Our shared democratic values and common aspirations will take India-Indonesia relations to new heights: PM Modi at Indonesia Parliament
July 07th, 03:15 pm
Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.Prime Minister addresses the Parliament of Indonesia
July 07th, 03:00 pm
Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.ସେଶେଲ୍ସର ନ୍ୟାସନାଲ ଆସେମ୍ବ୍ଲିରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 28th, 05:00 pm
ଏହି ଜାତୀୟ ସଭାକୁ ସମ୍ବୋଧିତ କରିବା ଏକ ବିରଳ ସୌଭାଗ୍ୟ। ଏହି ସ୍ୱତନ୍ତ୍ର ସମ୍ମାନ ପାଇଁ ଧନ୍ୟବାଦ। ଏହି ଅଷ୍ଟମ ଜାତୀୟ ସଭାର ନବନିର୍ବାଚିତ ସଦସ୍ୟମାନଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ଗରିମାମୟ ଗୃହର ପ୍ରଥମ ମହିଳା ବାଚସ୍ପତି ହୋଇଥିବାରୁ ମାନ୍ୟବର ବାଚସ୍ପତି, ମୁଁ ଆପଣଙ୍କୁ ମଧ୍ୟ ମୋର ଅଭିନନ୍ଦନ ଜଣାଉଛି।ଭାରତ-କାନାଡ଼ା ନେତାମାନଙ୍କର ମିଳିତ ବିବୃତି
March 02nd, 05:05 pm
ଭାରତର ପ୍ରଧାନମନ୍ତ୍ରୀ ମହାମହିମ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଫେବୃଆରୀ ୨୭ରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ସରକାରୀ ଗସ୍ତ କରିଥିଲେ। କାନାଡା ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ଭାରତ ଗସ୍ତ ଥିଲା। ଏହା ୨୦୧୮ ପରେ କାନାଡା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଦ୍ୱିପାକ୍ଷିକ ଭାରତ ଗସ୍ତ। ପ୍ରଧାନମନ୍ତ୍ରୀ କାର୍ନିଙ୍କ ସହିତ କାନାଡାର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଆସିଥିଲେ ଯେଉଁଥିରେ ବରିଷ୍ଠ ମନ୍ତ୍ରୀ, ପ୍ରାଦେଶିକ ନେତା ଏବଂ ପ୍ରମୁଖ ସିଇଓମାନେ ସାମିଲ ଥିଲେ।ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
March 02nd, 05:04 pm
ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତନେସେଟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 25th, 08:20 pm
ଏହି ବିଶିଷ୍ଟ ସଦନରେ ଉପସ୍ଥିତ ହେବା ମୋ ପାଇଁ ଏକ ସୌଭାଗ୍ୟ ଏବଂ ଗୌରବର ବିଷୟ। ମୁଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଏବଂ ଏକ ପ୍ରାଚୀନ ସଭ୍ୟତାର ପ୍ରତିନିଧି ଭାବରେ ଆଉ ଗୋଟିଏ ପ୍ରାଚୀନ ସଭ୍ୟତାକୁ ସମ୍ବୋଧିତ କରୁଛି। ମୁଁ ମୋ ସହିତ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଏବଂ ବନ୍ଧୁତା, ସମ୍ମାନ ଓ ସହଭାଗୀତାର ବାର୍ତ୍ତା ନେଇ ଆସିଛି।ଇସ୍ରାଏଲୀ ସଂସଦ ନେସେଟ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
February 25th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜେରୁସାଲେମରେ ନେସେଟ (ଇସ୍ରାଏଲ୍ର ସଂସଦ)ର ଏକ ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିଥିଲେ । ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାରେ ସେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀରାଷ୍ଟ୍ର ଏବଂ ମାନବତାର ସେବାରେ ସମ୍ପୂର୍ଣ୍ଣ ଭକ୍ତି ଉପରେ ଆଲୋକପାତ କରି ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି
