ଭାରତ-ଅଷ୍ଟ୍ରେଲିଆ ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗ ମିଳିତ ଘୋଷଣାନାମା
July 09th, 10:55 am
ଆମେ ୨୦୨୦ ମସିହାରେ ସ୍ଥାପିତ ଆମର ବ୍ୟାପକ ରଣନୀତିକ ଭାଗିଦାରୀ (ସିଏସପି)ର ଗୁରୁତ୍ୱକୁ ଦୋହରାଉଛୁ। ଆମର ସିଏସପିର ଶୁଭାରମ୍ଭ ପରଠାରୁ, ଆମର ରଣନୀତିକ ସମନ୍ୱୟ ତ୍ୱରାନ୍ୱିତ ହୋଇଛି, ଆମର ଅର୍ଥନୈତିକ ସମ୍ପର୍କ ଗଭୀର ହୋଇଛି ଏବଂ ଆମର ଜନସାଧାରଣଙ୍କ ମଧ୍ୟରେ ଥିବା ସମ୍ପର୍କ - ଯାହା ଆମ ଦେଶଗୁଡ଼ିକ ମଧ୍ୟରେ ଏକ ଜୀବନ୍ତ ସେତୁ-ଆହୁରି ମଜବୁତ ହୋଇଛି। ଆମେ ଲକ୍ଷ୍ୟ କରୁଛୁ ଯେ କ୍ୱାଡ୍ ଏବଂ ଅନ୍ୟାନ୍ୟ ବହୁପାକ୍ଷିକ ଅନୁଷ୍ଠାନ ଭଳି ଆଞ୍ଚଳିକ ମଞ୍ଚ ମାଧ୍ୟମରେ ଅନ୍ୟ ଅଂଶୀଦାରମାନଙ୍କ ସହିତ ଦ୍ୱିପାକ୍ଷିକ ଏବଂ ବହୁପାକ୍ଷିକ ସ୍ତରରେ ଆମର ନିବିଡ଼ ସମ୍ପୃକ୍ତି ଉଭୟ ଦେଶକୁ ଲାଭାନ୍ୱିତ କରୁଛି, ଏବଂ ଆମର ସହଭାଗୀ ଅଞ୍ଚଳର ସୁରକ୍ଷା ଓ ସମୃଦ୍ଧିରେ ଯୋଗଦାନ ଦେଉଛି।Prime Minister meets Prime Minister Mark Carney of Canada on the sidelines of the G7 Summit
June 16th, 10:36 pm
On the sidelines of the G7 Summit in Evian, France, PM Modi met Canada PM Mark Carney. The two leaders welcomed the positive momentum in India-Canada relations and reaffirmed their commitment to building a forward-looking strategic partnership. They also reviewed progress in bilateral economic cooperation and expressed satisfaction with the progress in negotiations towards a CEPA.