା ଜଳା ଯାଇଥିବା ଦୀପାବଳିର ପ୍ରଦୀପମାଳା ରହିଛି । ଏହା ଆମର ଅଲୌକିକ ଦୀପମାଳାର ସମାହାର, ମୋର ସୌଭାଗ୍ୟ ଯେ ଏଥର ମୁଁ ନୌସେନାର ଆପଣମାନଙ୍କ ସମସ୍ତ ବୀର ଯବାନମାନଙ୍କ ଗହଣରେ ପବିତ୍ର ଦୀପାବଳି ପର୍ବ ପାଳନ କରୁଛି।ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ
October 20th, 10:00 am
ନୂଆଦିଲ୍ଲୀ,୨୧.୧୦.୨୦୨୫: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଏନଏସ ବିକ୍ରାନ୍ତରେ ଦୀପାବଳି ପାଳନ ସମୟରେ ସଶସ୍ତ୍ର ବାହିନୀର କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ଆଜିର ଏହି ଦିନକୁ ଏକ ସୁନ୍ଦର ଦିନ, ସୁନ୍ଦର ମୁହୂର୍ତ୍ତ ଏବଂ ଚମତ୍କାର ଦୃଶ୍ୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି, ଏକ ପାର୍ଶ୍ଵରେ ବିଶାଳ ସମୁଦ୍ର ଏବଂ ଅନ୍ୟପଟେ ଭାରତ ମାତାର ସାହସୀ ସୈନିକମାନଙ୍କର ଅପାର ଶକ୍ତି ରହିଛି। ସେହିପରି ଗୋଟିଏ ପାର୍ଶ୍ୱରେ ଅସୀମ ଦିଗନ୍ତ ଏବଂ ଅସୀମ ଆକାଶ ଥିବାବେଳେ, ଅନ୍ୟ ପାର୍ଶ୍ୱରେ ଆଇଏନଏସ ବିକ୍ରାନ୍ତର ବିଶାଳ ଶକ୍ତି ପ୍ରଦର୍ଶନ କରାଯାଉଛି, ଯାହା ଅସୀମ ଶକ୍ତିକୁ ମୂର୍ତ୍ତିମନ୍ତ କରୁଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମୁଦ୍ରରେ ସୂର୍ଯ୍ୟକିରଣର ଚମକ ଦୀପାବଳି ସମୟରେ ବୀର ସୈନିକମାନଙ୍କ ଦ୍ୱାରା ପ୍ରଜ୍ଜ୍ୱଳିତ ଦୀପ ସହିତ ସମାନ, ଯାହା ଆଲୋକର ଏକ ଦିବ୍ୟ ମାଳା ସୃଷ୍ଟି କରୁଛି। ଭାରତୀୟ ନୌସେନାର ସାହସୀ ସୈନିକଙ୍କ ମଧ୍ୟରେ ଏହି ଦୀପାବଳି ପାଳନ କରିବା ମୋର ସୌଭାଗ୍ୟ ବୋଲି ପ୍ରଧାନମନ୍ତ୍ରୀ ବର୍ଣ୍ଣନା କରିଛନ୍ତି।ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 12:30 pm
ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।ଫଳାଫଳ ତାଲିକା: ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ
August 05th, 04:31 pm
ଭାରତ ଏବଂ ଫିଲିପାଇନ୍ସ ମଧ୍ୟରେ ରଣନୈତିକ ସହଭାଗିତା ସ୍ଥାପନ ସମ୍ପର୍କରେ ଘୋଷଣାନାମାତାମିଲନାଡ଼ୁର ତୁତ-କୁଡ଼ିରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 26th, 08:16 pm
ତାମିଲନାଡ଼ୁର ରାଜ୍ୟପାଳ ଆର୍. ଏନ୍. ରବି ଜୀ, ମନ୍ତ୍ରିମଣ୍ଡଳରେସହଯୋଗୀ କିଞ୍ଜରାପୁ ରାମମୋହନ ନାଇଡୁ ଜୀ, ଡ. ଏଲ୍. ମୁରୁଗାନ ଜୀ, ତାମିଲନାଡ଼ୁର ମନ୍ତ୍ରୀ ଥଙ୍ଗମ ତେନ୍ନାରସୁ ଜୀ, ଡକ୍ଟର ଟି. ଆର୍. ବି. ରାଜା ଜୀ, ପି. ଗୀତା ଜୀବନ ଜୀ, ଅନିତା ଆର୍. ରାଧାକ୍ରିଷ୍ଣନ ଜୀ, ସାଂସଦ କାନିମୋଝିଜୀ, ତାମିଲନାଡ଼ୁ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ତଥା ଆମର ବିଧାୟକ ନୟନାର ନାଗେନ୍ଦ୍ରନ ଜୀ ଏବଂ ତାମିଲନାଡ଼ୁର ମୋର ଭାଇ ଓ ଭଉଣୀମାନେ!ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ
July 26th, 07:47 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ଏସବୁ ପ୍ରକଳ୍ପ ଦ୍ୱାରା ତାମିଲନାଡୁରେ ଆଂଚଳିକ ସଂଯୋଗୀକରଣ, ଲଜିଷ୍ଟିକ ଦକ୍ଷତା, ସ୍ୱଚ୍ଛ ଊର୍ଜ୍ଜା ଭିତ୍ତିଭୂମି ସହ ଅନେକ ଉନ୍ନତି ପରିଲକ୍ଷିତ ହେବ । କାରଗିଲ ବିଜୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଶର ଦିବଂଗତ ଜବାନମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଜ୍ଞଳି ଜଣାଇଥିଲେ ।From seafood to tourism and trade, India is building a new ecosystem along the coastal regions: PM Modi in Bhuj, Gujarat
May 26th, 05:00 pm
PM Modi launched multiple development projects in Bhuj, Gujarat. Emphasizing that Kutch has demonstrated the power of hope and relentless effort in achieving remarkable success, the PM recalled the devastating earthquake that once led many to doubt the region’s future. He cited Dhola Vira and Lothal as prime examples of India's rich heritage. He also highlighted the UNESCO recognised Smriti Van memorial.