February 11th, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ର ଏବଂ ମାନବତାର ସେବାରେ ସମ୍ପୂର୍ଣ୍ଣ ନିଷ୍ଠା ଉପରେ ଆଲୋକପାତ କରୁଥିବା ଏକ ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି।ଭାରତ-ସେଶେଲ୍ସ ଭାଗିଦାରୀ: ଉନ୍ନତ ଆପୋସ ସମ୍ପର୍କ ମାଧ୍ୟମରେ ଦୀର୍ଘସ୍ଥାୟିତ୍ୱ, ଆର୍ଥିକ ବିକାଶ ତଥା ସୁରକ୍ଷା ସୁଦୃଢ଼ୀକରଣର ମିଳିତ ରୂପରେଖ
February 09th, 03:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ସେଶେଲ୍ସ ଗଣରାଜ୍ୟର ରାଷ୍ଟ୍ରପତି ଡକ୍ଟର ପାଟ୍ରିକ୍ ହର୍ମିନି ୫ ରୁ ୧୦ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି।ସେଚେଲ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 09th, 01:00 pm
ରାଷ୍ଟ୍ରପତି ହର୍ମିନି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି ।ଆଇଏନଏସ ବିକ୍ରାନ୍ତରେ ସଶସ୍ତ୍ର ବାହିନୀ ସହିତ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 20th, 10:30 am
ଆଜି ଏକ ସୁନ୍ଦର ଦିନ, ଏହି ମୁହୂର୍ତ୍ତ ସ୍ମରଣୀୟ, ଏହି ଦୃଶ୍ୟ ଆଶ୍ଚର୍ଯ୍ୟଜନକ। ଆଜି ମୋର ଗୋଟିଏ ଦିଗରେ ଅଥଳ ସମୁଦ୍ରର ଜଳରାଶି ତ ଅନ୍ୟ ପଟେ ମା' ଭାରତୀର ବୀର ଯବାନମାନଙ୍କର ଅକଳନୀୟ ସାମର୍ଥ୍ୟ ରହିଛି । ଆଜି ମୋର ଗୋଟିଏ ପଟେ ଅନନ୍ତ କ୍ଷିତିଜ ବ୍ୟାପି ରହିଛି, ଅନନ୍ତ ଆକାଶ ରହିଛି, ତ ଅନ୍ୟ ପଟେ ଅନନ୍ତ ଶକ୍ତିକୁ ଧରି ରଖିଥିବା ଏହି ବିଶାଳ, ବିରାଟ ଆଇଏନଏସ ବିକ୍ରାନ୍ତ ରହିଛି । ସମୁଦ୍ରର ଜଳରାଶି ଉପରେ ସୂର୍ଯ୍ୟଙ୍କ କିରଣ ଏହି ଚମକ ଗୋଟିଏ ପଟେ ବୀର ଯବାନମାନଙ୍କ ଦ୍ୱାରା ଜଳା ଯାଇଥିବା ଦୀପାବଳିର ପ୍ରଦୀପମାଳା ରହିଛି । ଏହା ଆମର ଅଲୌକିକ ଦୀପମାଳାର ସମାହାର, ମୋର ସୌଭାଗ୍ୟ ଯେ ଏଥର ମୁଁ ନୌସେନାର ଆପଣମାନଙ୍କ ସମସ୍ତ ବୀର ଯବାନମାନଙ୍କ ଗହଣରେ ପବିତ୍ର ଦୀପାବଳି ପର୍ବ ପାଳନ କରୁଛି।ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ
October 20th, 10:00 am
ନୂଆଦିଲ୍ଲୀ,୨୧.୧୦.୨୦୨୫: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଏନଏସ ବିକ୍ରାନ୍ତରେ ଦୀପାବଳି ପାଳନ ସମୟରେ ସଶସ୍ତ୍ର ବାହିନୀର କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ଆଜିର ଏହି ଦିନକୁ ଏକ ସୁନ୍ଦର ଦିନ, ସୁନ୍ଦର ମୁହୂର୍ତ୍ତ ଏବଂ ଚମତ୍କାର ଦୃଶ୍ୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି, ଏକ ପାର୍ଶ୍ଵରେ ବିଶାଳ ସମୁଦ୍ର ଏବଂ ଅନ୍ୟପଟେ ଭାରତ ମାତାର ସାହସୀ ସୈନିକମାନଙ୍କର ଅପାର ଶକ୍ତି ରହିଛି। ସେହିପରି ଗୋଟିଏ ପାର୍ଶ୍ୱରେ ଅସୀମ ଦିଗନ୍ତ ଏବଂ ଅସୀମ ଆକାଶ ଥିବାବେଳେ, ଅନ୍ୟ ପାର୍ଶ୍ୱରେ ଆଇଏନଏସ ବିକ୍ରାନ୍ତର ବିଶାଳ ଶକ୍ତି ପ୍ରଦର୍ଶନ କରାଯାଉଛି, ଯାହା ଅସୀମ ଶକ୍ତିକୁ ମୂର୍ତ୍ତିମନ୍ତ କରୁଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମୁଦ୍ରରେ ସୂର୍ଯ୍ୟକିରଣର ଚମକ ଦୀପାବଳି ସମୟରେ ବୀର ସୈନିକମାନଙ୍କ ଦ୍ୱାରା ପ୍ରଜ୍ଜ୍ୱଳିତ ଦୀପ ସହିତ ସମାନ, ଯାହା ଆଲୋକର ଏକ ଦିବ୍ୟ ମାଳା ସୃଷ୍ଟି କରୁଛି। ଭାରତୀୟ ନୌସେନାର ସାହସୀ ସୈନିକଙ୍କ ମଧ୍ୟରେ ଏହି ଦୀପାବଳି ପାଳନ କରିବା ମୋର ସୌଭାଗ୍ୟ ବୋଲି ପ୍ରଧାନମନ୍ତ୍ରୀ ବର୍ଣ୍ଣନା କରିଛନ୍ତି।ସେଚେଲ୍ସ ରାଷ୍ଟ୍ରପତି ଭାବେ ଡକ୍ଟର ପାଟ୍ରିକ୍ ହର୍ମିନିଙ୍କ ବିଜୟରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 12th, 09:13 am
