Today's projects will boost energy access, connectivity and create jobs for the youth of Tamil Nadu: PM Modi in Tiruchirappalli
March 11th, 05:45 pm
PM Modi launched several developmental projects worth around ₹5,650 crore in Tiruchirappalli, aimed at bolstering the infrastructure and economy of Tamil Nadu. These initiatives span clean energy, petroleum-related manufacturing and enhanced multi-modal connectivity through highways, railways and rural roads. He dedicated the Indian Oil Corporation’s Lube Blending Plant in Chennai, strengthening the ‘Make in India’ initiative.ତାମିଲନାଡୁର ତିରୁଚିରାପଲ୍ଲିରେ ପତାକା ଦେଖାଇ ପ୍ରାୟ ୫,୬୫୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ନଗରୀ ତ୍ରିଚି (ତିରୁଚିରାପଲ୍ଲି) ଗସ୍ତ କରି ତାମିଲନାଡୁର ଭିତ୍ତିଭୂମି ଓ ଅର୍ଥନୀତିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶୃଙ୍ଖଳାବଦ୍ଧ ପରିବର୍ତ୍ତନଶୀଳ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୋଟ ପାଞ୍ଚ ହଜାର ଛଅ ଶହ କୋଟି ଟଙ୍କାର ଏହି ପ୍ରକଳ୍ପଗୁଡ଼ିକ ସ୍ୱଚ୍ଛ ଶକ୍ତି, ପେଟ୍ରୋଲିୟମ ସମ୍ପର୍କିତ ଉତ୍ପାଦନ ଓ ରାଜପଥ, ରେଳପଥ ଏବଂ ଗ୍ରାମୀଣ ସଡକ ମାଧ୍ୟମରେ ଉନ୍ନତ ବହୁମୁଖୀ ସଂଯୋଗ ସୃଷ୍ଟି ଉପରେ କେନ୍ଦ୍ରିତ। ସମାବେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପଗୁଡ଼ିକ ଶକ୍ତି ଉପଲବ୍ଧତା, ସଂଯୋଗୀକରଣକୁ ସୁଦୃଢ଼ ଏବଂ ତାମିଲନାଡୁର ଯୁବକମାନଙ୍କ ପାଇଁ ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।୧୧ ମାର୍ଚ୍ଚରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 09th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ମାର୍ଚ୍ଚ ୨୦୨୬ରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ । ପ୍ରାୟ ୧:୩୦ ସମୟରେ, ପ୍ରଧାନମନ୍ତ୍ରୀ କେରଳର ଏର୍ଣ୍ଣାକୁଲମ୍ରେ ପ୍ରାୟ ୧୦,୮୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଲୋକାର୍ପଣ, ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମ ସମୟରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ପରେ ପ୍ରାୟ ସନ୍ଧ୍ୟା ୫:୪୫ ସମୟରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ତିରୁଚିରାପଲ୍ଲୀରେ ପ୍ରାୟ ୫,୬୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।List of Outcomes: Official Visit of HH Sheikh Khalid bin Mohamed bin Zayed Al Nahyan, the Crown Prince of Abu Dhabi to India
September 09th, 07:03 pm
During HH Sheikh Khaled bin Mohamed bin Zayed Al Nahyan's visit to India, key agreements were signed, including an MoU between ENEC and NPCIL for Barakah Nuclear Plant operations, a long-term LNG supply deal between ADNOC and Indian Oil, and an MoU between ADNOC and ISPRL. Urja Bharat and ADNOC also signed a concession agreement for Abu Dhabi Onshore Block Additionally, Gujarat and ADQ inked an MoU for food parks development in India.ଆବୁଧାବିର କ୍ରାଉନ୍ ପ୍ରିନ୍ସ ମହାମହିମ ଶେଖ୍ ଖାଲିଦ ବିନ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନ୍ ଙ୍କ ଭାରତ ଗସ୍ତ (ସେପ୍ଟେମ୍ବର ୯-୧୦, ୨୦୨୪)
September 09th, 07:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣକ୍ରମେ ଆବୁଧାବିର କ୍ରାଉନ୍ ପ୍ରିନ୍ସ ମହା ମହିମ ଶେଖ୍ ଖାଲିଦ ବିନ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନ୍ ୯-୧୦ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ଏହି ପଦବୀରେ କ୍ରାଉନ୍ ପ୍ରିନ୍ସଙ୍କ ଏହା ହେଉଛି ପ୍ରଥମ ସରକାରୀ ଭାରତ ଗସ୍ତ। ଗତକାଲି ନୂଆଦିଲ୍ଲୀରେ ପହଞ୍ଚିବା ପରେ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ ତାଙ୍କୁ ସ୍ୱାଗତ କରିଥିଲେ ଏବଂ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ତାଙ୍କ ସହ ମନ୍ତ୍ରୀ, ବରିଷ୍ଠ ଅଧିକାରୀ ଏବଂ ଏକ ବିଶାଳ ବ୍ୟବସାୟିକ ପ୍ରତିନିଧି ଦଳ ମଧ୍ୟ ଅଛନ୍ତି।