Prime Minister congratulates Indian Women’s U18 Hockey Team on securing Bronze Medal at the U18 Asia Cup 2026
June 06th, 06:16 pm
Prime Minister Shri Narendra Modi today congratulated the Indian Women’s U18 Hockey Team on securing the Bronze Medal at the U18 Asia Cup 2026. The Prime Minister noted that the team displayed remarkable grit throughout the tournament.ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ କନିଷ୍ଠ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 11th, 09:49 pm
ଏଫ୍ଆଇଏଚ୍ ହକି ପୁରୁଷ କନିଷ୍ଠ ବିଶ୍ୱକପ୍ ୨୦୨୫ରେ ଇତିହାସ ସୃଷ୍ଟି କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର କନିଷ୍ଠ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି।ଏସିଆ କପ୍ ଟାଇଟଲ ବିଜେତା ଭାରତୀୟ ଜୁନିଅର ମହିଳା ହକି ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 16th, 09:35 pm
ଏସିଆ କପ୍ ବିଜେତା ଭାରତୀୟ ଜୁନିଅର ମହିଳା ହକି ଟିମକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଟିମର ଧୈର୍ଯ୍ୟ ଓ ଦୃଢ଼ ସଂକଳ୍ପକୁ ସେ ପ୍ରଶଂସା କରିଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
June 18th, 11:30 am
ନମସ୍କାର । ‘ମନ୍ କି ବାତ୍’ ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ‘ମନ୍ କି ବାତ୍’ ପ୍ରାୟତଃ ପ୍ରତି ମାସର ଶେଷ ରବିବାର ଦିନ ହୋଇଥାଏ, କିନ୍ତୁ ଏଥର ଗୋଟିଏ ସପ୍ତାହ ପୂର୍ବରୁ ହେଉଛି । ଆପଣମାନେ ତ ଜାଣିଛନ୍ତି, ଆସନ୍ତା ସପ୍ତାହରେ ମୁଁ ଆମେରିକାରେ ଥିବି ଆଉ ସେଠାରେ ଅନେକ କାର୍ଯ୍ୟବ୍ୟସ୍ତତା ମଧ୍ୟ ରହିବ । ତେଣୁ, ମୁଁ ଭାବିଲି ଯେ ସେଠାକୁ ଯିବା ଆଗରୁ ହିଁ ଆପଣମାନଙ୍କ ସହିତ କଥା ହେବି, ତା’ଠୁ ଭଲ ଆଉ କ’ଣ ହୋଇପାରେ? ଜନତା ଜନାର୍ଦ୍ଦନଙ୍କ ଆଶୀର୍ବାଦ, ଆପଣଙ୍କ ପ୍ରେରଣା ଯୋଗୁଁ ମୋ’ର ଶକ୍ତି ମଧ୍ୟ ବୃଦ୍ଧି ପାଇଚାଲିବ।ପୁରୁଷ ଜୁନିଅର ଏସିଆ କପରେ ବିଜୟ ପାଇଁ ଭାରତୀୟ ଜୁନିୟର ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 02nd, 08:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁରୁଷ ଜୁନିଅର ଏସିଆ କପରେ ବିଜୟ ପାଇଁ ଭାରତୀୟ ଜୁନିୟର ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।ଜୁନିୟର ହକି ବିଶ୍ଵ କପ ବିଜେତା ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 18th, 10:47 pm
The Prime Minister, Shri Narendra Modi has congratulated Indian Junior Hockey Team, on winning the Junior Hockey World Cup.Extremely proud of our youngsters! Congratulations to our junior hockey team for winning the Junior Hockey World Cup.The Junior Hockey World Cup win augurs well for the future of Indian hockey and will make the sport even more popular among youngsters, the Prime Minister said.