ସେଚେଲ୍ସରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡକ୍ଟର ପାଟ୍ରିକ୍ ହର୍ମିନିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ।ନୂଆଦିଲ୍ଲୀରେ ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 12th, 04:54 pm
ଆଜି ବିଜ୍ଞାନ ଭବନ ଭାରତର ସୁବର୍ଣ୍ଣ ଅତୀତର ସାକ୍ଷୀ ଭାବରେ ଦଣ୍ଡାୟମାନ । କିଛି ଦିନ ପୂର୍ବରୁ ମୁଁ ଜ୍ଞାନ ଭାରତମ୍ ମିଶନର ଘୋଷଣା କରିଥିଲି। ଏବଂ ଆଜି ଏତେ କମ୍ ସମୟ ମଧ୍ୟରେ ଆମେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରୁଛୁ। ଏହା ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା କୌଣସି ସରକାରୀ କିମ୍ବା ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ନୁହେଁ; ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଗୁରୁତ୍ଵ ବହନ କରୁଛି । ହଜାର ହଜାର ପିଢ଼ିର ଚିନ୍ତାଧାରା, ଭାରତର ବିଶିଷ୍ଟ ଋଷି , ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଗବେଷଣା, ଆମର ପାରମ୍ପରିକ ଜ୍ଞାନ ପରମ୍ପରା, ଆମର ବୈଜ୍ଞାନିକ ଐତିହ୍ୟ, ଆମେ ଜ୍ଞାନ ଭାରତମ୍ ମିଶନ ମାଧ୍ୟମରେ ସେଗୁଡ଼ିକୁ ଡିଜିଟାଇଜେସନ୍ କରିବାକୁ ଯାଉଛୁ। ଏହି ମିଶନ ପାଇଁ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଜ୍ଞାନ ଭାରତମ୍ ର ସମଗ୍ର ଦଳକୁ ଏବଂ ସଂସ୍କୃତି ମନ୍ତ୍ରଣାଳୟକୁ ମଧ୍ୟ ଶୁଭେଚ୍ଛା ଜଣାଉଛି।‘ଜ୍ଞାନ ଭାରତମ୍’ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 12th, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ, ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ବିଜ୍ଞାନ ଭବନ ଆଜି ଭାରତର ସୁବର୍ଣ୍ଣ ଅତୀତର ପୁନରୁତ୍ଥାନର ସାକ୍ଷୀ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ମାତ୍ର କିଛି ଦିନ ପୂର୍ବରୁ ସେ ଜ୍ଞାନ ଭାରତମ୍ ମିଶନ ଘୋଷଣା କରିଥିଲେ ଏବଂ ଏତେ କମ୍ ସମୟ ମଧ୍ୟରେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଶ୍ରୀ ମୋଦୀ ସୂଚନା ଦେଇଥିଲେ ଯେ, ଏହି ମିଶନ ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହା ଏକ ସରକାରୀ କିମ୍ବା ଏକାଡେମିକ୍ କାର୍ଯ୍ୟକ୍ରମ ନୁହେଁ ଦର୍ଶାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଘୋଷଣାରେ ପରିଣତ ହେବାକୁ ଯାଉଛି। ସେ ହଜାର ହଜାର ପିଢ଼ିର ଚିନ୍ତନଶୀଳ ପରମ୍ପରା ଉପରେ ଆଲୋକପାତ କରିଥିଲେ। ଭାରତର ଜ୍ଞାନ, ପରମ୍ପରା ଏବଂ ବୈଜ୍ଞାନିକ ଐତିହ୍ୟକୁ ରେଖାଙ୍କିତ କରି ସେ ଭାରତର ମହାନ ଋଷି, ଆଚାର୍ଯ୍ୟ ଏବଂ ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଅନୁସନ୍ଧାନକୁ ସ୍ୱୀକାର କରିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଜ୍ଞାନ ଭାରତମ୍ ମିଶନ ଜରିଆରେ ଏହି ଐତିହ୍ୟଗୁଡ଼ିକର ଡିଜିଟାଇଜେସନ୍ କରାଯାଉଛି। ଏହି ଅଭିଯାନ ପାଇଁ ସେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସମଗ୍ର ଜ୍ଞାନ ଭାରତମ୍ ଦଳ ତଥା ସଂସ୍କୃତି ମନ୍ତ୍ରଣାଳୟକୁ ଶୁଭେଚ୍ଛା ଜଣାଇଥିଲେ।ମରିସସ୍ର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତର ଫଳାଫଳ
