The whole country is proud of you and watching you with admiration: PM Modi says to Women’s World Cup Champions
November 06th, 10:15 am
During his interaction with Women’s World Cup 2025 champions, PM Modi said they had truly accomplished something remarkable. The PM acknowledged the recurring challenges they faced and praised their courage and ability to instill confidence in others despite adversity. He encouraged them to advocate for Fit India and expressed his joy at having had the opportunity to interact with them.ଆଇସିସି ମହିଳା ବିଶ୍ୱକପ ୨୦୨୫ ଚାମ୍ପିଅନ୍ ଦଳ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
November 06th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗରେ ଆଇସିସି ମହିଳା ବିଶ୍ୱକପ ୨୦୨୫ ଚାମ୍ପିଅନ୍ ଦଳ ସହିତ ଆଲୋଚନା କରିଥିଲେ। ଭାରତୀୟ ଦଳ ଗତ ୨ ନଭେମ୍ବର, ୨୦୨୫ ରବିବାର ଦିନ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଫାଇନାଲରେ ବିଜୟୀ ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏହି ଦିନଟି ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ, କାରଣ ଏହି ଗୋଟିଏ ଦିନରେ ଉଭୟ ଦେବ ଦୀପାବଳି ଏବଂ ଗୁରୁ ପରବ ଉଭୟ ପାଳନ କରାଯାଉଛି। ସେ ଉପସ୍ଥିତ ସମସ୍ତଙ୍କୁ ତାଙ୍କର ଶୁଭେଚ୍ଛା ମଧ୍ୟ ଜଣାଇଥିଲେ।RJD and Congress are putting Bihar’s security and the future of its children at risk: PM Modi in Katihar, Bihar
November 03rd, 02:30 pm
In a massive public rally in Katihar, Bihar, PM Modi began with the clarion call, “Phir ek baar - NDA Sarkar, Phir ek baar - Susashan Sarkar.” He accused the RJD and Congress of risking Bihar’s security for votes and questioned whether benefits meant for the poor should be taken away by infiltrators. He remarked that under Nitish Ji’s leadership, NDA brought governance and growth, emphasizing that every single vote will play a role in building a Viksit Bihar.Be it Congress or RJD, their love is only for infiltrators: PM Modi in Saharsa, Bihar
November 03rd, 02:15 pm
Amidst the ongoing election campaigning in Bihar, PM Modi's rally spree continued as he addressed a public meeting in Saharsa. He said that only two days are left for the first phase of voting in Bihar. Many young voters here will be voting for the first time. He urged all first-time voters in Bihar, “Do not let your first vote go to waste. The NDA is forming the government in Bihar and your vote should go to the alliance that is actually winning. Your vote should be for a Viksit Bihar.”Massive public turnout as PM Modi campaigns in Saharsa and Katihar, Bihar
