ଯୁକ୍ତରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 24th, 04:20 pm
ସର୍ବପ୍ରଥମେ, ମୁଁ ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କୁ ତାଙ୍କର ଭବ୍ୟ ସ୍ୱାଗତ ପାଇଁ ଆନ୍ତରିକତାର ସହିତ କୃତଜ୍ଞତା ଜ୍ଞାପନ କରୁଛି । ଆଜି ହେଉଛି ଆମ ସମ୍ପର୍କର ଏକ ଐତିହାସିକ ଦିନ । ମୁଁ ଅତ୍ୟନ୍ତ ଖୁସି ଯେ ଅନେକ ବର୍ଷର ପରିଶ୍ରମ ପରେ, ଆଜି ଦୁଇ ଦେଶ ମଧ୍ୟରେ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତିନାମା ସମ୍ପନ୍ନ ହୋଇଛି ।ପ୍ରଧାନମନ୍ତ୍ରୀ ବ୍ରାଜିଲରେ ଭାରତୀୟ ସମୁଦାୟ ଦ୍ୱାରା ଅଭୂତପୂର୍ବ ସମ୍ବର୍ଦ୍ଧନାକୁ ପ୍ରଶଂସା କଲେ
July 06th, 08:28 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାଜିଲରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ଦ୍ୱାରା ରିଓ ଡି ଜେନେରିଓରେ ଦିଆଯାଇଥିବା ଅଭୂତପୂର୍ବ ସମ୍ବର୍ଦ୍ଧନାକୁ ପ୍ରଶଂସା କରିଛନ୍ତି । ସେମାନେ କିପରି ଭାବେ ଭାରତୀୟ ସଂସ୍କୃତି ସହ ଯୋଡ଼ି ହୋଇ ରହିଛନ୍ତି ଏବଂ ଭାରତର ବିକାଶ ପ୍ରତି କେତେ ଭାବୁକ ତାହା ଦେଖି ଶ୍ରୀ ମୋଦୀ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ । ଶ୍ରୀ ମୋଦୀ ସ୍ୱାଗତ କାର୍ଯ୍ୟକ୍ରମର କିଛି ଝଲକ ସେୟାର କରିଛନ୍ତି ।India and Trinidad & Tobago share a relationship rooted in centuries-old bonds: PM Modi in Parliament of Trinidad & Tobago
July 04th, 09:30 pm
At the invitation of the President of the Senate, H.E. Wade Mark and the Speaker of the House, H.E. Jagdeo Singh, Prime Minister Shri Narendra Modi today addressed the Joint Assembly of the Parliament of Trinidad & Tobago [T&T]. He is the first Prime Minister from India to address the T&T Parliament and the occasion marked a milestone in India-Trinidad & Tobago bilateral relations.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିନିଦାଦ ଓ ଟୋବାଗୋ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କଲେ
July 04th, 09:00 pm
ସିନେଟ ପ୍ରେସିଡେଣ୍ଟ ମହାମହିମ ୱାଡେ ମାର୍କ ଏବଂ ଗୃହର ବାଚସ୍ୱତି ମହାମହିମ ଜଗଦେଓ ସିଂହଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତ୍ରିନିଦାଦ ଓ ଟୋବାଗୋ (ଟି ଆଣ୍ଡ ଟି) ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ତ୍ରିନିଦାଦ ଓ ଟୋବାଗୋର ସଂସଦକୁ ସମ୍ବୋଧିତ କରିବାରେ ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ । ଏହି ଅବସର ଭାରତ-ତ୍ରିନିଦାଦ ଓ ଟୋବାଗୋ ଦ୍ୱିପାକ୍ଷିକ ସମ୍ପର୍କର ମାଇଲଖୁଣ୍ଟ ହୋଇ ରହିବ ।PM Modi conferred with highest national award, the ‘Order of the Republic of Trinidad & Tobago
July 04th, 08:20 pm
