Prime Minister Highlights AI-Driven Accessibility with Real-Time Sign Language Translation at India AI Impact Summit 2026
February 19th, 06:14 pm
In his address at the India AI Impact Summit 2026, PM Modi underscored India’s unwavering commitment to accessibility and inclusion in the age of AI. Real-time sign language translation was enabled through AI technology, ensuring that persons with disabilities could engage with his speech. The PM emphasized that India will continue to champion innovation that bridges pides and empowers every citizen.ଶାରୀରିକ ଏବଂ ମାନସିକ ସୁସ୍ଥତା ପାଇଁ ଯୋଗ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ବିଶ୍ୱ ସ୍ୱୀକାର କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
September 25th, 11:00 am
ବିଗତ ଦିନରେ ଯେଉଁ କଥା ଆମ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ତାହା ହେଲା ଚିତା । ଚିତା ଉପରେ କଥା ହେବା ପାଇଁ ବହୁତ ଗୁଡ଼ିଏ ଆସିଛି । ଉତ୍ତରପ୍ରଦେଶର ଅରୁଣ କୁମାର ଗୁପ୍ତା ହୁଅନ୍ତୁ କି ତେଲଙ୍ଗାନାର ଏନ୍.ରାମଚନ୍ଦ୍ରନ ରଘୁରାମ୍ ଜୀ, ଗୁଜରାଟର ରାଜନ୍ ଜୀ ହୋଇଥାଆନ୍ତୁ କିମ୍ବା ଦିଲ୍ଲୀର ସୁବ୍ରତ୍ ଜୀ । ଦେଶର କୋଣ ଅନୁକୋଣରୁ ଲୋକେ ଚିତା ଭାରତକୁ ଫେରିବା ନେଇ ଆନନ୍ଦ ପ୍ରକାଶ କରିଛନ୍ତି । ୧୩୦ କୋଟି ଭାରତବାସୀ ଆନନ୍ଦିତ, ଗର୍ବିତ । ଏହାହିଁ ହେଉଛି ଭାରତର ପ୍ରକୃତି ପ୍ରେମ । ଏ ବିଷୟରେ ଲୋକଙ୍କର ଗୋଟିଏ ହିଁ ପ୍ରଶ୍ନ, ମୋଦିଜୀ ଆମକୁ ଚିତା ଦେଖିବାର ସୁଯୋଗ କେବେ ମିଳିବ ?ଜାତୀୟ ଶିକ୍ଷା ନୀତି ୨୦୨୦ର ପ୍ରଥମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
July 29th, 05:54 pm
କାର୍ଯ୍ୟକ୍ରମରେ ମୋ ସହ ସାମିଲ ହୋଇଥିବା କ୍ୟାବିନେଟର ମୋର ସମସ୍ତ ସହଯୋଗୀଗଣ, ରାଜ୍ୟଗୁଡିକର ମାନନୀୟ ରାଜ୍ୟପାଳବୃନ୍ଦ, ସମସ୍ତ ସମ୍ମାନିତ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ଉପସ୍ଥିତ ଶିକ୍ଷାବିତ୍, ଅଧ୍ୟାପକଗଣ, ସମସ୍ତ ଅଭିଭାବକ ଏବଂ ମୋର ପ୍ରିୟ ଯୁବ ସାଥୀଗଣ!ଜାତୀୟ ଶିକ୍ଷା ନୀତି 2020ର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଶିକ୍ଷା ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 29th, 05:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଶିକ୍ଷା ନୀତି 2020 ଅନ୍ତର୍ଗତ ଆସିଥିବା ସଂସ୍କାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ଦେଶର ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରର ନୀତି ନିର୍ଦ୍ଧାରକ, ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରିଛନ୍ତି। ସେ ମଧ୍ୟ ଶିକ୍ଷାକ୍ଷେତ୍ର ପାଇଁ ବହୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।