November 03rd, 02:00 pm
Amid the ongoing election campaign in Bihar, PM Modi continued his rally spree, addressing large public meetings in Saharsa and Katihar. He reminded people that only two days remain for the first phase of voting, noting that many young voters will be casting their vote for the first time. Urging them not to waste their first vote, he said, “The NDA is forming the government in Bihar. Your vote should go to the alliance that is actually winning - your vote should be for a Viksit Bihar.”ଆଇସିସି ମହିଳା ବିଶ୍ୱକପ ୨୦୨୫ରେ ଐତିହାସିକ ବିଜୟ, ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ହାର୍ଦ୍ଦିକ ଅଭିନନ୍ଦନ
November 03rd, 06:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଇସିସି ମହିଳା କ୍ରିକେଟ ବିଶ୍ୱକପ ୨୦୨୫ ଫାଇନାଲରେ ଚମତ୍କାର ବିଜୟ ପାଇଁ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।ଆଇସିସି ୧୯ ବର୍ଷରୁ କମ୍ ମହିଳା ଟି-୨୦ବିଶ୍ୱକପ୍ ୨୦୨୫ ବିଜେତା ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
February 02nd, 06:15 pm
ଆଇସିସି ୧୯ ବର୍ଷରୁ କମ୍ ମହିଳା ଟି-୨୦ବିଶ୍ୱକପ୍ ୨୦୨୫ ବିଜେତା ଭାରତୀୟ ଦଳକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିଥିବା ଆଥଲେଟମାନଙ୍କ ସହ ଆଲୋଚନା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 10th, 06:25 pm
୧୯୫୧ ମସିହାରେ ଏହି ସ୍ଥାନରେ, ଏହି ଷ୍ଟାଡିୟମରେ ପ୍ରଥମ ଏସୀୟ କ୍ରୀଡ଼ା ଆୟୋଜନ ହେବା କେତେ ଆଶ୍ଚର୍ଯ୍ୟଜନକ ସୌଭାଗ୍ୟ। ଆଜି ଆପଣ ଯେଉଁ ସାହସ ଦେଖାଇଛନ୍ତି, ଯେଉଁ ପ୍ରୟାସ କରିଛନ୍ତି ଏବଂ ଯେଉଁ ଫଳାଫଳ ଆଣିଛନ୍ତି ସେଥିପାଇଁ ଦେଶର କୋଣ ଅନୁକୋଣରେ ଉତ୍ସବର ବାତାବରଣ ସୃଷ୍ଟି ହୋଇଛି । ଆପଣ ଦିନରାତି ପରିଶ୍ରମ କରି ୧୦୦ ପଦକ ଅତିକ୍ରମ କରିଥିଲେ। ଏସୀୟ କ୍ରୀଡ଼ାରେ ଆପଣଙ୍କ ଭଳି ସମସ୍ତ ଆଥଲେଟମାନଙ୍କ ପ୍ରଦର୍ଶନ ଯୋଗୁଁ ସମଗ୍ର ଦେଶ ଗର୍ବ ଅନୁଭବ କରୁଛି।ଏସୀୟ କ୍ରୀଡ଼ା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡ଼ାବିତ୍ଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
October 10th, 06:24 pm
କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଖେଳାଳୀଙ୍କୁ ଦେଶର ପ୍ରତ୍ୟେକ ନାଗରିକଙ୍କ ତରଫରୁ ସ୍ୱାଗତ କରିଥିଲେ ଏବଂ ସଫଳତା ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ସ୍ମରଣ କରି କହିଥିଲେ ଯେ, ଏସୀୟ କ୍ରୀଡ଼ାର ଉଦଘାଟନୀ ସଂସ୍କରଣ ୧୯୫୧ ମସିହାର ଏହି ଷ୍ଟାଡିୟମରେ ଆୟୋଜନ କରାଯାଇଥିଲା ଯାହାକି ଏକ ସଂଯୋଗର ବିଷୟ। ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, କ୍ରୀଡ଼ାବିତ୍ଙ୍କ ସାହସ ଓ ପ୍ରତିବଦ୍ଧତା ଦେଶର ପ୍ରତ୍ୟେକ କୋଣଅନୁକୋଣରେ ପହଞ୍ଚିବା ସହିତ ସବୁ ଦେଶବାସୀଙ୍କୁ ଆନନ୍ଦରେ ଅଧୀର କରି ଦେଇଛି। ୧୦୦ରୁ ଅଧିକ ପଦକ ଲକ୍ଷ୍ୟ ହାସଲ ପଛରେ ରହିଥିବା ପରିଶ୍ରମ ବିଷୟରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସାରା ଦେଶ ଏଥିରେ ଗୌରବାନ୍ୱିତ ହୋଇପଡ଼ିଛି। ସେ ମଧ୍ୟ ପ୍ରଶିକ୍ଷକ ଓ ତାଲିମଦାତାମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଶାରୀରିକ ପ୍ରଶିକ୍ଷକ ଓ ଅନ୍ୟ ଅଧିକାରୀମାନଙ୍କୁ ସେମାନଙ୍କ ଯୋଗଦାନ ପାଇଁ ପ୍ରଶଂସା କରିଥିଲେ । ପ୍ରଧାନମନ୍ତ୍ରୀ ସବୁ କ୍ରୀଡ଼ାବିତଙ୍କ ମାତାପିତାଙ୍କୁ ସମ୍ମାନ ଜଣାଇବା ସହିତ ସେମାନଙ୍କ ପରିବାରର ଅବଦାନ ଓ ବଳିଦାନକୁ ଉଲ୍ଲେଖ କରିଥିଲେ । ପ୍ରଶିକ୍ଷଣ କ୍ଷେତ୍ର ଠାରୁ ଆରମ୍ଭ କରି ପୋଡିୟମ ପର୍ଯ୍ୟନ୍ତ, ମାତାପିତାଙ୍କ ସହାୟତା ବିନା ଏହି ଯାତ୍ରା ସମ୍ଭବ ହୋଇନଥାନ୍ତା ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।PM Modi addresses the Nari Shakti Vandan Abhinandan Karyakram in Ahmedabad
September 26th, 07:53 pm
Addressing the Nari Shakti Vandan Abhinandan Karyakram in Ahmedabad, Prime Minister Narendra Modi hailed the passage of the Nari Shakti Vandan Adhiniyam, seeking to reserve 33% of seats in Lok Sabha and state Assemblies for women. Speaking to the women in the event, PM Modi said, “Your brother has done one more thing in Delhi to increase the trust with which you had sent me to Delhi. Nari Shakti Vandan Adhiniyam, i.e. guarantee of increasing representation of women from Assembly to Lok Sabha.”ଏସୀୟ କ୍ରୀଡ଼ାରେ ଭାରତର ମହିଳା କ୍ରିକେଟ ଟିମକୁ ସ୍ୱର୍ଣ୍ଣ ମିଳିବାର ଖୁସି ମନାଇଛନ୍ତି ପ୍ରଧାନମନ୍ତ୍ରୀ
September 25th, 04:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସୀୟ କ୍ରୀଡ଼ା ୨୦୨୨ରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଭାରତର ମହିଳା କ୍ରିକେଟ ଟିମକୁ ଅଭିନନ୍ଦନ ଜଣାଇଛନ୍ତି ।PM congratulates Indian women's blind cricket team for winning the Gold at the IBSA World Games
August 26th, 10:29 pm
The Prime Minister, Shri Narendra Modi has congratulated Indian women's blind cricket team for winning the Gold at the IBSA World Games.'ଏକ ଭାରତ, ଶ୍ରେଷ୍ଠ ଭାରତ'ର ଭାବନା ଆମ ଦେଶକୁ ଶକ୍ତିଶାଳୀ କରୁଛି: 'ମନ୍ କୀ ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ
March 26th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ କି ବାତ୍’ରେ ଆମେ ଏଭଳି ହଜାର ହଜାର ଲୋକଙ୍କ ବିଷୟରେ ଆଲୋଚନା କରିଛୁ, ଯେଉଁମାନେ ଅନ୍ୟମାନଙ୍କ ସେବା ପାଇଁ ନିଜର ଜୀବନକୁ ସମର୍ପିତ କରିଦେଇଥାଆନ୍ତି । ଏଭଳି ଅନେକ ଲୋକ ଥାଆନ୍ତି, ଯେଉଁମାନେ ଝିଅମାନଙ୍କ ଶିକ୍ଷା ପାଇଁ ନିଜର ସାରା ପେନ୍ସନ୍ ଖର୍ଚ୍ଚ କରିଦେଇଥାଆନ୍ତି । କେହି ନିଜ ଜୀବନଯାକର ଉପାର୍ଜନକୁ ପରିବେଶ ଓ ପ୍ରାଣୀ ସେବା ପାଇଁ ସମର୍ପିତ କରିଦେଇଥାଏ । ଆମ ଦେଶରେ ପରମାର୍ଥକୁ ଏତେ ଉଚ୍ଚ ସ୍ଥାନ ଦିଆଯାଇଛି ଯେ, ଅନ୍ୟମାନଙ୍କ ସୁଖ ପାଇଁ ଲୋକେ ନିଜର ସର୍ବସ୍ୱ ଦାନ କରିବାରେ ମଧ୍ୟ କୁଣ୍ଠାବୋଧ କରନ୍ତି ନାହିଁ । ସେଇଥିପାଇଁ ତ ଆମକୁ ପିଲାଦିନେ ଶିବି ଓ ଦଧିଚିଙ୍କ ଭଳି ଦେହ-ଦାନୀଙ୍କ କାହାଣୀ କୁହାଯାଇଥାଏ।ଇଣ୍ଡିଆ ଟୁଡେ କନକ୍ଲେଭ୍ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 18th, 11:17 pm