September 11th, 02:10 pm
ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଓ ମରିସସ୍ର ଟର୍ସିଆରି ଶିକ୍ଷା, ବିଜ୍ଞାନ ଓ ଗବେଷଣା ମନ୍ତ୍ରାଳୟ ମଧ୍ୟରେ ବୁଝାମଣାପତ୍ରମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 12:30 pm
ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।ଫିଜି ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
August 25th, 12:30 pm
ସେହି ସମୟରେ, ଆମେ ଭାରତ - ପ୍ରଶାନ୍ତ ମହାସାଗରୀୟ ଦ୍ୱୀପପୁଞ୍ଜ ସହଯୋଗ ଫୋରମ୍, ଅର୍ଥାତ୍ 'ଫିପିକ' ଆରମ୍ଭ କରିଥିଲୁ। ସେହି ପଦକ୍ଷେପ କେବଳ ଭାରତ-ଫିଜି ସମ୍ପର୍କକୁ ନୁହେଁ ବରଂ ସମଗ୍ର ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ସହିତ ଆମର ସମ୍ପର୍କକୁ ଏକ ନୂତନ ଶକ୍ତି ଦେଇଛି। ଆଜି ପ୍ରଧାନମନ୍ତ୍ରୀ ରାବୁକାଜୀଙ୍କ ଏହି ଗସ୍ତ ସହିତ, ଆମେ ଆମର ପାରସ୍ପରିକ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡୁଛୁ।ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 05th, 11:06 am
ସର୍ବପ୍ରଥମେ, ମୁଁ ରାଷ୍ଟ୍ରପତି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତକୁ ହାର୍ଦ୍ଦିକ ସ୍ୱାଗତ କରୁଛି। ଏହି ବର୍ଷ ଭାରତ ଏବଂ ଫିଲିପାଇନ୍ସ ସେମାନଙ୍କର କୂଟନୈତିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି। ଏବଂ ଏହି ପରିପ୍ରେକ୍ଷୀରେ, ତାଙ୍କର ଗସ୍ତର ବିଶେଷ ଗୁରୁତ୍ୱ ରହିଛି। ଆମର କୂଟନୈତିକ ସମ୍ପର୍କ ନୂତନ ହୋଇପାରେ, କିନ୍ତୁ ଆମର ସଭ୍ୟତାଗତ ସମ୍ପର୍କ ପ୍ରାଚୀନ ସମୟରୁ ରହିଆସିଛି। ଫିଲିପାଇନ୍ସର ରାମାୟଣ - ମହାରାଦିଆ ଲୱାନା - ଆମର ଶତାବ୍ଦୀ ପୁରୁଣା ସାଂସ୍କୃତିକ ସମ୍ପର୍କର ଏକ ଜୀବନ୍ତ ସାକ୍ଷ୍ୟ। ଉଭୟ ଦେଶର ଜାତୀୟ ଫୁଲକୁ ନେଇ ସଦ୍ୟ ଉନ୍ମୋଚିତ ଡାକଟିକଟ, ଆମ ବନ୍ଧୁତାର ସୁଗନ୍ଧକୁ ଦର୍ଶାଏ।Release of Commemorative Stamps on the occasion of the 60th anniversary of establishment of India-Maldives diplomatic relations
July 25th, 09:08 pm
PM Modi and Malpes President Muizzu jointly released commemorative stamps on the occasion of the 60th anniversary of the establishment of India-Malpes diplomatic relations. Reflecting the age-old bilateral ties, the stamps depict the Indian boat Uru - a large wooden dhow handcrafted in the historic boatyards of Beypore, Kerala, and the traditional Malpian fishing boat - Vadhu Dhoni.