ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
February 08th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମାଲେସିଆର ପ୍ରଧାନମନ୍ତ୍ରୀ ମହାମହିମ ଦାତୋ ସେରୀ ଅନୱର ଇବ୍ରାହିମ ପେରଡାନା ପୁତ୍ରା ପରିସରରେ ସ୍ୱାଗତ କରିଛନ୍ତି । ସେଠାରେ ତାଙ୍କୁ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଏହା ପରେ, ଦୁଇ ନେତା ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସରକାରୀ ବାସଭବନ ସେରୀ ପେରଡାନାରେ ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଛନ୍ତି ।କୁଏତରେ ଶ୍ରମିକ ଶିବିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
December 21st, 07:00 pm
କୁଏତ ଗସ୍ତର ପ୍ରଥମ କାର୍ଯ୍ୟକ୍ରମ ଭାବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁଏତର ମୀନା ଅବଦୁଲ୍ଲା ଅଞ୍ଚଳରେ ଏକ ଶ୍ରମ ଶିବିର ପରିଦର୍ଶନ କରିଛନ୍ତି ଯେଉଁଥିରେ ପାଖାପାଖି ୧୫୦୦ ଭାରତୀୟ ନାଗରିକ କାମ କରୁଛନ୍ତି । ପ୍ରଧାନମନ୍ତ୍ରୀ ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ଭାରତୀୟ ଶ୍ରମିକଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ।Smiles and snacks in Qatar
June 04th, 10:28 pm
PM visits Workers Camp in Doha
June 04th, 09:54 pm