ମଧ୍ୟପ୍ରଦେଶର ଇନ୍ଦୋରରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
March 18th, 01:52 pm
ପ୍ରଧାନମନ୍ତ୍ରୀ ଇନ୍ଦୋରର ମର୍ମନ୍ତୁଦ ଅଗ୍ନିକାଣ୍ଡ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ କ୍ଷତିଗ୍ରସ୍ତ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।Our government is making the vision of women-led development the axis of development: PM Modi in Bhopal, Madhya Pradesh
May 31st, 11:00 am
PM Modi participated in the Devi Ahilyabai Mahila Sashaktikaran Mahasammelan and launched multiple projects in Bhopal, Madhya Pradesh. Quoting Devi Ahilyabai, he reiterated that true governance means serving the people and improving their lives. Emphasising the government’s commitment to increasing women's participation in policymaking, the PM highlighted the progressive steps taken over the past decade.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଦେଶର ଭୋପାଳ ଠାରେ ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଛନ୍ତି
May 31st, 10:27 am
ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଭୋପାଳରେ ଲୋକମାତା ଦେବୀ ଅହିଲ୍ୟାବାଇ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଥିଲେ। ସେ ଭୋପାଳରେ ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ମଧ୍ୟ କରିଥିଲେ। ଏହି କାର୍ଯ୍ୟକ୍ରମରେ ସେ 'ମା ଭାରତୀ'ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏବଂ ଭାରତର ମହିଳାମାନଙ୍କ ଶକ୍ତିକୁ ସ୍ୱୀକାର କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଶୀର୍ବାଦ ଦେବାକୁ ଆସିଥିବା ଭଉଣୀ ଏବଂ ଝିଅମାନଙ୍କର ବିଶାଳ ସମାବେଶ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ, କହିଥିଲେ ଯେ ସେମାନଙ୍କ ଉପସ୍ଥିତିରେ ସେ ସମ୍ମାନିତ ଅନୁଭବ କରୁଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଆଜି ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ, 140 କୋଟି ଭାରତୀୟଙ୍କ ପାଇଁ ପ୍ରେରଣାର ଏକ ଅବସର ଏବଂ ରାଷ୍ଟ୍ର ନିର୍ମାଣର ସ୍ମାରକୀ ପ୍ରୟାସରେ ଯୋଗଦାନ ଦେବାର ଏକ ମୁହୂର୍ତ୍ତ। ଦେବୀ ଅହିଲ୍ୟାବାଇଙ୍କ ଉଦ୍ଧୃତି ଦେଇ, ସେ ପୁନର୍ବାର କହିଥିଲେ ଯେ, ପ୍ରକୃତ ଶାସନ ଅର୍ଥ ହେଉଛି ଲୋକଙ୍କ ସେବା କରିବା ଏବଂ ସେମାନଙ୍କ ଜୀବନକୁ ଉନ୍ନତ କରିବା। ସେ ମନ୍ତବ୍ୟ ଦେଇଥିଲେ ଯେ, ଆଜିର କାର୍ଯ୍ୟକ୍ରମ ତାଙ୍କ ଦୃଷ୍ଟିକୋଣକୁ ପ୍ରତିଫଳିତ କରେ ଏବଂ ତାଙ୍କ ଆଦର୍ଶକୁ ଆଗକୁ ବଢ଼ାଏ। ପ୍ରଧାନମନ୍ତ୍ରୀ ଇନ୍ଦୋର ମେଟ୍ରୋର ଶୁଭାରମ୍ଭ ଏବଂ ଦାତିଆ ଏବଂ ସତନା ପାଇଁ ବିମାନ ସଂଯୋଗୀକରଣ ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମଧ୍ୟପ୍ରଦେଶରେ ଭିତ୍ତିଭୂମିକୁ ବୃଦ୍ଧି କରିବ, ବିକାଶକୁ ତ୍ୱରାନ୍ୱିତ କରିବ ଏବଂ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ସେ ଉପସ୍ଥିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ।AAP-da's sinking ship will drown in Yamuna Ji: PM Modi in Kartar Nagar, Delhi
January 29th, 01:16 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”PM Modi’s power-packed rally in Kartar Nagar ignites BJP’s campaign
January 29th, 01:15 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”୩୧ ଆର୍ଦ୍ରଭୂମି ମାନ୍ୟତା ପ୍ରାପ୍ତ ସହର ତାଲିକାରେ ସ୍ଥାନ ପାଇଥିବାରୁ ଇନ୍ଦୋର ଓ ଉଦୟପୁରକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
