ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 08th, 08:35 am
ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।India Malaysia Joint Statement on the occasion of the Official visit by Prime minister of India to Malaysia
February 08th, 08:30 am
At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.୨୦୨୩ ବ୍ୟାଚ୍ ର ଆଇଏଫ୍ଏସ୍ ଅଫିସର ପ୍ରଶିକ୍ଷାର୍ଥୀମାନେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ
August 29th, 06:35 pm
୨୦୨୩ ବ୍ୟାଚ୍ ଅଫ୍ ଇଣ୍ଡିଆନ୍ ଫରେନ୍ ସର୍ଭିସ୍ (ଆଇଏଫ୍ଏସ୍)ର ଅଧିକାରୀ ପ୍ରଶିକ୍ଷାର୍ଥୀମାନେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନ, ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ସାକ୍ଷାତ କରିଛନ୍ତି। ୨୦୨୩ ବ୍ୟାଚରେ ୧୫ଟି ଭିନ୍ନ ଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୩୬ ଜଣ ଆଇଏଫ୍ଏସ୍ ଅଫିସର ପ୍ରଶିକ୍ଷାର୍ଥୀ ଅଛନ୍ତି।PM greets Indian Foreign Service officers on IFS Day
October 09th, 12:28 pm
PM Narendra Modi has greeted the Indian Foreign Service officers on IFS Day. He said their work towards serving the nation, furthering national interests globally are commendable. PM Modi also applauded their efforts during Vande Bharat Mission.ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଭାରତୀୟ ବୈଦେଶିକ ସେବାର ଶିକ୍ଷାନବିସ ଅଧିକାରୀ
May 14th, 05:36 pm
ଭାରତୀୟ ବୈଦେଶିକ ସେବା ସଂସ୍ଥାନର 39 ଜଣ ଶିକ୍ଷାନବିସ ଅଧିକାରୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଭାରତୀୟ ବୈଦେଶିକ ସେବା ପ୍ରଶିକ୍ଷାର୍ଥୀ ଅଧିକାରୀ
May 02nd, 05:40 pm
ଆଜି ଭାରତୀୟ ବୈଦେଶିକ ସେବା, 2016 ବ୍ୟାଚର 41 ଜଣ ପ୍ରଶିକ୍ଷାର୍ଥୀ ଅଧିକାରୀ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି l ଏହି ଅବସରରେ ନିଜ ଅନ୍ତର୍ଦୃଷ୍ଟି ବ୍ୟକ୍ତ କରି, ପ୍ରଧାନମନ୍ତ୍ରୀ ବୈଦେଶିକ ସେବା ଅଧିକାରୀ ମାନେ ଅଧିକ ସୂଚନା ପ୍ରାପ୍ତ କରିବା ଓ ଅନ୍ତର୍ଜାତୀୟ ଦୃଷ୍ଟିକୋଣରୁ ଚିନ୍ତା କରିବାର ଆବଶ୍ୟକତା ଉପରେ ଗୁରୁତ୍ଵାରୋପ କରିଥିଲେ lସୋସିଆଲ ମିଡିଆ କର୍ଣ୍ଣର 9 ଅକ୍ଟୋବର
October 09th, 08:26 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ ।ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁRedefine your role, move beyond controlling, regulating & managerial capabilities: PM Modi to Civil Servants
April 21st, 11:55 am
PM exhorts civil servants to become “agents of change”; calls upon Government officers to engage with people
April 21st, 11:54 am
Indian Foreign Service Officer Trainees Call on the Prime Minister
April 05th, 08:07 pm
Probationers of Indian Foreign Service call on PM
June 04th, 05:55 pm
Probationers of Indian Foreign Service call on PM
June 12th, 01:39 pm
Probationers of Indian Foreign Service call on PM