PM Modi was conferred Trinidad & Tobago’s highest national honour — The Order of the Republic of Trinidad & Tobago — at a special ceremony in Port of Spain. He dedicated the award to the 1.4 billion Indians and the historic bonds of friendship between the two nations, rooted in shared heritage. PM Modi also reaffirmed his commitment to strengthening bilateral ties.ତ୍ରିନିଦାଦ ଏବଂ ଟୋବାଗୋରେ ଭାରତୀୟ ସମୁଦାୟଙ୍କୁ ପ୍ରଦାନ କରାଯାଇଥିବା ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 04th, 05:56 am
ଆଜି ସନ୍ଧ୍ୟାରେ ଆପଣମାନଙ୍କ ସହିତ ରହିବା ମୋ ପାଇଁ ଅତ୍ୟନ୍ତ ଗର୍ବ ଏବଂ ଆନନ୍ଦର ବିଷୟ। ମୁଁ ପ୍ରଧାନମନ୍ତ୍ରୀ କମଲା ଜୀଙ୍କୁ ତାଙ୍କର ସୁନ୍ଦର ଆତିଥ୍ୟ ଏବଂ ସୌହାର୍ଦ୍ଧ୍ୟପୂର୍ଣ୍ଣ କଥା ପାଇଁ ଧନ୍ୟବାଦ ଜଣାଉଛି।ତ୍ରିନିଦାଦ ଏବଂ ଟୋବାଗୋରେ ପ୍ରବାସୀ ଭାରତୀୟଙ୍କ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
July 04th, 04:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତ୍ରିନିଦାଦ ଏବଂ ଟୋବାଗୋରେ ଭାରତୀୟ ପ୍ରବାସୀମାନଙ୍କର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀମତୀ କମଳା ପର୍ସାଦ-ବିସେସାର, ତାଙ୍କ କ୍ୟାବିନେଟର ସଦସ୍ୟ, ସାଂସଦ ଏବଂ ଅନେକ ସମ୍ମାନିତ ବ୍ୟକ୍ତି ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ, ପ୍ରଧାନମନ୍ତ୍ରୀଙ୍କୁ ପ୍ରବାସୀମାନେ ଅସାଧାରଣ ଉତ୍ସାହ ସହିତ ସ୍ୱାଗତ କରିଥିଲେ ଏବଂ ଏକ ରଙ୍ଗୀନ ପାରମ୍ପରିକ ଭାରତ-ତ୍ରିନିଦାଦ ସ୍ୱାଗତ ପ୍ରଦାନ କରିଥିଲେ।ଘାନା ଗଣରାଜ୍ୟର ସଂସଦକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ଓଡ଼ିଆ ଅନୁବାଦ
July 03rd, 03:45 pm
ଘାନାରେ ରହିବା ଏକ ସୌଭାଗ୍ୟର ବିଷୟ - ଏକ ଭୂମି ଯାହା ଗଣତନ୍ତ୍ର, ମର୍ଯ୍ୟାଦା ଏବଂ ସ୍ଥିରତାର ଆତ୍ମାକୁ ପରିପ୍ରକାଶ କରେ। ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ପ୍ରତିନିଧି ଭାବରେ, ମୁଁ ମୋ ସହିତ 140 କୋଟି ଭାରତୀୟଙ୍କ ସଦିଚ୍ଛା ଏବଂ ଶୁଭେଚ୍ଛା ଆଣିଛି।ଘାନା ସଂସଦରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
July 03rd, 03:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘାନାର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଏଭଳି କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ । ସଂସଦର ବାଚସ୍ପତି ମାନନୀୟ ଆଲବାନ କିଙ୍ଗସଫୋର୍ଡ ସୁମନ ବାଗବିନଙ୍କ ଦ୍ୱାରା ଆହୂତ ଏହି ଅଧିବେଶନରେ ସଂସଦର ସଦସ୍ୟ, ସରକାରୀ ଅଧିକାରୀ ଏବଂ ଉଭୟ ଦେଶର ବିଶିଷ୍ଟ ଅତିଥିମାନେ ଯୋଗ ଦେଇଥିଲେ। ଏହି ଅଭିଭାଷଣ ଭାରତ - ଘାନାର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ଥିଲା, ଯାହା ଦୁଇ ଦେଶକୁ ଏକଜୁଟ କରୁଥିବା ପାରସ୍ପରିକ ସମ୍ମାନ ଏବଂ ସହଭାଗୀ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ପ୍ରତିଫଳିତ କରେ।India is a supporter and a fellow traveller in Ghana’s journey of nation building: PM Modi
July 03rd, 12:32 am