ଇଣ୍ଡିଆ ଟୁଡେ କନକ୍ଲେଭ୍ ସହିତ ସଂଶ୍ଳିଷ୍ଟ ସମସ୍ତ ମହାନୁଭବମାନଙ୍କୁ ମୋର ନମସ୍କାର । ଦେଶ- ବିଦେଶରୁ ଯେଉଁ ଦର୍ଶକ- ପାଠକ, ଡିଜିଟାଲ ମାଧ୍ୟମ ଆମ ସହିତ ଯୋଡ଼ି ହୋଇଛନ୍ତି, ସେମାନଙ୍କୁ ମଧ୍ୟ ଅଭିନନ୍ଦନ । ମୋତେ ଏହା ଦେଖି ଅତ୍ୟନ୍ତ ଖୁସି ଲାଗୁଛି ଯେ ଏହି କନକ୍ଲେଭ୍ ଯାହା ରଖାଯାଇଛି - ଦି ଇଣ୍ଡିଆ ମୁମେଣ୍ଟ୍ - ଅର୍ଥାତ୍ ଆଜି ବିଶ୍ୱର ବଡ଼ ବଡ଼ ଅର୍ଥନୀତିଜ୍ଞ, ବିଶ୍ଳେଷକ, ଚିନ୍ତକ ସମସ୍ତେ ଏଇ କଥା କହୁଛନ୍ତି ଏବଂ ସମ ସ୍ୱରରେ କହୁଛନ୍ତି “ଏହା ହେଉଛି ଭାରତର ସମୟ”। କିନ୍ତୁ ଯେତେବେଳେ ଇଣ୍ଡିଆ ଟୁଡେ ଗ୍ରୁପ୍ ଏହି ସକାରାତ୍ମକ ମାନସିକତା ଦେଖାଉଛନ୍ତି, ସେତେବେଳେ ଏହାର କିଛି ଅଧିକ ବିଶେଷତା ରହିଛି । ଏମିତିରେ ତ ମୁଁ ୨୦ ମାସ ପୂର୍ବରୁ ଲାଲକିଲ୍ଲାର ମଞ୍ଚ ଉପଯୁ କହିଥିଲା- ଏହା ହେଉଛି ଉପଯୁକ୍ତ ଅବସର, ଏହା ହେଉଛି ପ୍ରକୃଷ୍ଟ ସମୟ । କିନ୍ତୁ ସେହି ବାର୍ତ୍ତା ଏଠାରେ ପହଞ୍ଚôବାକୁ ୨୦ ମାସ ସମୟ ଲାଗିଗଲା । ସେଇ ଏକା ଭାବନା ଥିଲା – ଦିସ୍ ଇଜ୍ ଇଣ୍ଡିଆସ୍ ମୁମେଣ୍ଟ୍ ।ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 18th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ହୋଟେଲ ତାଜ ପ୍ୟାଲେସରେ ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି।ଏସିଆ କପ ବିଜେତା ଭାରତୀୟ ମହିଳା କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 15th, 07:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସପ୍ତମ ମହିଳା ଏସିଆ କପ ବିଜେତା ଭାରତୀୟ ମହିଳା କ୍ରିକେଟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।ସିଡବ୍ଲ୍ୟୁଜି ୨୦୨୨ ରେ ରୌପ୍ୟ ପଦକ ଜିତିବା ପାଇଁ ମହିଳା କ୍ରିକେଟ୍ ଦଳର ସଦସ୍ୟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 08th, 08:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହିଳା କ୍ରିକେଟ୍ ଦଳର ସଦସ୍ୟମାନଙ୍କୁ ବର୍ମିଂହାମରେ ସିଡବ୍ଲ୍ୟୁଜି ୨୦୨୨ ରେ ରୌପ୍ୟ ପଦକ ଜିତିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍”ର ଓଡ଼ିଆ ଭାଷାନ୍ତର
March 28th, 11:30 am
ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ମନ୍ କି ବାତ୍”ର ଓଡ଼ିଆ ଭାଷାନ୍ତରଆକାଶବାଣୀରେ ପ୍ରଧାନମନ୍ତ୍ରୀଙ୍କ “ମନ୍ କି ବାତ୍”କାର୍ଯ୍ୟକ୍ରମ
July 30th, 11:01 am
ମନୁଷ୍ୟର ମନ ଏପରି ଗଢ଼ା ଯେ ବର୍ଷାକାଳ ତାକୁ ବଡ଼ ଆକର୍ଷଣୀୟ ଲାଗେ । ପଶୁପକ୍ଷୀ, ବୃକ୍ଷଲତା, ପ୍ରକୃତି ସମସ୍ତେ ବର୍ଷାକାଳର ଆଗମନରେ ପ୍ରଫୁଲ୍ଲିତ ହୋଇଉଠନ୍ତି । କିନ୍ତୁ ବେଳେବେଳେ ବର୍ଷା ଯେତେବେଳେ ବିକଟାଳ ରୂପ ଧାରଣ କରେ, ସେତେବେଳେ ତା'ର ବିନାଶକାରୀ ଶକ୍ତିର ପରିଚୟ ମିଳେ । ପ୍ରକୃତି ଆମକୁ ଜୀବନ ଦିଏ, ଆମର ପ୍ରତିପୋଷଣ କରେ କିନ୍ତୁ ବେଳେବେଳେ ବନ୍ୟା, ଭୂମିକମ୍ପ ଭଳି ପ୍ରାକୃତିକ ବିପଦଗୁଡ଼ିକର କରାଳ ରୂପ ବହୁତ ବିନାଶର କାରଣ ହୋଇଥାଏ । ପରିବର୍ତ୍ତିତ ଋତୁଚକ୍ର ଆଉ ପରିବେଶର ଯେଉଁ ପରିବର୍ତ୍ତନ ହେଉଛି ତା'ର ବହୁତ ନକାରାତ୍ମକ ପ୍ରଭାବ ପଡ଼ୁଛି ।ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 28 2017
July 28th, 07:38 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।