ଗୁଜରାଟର ଭୁଜରେ ୫୩,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 26th, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭୁଜରେ ୫୩,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ଗୁଡ଼ିଏ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ସହିତ ଦେଶକୁ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ସେ କଚ୍ଛର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ଏବଂ କ୍ରାନ୍ତିକାରୀ ତଥା ସହିଦମାନଙ୍କ, ବିଶେଷକରି ମହାନ ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ। ପ୍ରଧାନମନ୍ତ୍ରୀ କଚ୍ଛର ପୁଅ ଏବଂ ଝିଅମାନଙ୍କୁ ସେମାନଙ୍କର ଶୃଙ୍ଖଳା ଏବଂ ଅବଦାନକୁ ସ୍ୱୀକାର କରି ତାଙ୍କର ସମ୍ମାନ ଜଣାଇଥିଲେ।Our vision for the Global South will go beyond SAGAR-it will be MAHASAGAR: PM Modi
March 12th, 12:30 pm
During his visit to Mauritius, PM Modi emphasized the deep-rooted ties between the two nations, announcing an 'Enhanced Strategic Partnership' with PM Ramgoolam. India will assist in building a new Parliament, modernizing infrastructure, and strengthening security. With a focus on digital innovation, trade, and cultural ties, PM Modi reaffirmed India’s commitment to regional growth and cooperation.ପ୍ରତିଷ୍ଠା ଦିବସ ଅବସରରେ ଆଦର୍ଶ ସେବା ପାଇଁ ଭାରତୀୟ ତଟରକ୍ଷୀ ବାହିନୀର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
February 01st, 09:30 am
ଆମର ବିସ୍ତୃତ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳକୁ ସୁରକ୍ଷା ଦେବାରେ ସାହସିକତା, ଉତ୍ସର୍ଗୀକୃତତା ଏବଂ ନିରନ୍ତର ସଚେତନତା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ତଟରକ୍ଷୀ ବାହିନୀର ପ୍ରଶଂସା କରିଛନ୍ତି । ଭାରତୀୟ ତଟରକ୍ଷୀ ବାହିନୀର ପ୍ରତିଷ୍ଠା ଦିବସ ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, ସାମୁଦ୍ରିକ ସୁରକ୍ଷାରୁ ଆରମ୍ଭ କରି ବିପର୍ଯ୍ୟୟ ମୁକାବିଲା ପର୍ଯ୍ୟନ୍ତ, ଚୋରା ଚାଲାଣ ବିରୋଧୀ କାର୍ଯ୍ୟରୁ ଆରମ୍ଭ କରି ପରିବେଶ ସୁରକ୍ଷା ପର୍ଯ୍ୟନ୍ତ, ଭାରତୀୟ ତଟରକ୍ଷୀ ବାହିନୀ ଆମ ସମୁଦ୍ରର ଜଣେ ଅଭେଦ୍ୟ ରକ୍ଷକ, ଯିଏ ଆମର ଜଳ ଏବଂ ଲୋକମାନଙ୍କର ସୁରକ୍ଷା ସୁନିଶ୍ଚିତ କରୁଛନ୍ତି ।List of Outcomes: State visit of President of Indonesia to India (January 23-26, 2025)
January 25th, 08:54 pm
PM Modi and President Prabowo Subianto of Indonesia witnessed key outcomes during the state visit (January 23-26, 2025). Five MoUs were signed, including health cooperation, maritime safety, traditional medicine quality assurance, digital development, and a cultural exchange program (2025-28). Additionally, the 3rd India-Indonesia CEOs Forum presented its joint report to the leaders.Maharashtra will lead the vision of a ’Viksit Bharat’, and the BJP and Mahayuti are working with this commitment: PM in Panvel
November 14th, 02:50 pm
At rally in Panvel, PM Modi highlighted the region's rich marine resources and outlined government efforts to empower the coastal economy. He mentioned initiatives such as the introduction of modern boats and navigation systems, along with the PM Matsya Sampada Yojana, which provided thousands of crores in assistance to fishermen. The government also linked fish farmers to the Kisan Credit Card and launched schemes for the Mahadev Koli and Agari communities. He added that ₹450 crore was being invested to develop three new ports in Konkan, which would further boost fishermen's incomes and support the Blue Economy.