PM Modi and President Mahama of Ghana attended joint press meet. In his remarks, PM Modi thanked the President for the warm welcome given to him. Both the leaders have decided to elevate the bilateral relationship into a Comprehensive Partnership”. The PM remarked that shared beliefs, struggles, and a shared dream for an inclusive future lie at the heart of the friendship between India and Ghana.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ୍ରେ କଥା ହେଲେ ଇରାନ ରାଷ୍ଟ୍ରପତି
June 22nd, 05:27 pm
ଇରାନର ମହାମହିମ ରାଷ୍ଟ୍ରପତି ଶ୍ରୀ ମାସୁଦ ପେଜେସ୍କିଆନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ ଆଲୋଚନା କରିଛନ୍ତି। ରାଷ୍ଟ୍ରପତି ପେଜେସ୍କିଆନ ଏହି ଅଂଚଳର ବର୍ତ୍ତମାନର ପରିସ୍ଥିତି, ବିଶେଷକରି ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଉପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ବିସ୍ତୃତ ଭାବରେ ଅବଗତ କରାଇଥିଲେ ଏବଂ ତାଙ୍କର ଦୃଷ୍ଟିକୋଣ ଜଣାଇଥିଲେ ।ସାଉଦି ଆରବର ଜେଦ୍ଦାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
April 22nd, 04:29 pm
ସାଉଦି ଆରବର ଜେଦ୍ଦାରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସାଉଦି ଆକାଶ ମାର୍ଗରେ ପ୍ରବେଶ କରିବା ପରେ ସାଉଦି ବାୟୁସେନାର ବିମାନ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନକୁ ସୁରକ୍ଷା ଦେଇ ଜେଦ୍ଦା ଅଭିମୁଖେ ଯାତ୍ରା କରିଥିଲା। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜେଦ୍ଦାରେ ଭବ୍ୟ ସ୍ୱାଗତ କରାଯାଇଥିଲା । ସେ ସାଉଦି ଆରବରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହିତ ସାମ୍ବାଦିକ ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
April 05th, 11:30 am
ଆଜି ରାଷ୍ଟ୍ରପତି ଦିଶାନାୟକଙ୍କ ଦ୍ୱାରା 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ। ଏହି ପୁରସ୍କାର କେବଳ ମୋତେ ସମ୍ମାନିତ କରି ନାହିଁ, ବରଂ ୧୪୦ କୋଟି ଭାରତୀୟଙ୍କୁ ସମ୍ମାନିତ କରିଛି। ଏହା ଏକ ଶ୍ରଦ୍ଧାଞ୍ଜଳି । ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଐତିହାସିକ ସମ୍ପର୍କ ଏବଂ ଗଭୀର ବନ୍ଧୁତାକୁ ପ୍ରତିଫଳିତ କରିଛି।ଚିଲି ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତି
April 01st, 12:31 pm
ରାଷ୍ଟ୍ରପତି ବୋରିକଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ। ଭାରତ ପ୍ରତି ତାଙ୍କର ଦୃଢ଼ ବନ୍ଧୁତା ଭାବନା ଏବଂ ଆମ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ପ୍ରକୃତରେ ପ୍ରଶଂସନୀୟ । ଏଥିପାଇଁ ମୁଁ ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ଏବଂ ତାଙ୍କୁ ତଥା ତାଙ୍କ ବିଶିଷ୍ଟ ପ୍ରତିନିଧି ଦଳକୁ ସ୍ୱାଗତ କରୁଛି ।In Rugby terms, India and New Zealand are ready to 'Front up' and step up together for a strong and successful partnership: PM Modi
March 17th, 01:05 pm
PM Modi welcomed New Zealand's PM Christopher Luxon to India, emphasizing strong bilateral ties. They discussed defense, trade, renewable energy, and education. Both sides agreed to enhance security cooperation, boost mobility for skilled workers, and strengthen counterterrorism efforts. New Zealand joined the Indo-Pacific Ocean Initiative and CDRI. PM Modi called for a match-winning partnership for both nations.ମରିସସ୍ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ନୈଶ୍ୟଭୋଜିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 06:15 am
ସର୍ବପ୍ରଥମେ ପ୍ରଧାନମନ୍ତ୍ରୀଙ୍କ ଆବେଗପୂର୍ଣ୍ଣ ଏବଂ ପ୍ରେରଣାଦାୟୀ ଚିନ୍ତାଧାରା ପାଇଁ ମୁଁ ତାଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଏହି ଭବ୍ୟ ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୁଁ ପ୍ରଧାନମନ୍ତ୍ରୀ, ମରିସସ୍ ସରକାର ଏବଂ ଏହାର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଉଛି । ମରିସସ୍ ଗସ୍ତ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପାଇଁ ସବୁବେଳେ ବିଶେଷ ହୋଇଥାଏ। ଏହା କେବଳ ଏକ କୂଟନୈତିକ ଗସ୍ତ ହୋଇନଥାଏ, ବରଂ ପରିବାରକୁ ଭେଟିବାର ସୁଯୋଗ ହୋଇଥାଏ। ମରିସସ୍ ମାଟିରେ ପାଦ ରଖିବା କ୍ଷଣି ହିଁ ମୁଁ ଏହି ଆତ୍ମୀୟତା ଅନୁଭବ କରିଥିଲି। ସବୁଆଡ଼େ ନିଜର ଭାବନା ଦେଖିବାକୁ ମିଳୁଛି। ପ୍ରୋଟୋକଲରେ କୌଣସି ପ୍ରତିବନ୍ଧକ ନାହିଁ । ମରିସସ୍ ଜାତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ପୁଣି ଥରେ ନିମନ୍ତ୍ରିତ ହେବା ମୋ ପାଇଁ ସୌଭାଗ୍ୟର ବିଷୟ। ଏହି ଅବସରରେ ମୁଁ ୧୪୦ କୋଟି ଭାରତୀୟଙ୍କ ତରଫରୁ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।ଭାରତ ଉପରେ ଚଳିତ ସପ୍ତାହରେ ବିଶ୍ୱ
March 11th, 04:47 pm
ବାଣିଜ୍ୟ, ବୈଷୟିକ ଜ୍ଞାନକୌଶଳ, ଭିତ୍ତିଭୂମି ଏବଂ ସାଂସ୍କୃତିକ ସମ୍ପର୍କ ରେ ପ୍ରମୁଖ ଉନ୍ନତି ସହିତ ଭାରତ ଚଳିତ ସପ୍ତାହରେ ବିଶ୍ୱସ୍ତରୀୟ ଆଲୋଚନାର କେନ୍ଦ୍ରବିନ୍ଦୁରେ ରହିଛି । ୟୁରୋପୀୟ ସଂଘ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ବାଣିଜ୍ୟ ଚୁକ୍ତି ପାଇଁ ସମୟସୀମା ଧାର୍ଯ୍ୟ କରିବାଠାରୁ ଆରମ୍ଭ କରି ଏହାର ଏଆଇ ଅଭିଳାଷକୁ ବିସ୍ତାର କରିବା ପର୍ଯ୍ୟନ୍ତ, ଭାରତର ଅଗ୍ରଗତି ଏକାଧିକ କ୍ଷେତ୍ରରେ ଦୃଶ୍ୟମାନ ହେଉଛି ।PM Modi and President of France jointly inaugurate the Consulate General of India in Marseille
February 12th, 05:29 pm
PM Modi and President Emmanuel Macron inaugurated the Consulate General of India in Marseille. The new Consulate will boost economic, cultural, and people-to-people connections across four French regions. PM Modi deeply appreciated President Macron’s special gesture, as both leaders received a warm welcome from the Indian diaspora.