January 25th, 05:52 pm
ବିଶ୍ୱର ୩୧ ଆର୍ଦ୍ରଭୂମି ମାନ୍ୟତା ପ୍ରାପ୍ତ ସହର ତାଲିକାରେ ସ୍ଥାନ ପାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇନ୍ଦୋର ଏବଂ ଉଦୟପୁରକୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ, ଏହି ମାନ୍ୟତା ଭାରତର ନିରନ୍ତର ବିକାଶ ତଥା ପ୍ରକୃତି ଏବଂ ସହରୀ ଅଭିବୃଦ୍ଧି ମଧ୍ୟରେ ସମନ୍ୱୟ ରକ୍ଷା ପାଇଁ ଦୃଢ଼ ପ୍ରତିବଦ୍ଧତାକୁ ଦର୍ଶାଉଛି ।ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।Cabinet approves rail connectivity between Mumbai and Indore
September 02nd, 03:30 pm
The Union Cabinet has approved a new rail line connecting Mumbai and Indore. This strategic project will enhance connectivity and promote economic growth between these two major cities. The rail line is expected to significantly reduce travel time and boost trade and tourism in the region.ଇନ୍ଦୋରରେ ‘ମଜଦୁରୋଁ କା ହିତ ମଜଦୁରୋଁ କୋ ସମର୍ପିତ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ
December 25th, 12:30 pm
ଆଜିର କାର୍ଯ୍ୟକ୍ରମ ଆମର ଶ୍ରମିକ ଭାଇ ଭଉଣୀଙ୍କ ବର୍ଷ ବର୍ଷର କଠିନ ପରିଶ୍ରମ, ସଂକଳ୍ପ ଏବଂ ସ୍ୱପ୍ନର ଫଳ | ମୁଁ ଖୁସି ହେବାର କାରଣ ଆଜି ଅଟଳଜୀଙ୍କ ଜୟନ୍ତୀ ଏବଂ ଭାରତୀୟ ଜନତା ପାର୍ଟିର ଏହି ନୂତନ ସରକାର ଏବଂ ନୂତନ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମଧ୍ୟପ୍ରଦେଶରେ ଏହା ମୋର ପ୍ରଥମ ସାର୍ବଜନୀନ କାର୍ଯ୍ୟକ୍ରମ | ଏବଂ ମୋର ଗରିବ, ଅବହେଳିତ ଶ୍ରମିକ ଭାଇ ଓ ଭଉଣୀମାନଙ୍କ ପାଇଁ ଏଠାରେ ପହଞ୍ଚିବା ମୋ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ । ଏଭଳି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ପାଇବା ମୋ ପାଇଁ ଅତ୍ୟନ୍ତ ସନ୍ତୋଷଜନକ।'ମଜଦୁରୋଁ କା ହିତ୍ ମଜଦୁରୋଁ କୋ ସମର୍ପିତ' କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
December 25th, 12:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ 'ମଜଦୁରୋଁ କା ହିତ୍ ମଜଦୁରୋଁ କୋ ସମର୍ପିତ' କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ସେ ହୁକୁମଚାନ୍ଦ ମିଲ ଶ୍ରମିକଙ୍କ ବକେୟା ବାବଦରେ ପ୍ରାୟ ୨୨୪ କୋଟି ଟଙ୍କାର ଚେକ୍ ଇନ୍ଦୋରର ହୁକୁମଚାନ୍ଦ ମିଲ୍ ର ସରକାରୀ ଲିକ୍ୱିଡେଟର ଏବଂ ଲେବର ୟୁନିୟନର ମୁଖ୍ୟଙ୍କୁ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ହୁକୁମଚାନ୍ଦ ମିଲ ଶ୍ରମିକଙ୍କ ଦୀର୍ଘ ଦିନର ଦାବିର ସମାଧାନ ପାଇଁ ଉଦ୍ଦିଷ୍ଟ । ଶ୍ରୀ ମୋଦୀ ଖରଗୋନ ଜିଲ୍ଲାରେ ୬୦ ମେଗାୱାଟ ସୌର ଶକ୍ତି ପ୍ଲାଣ୍ଟର ଶିଳାନ୍ୟାସ କରିଛନ୍ତି ।ପ୍ରଧାନମନ୍ତ୍ରୀ 'ମଜଦୁରୋଁ କା ହିତ୍ ମଜଦୁରୋଁ କୋ ସମର୍ପିତ' କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ଏବଂ ଡିସେମ୍ବର ୨୫ ରେ ହୁକୁମଚାନ୍ଦ ମିଲ୍ କର୍ମଚାରୀଙ୍କ ବକେୟା ସମ୍ପର୍କିତ ଚେକ୍ ପ୍ରଦାନ କରିବେ
December 24th, 07:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୫, ୨୦୨୩ ମଧ୍ୟାହ୍ନ ୧୨ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ 'ମଜଦୁରୋଁ କା ହିତ୍ ମଜଦୁରୋଁ କୋ ସମର୍ପିତ' କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ହୁକୁମଚାନ୍ଦ ମିଲ୍ ଶ୍ରମିକଙ୍କ ବକେୟା ବକେୟା ବାବଦରେ ପ୍ରାୟ ୨୨୪ କୋଟି ଟଙ୍କାର ଚେକ୍ ସରକାରୀ ଲିକ୍ୟୁଡେଟର ଏବଂ ଶ୍ରମିକ ୟୁନିୟନ, ଇନ୍ଦୋରର ମୁଖ୍ୟଙ୍କୁ ହସ୍ତାନ୍ତର କରିବେ । ଏହି କାର୍ଯ୍ୟକ୍ରମ ରେ ହୁକୁମଚାନ୍ଦ ମିଲ ଶ୍ରମିକଙ୍କ ଦୀର୍ଘ ଦିନର ଦାବିର ସମାଧାନ ହେବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।5 ଅକ୍ଟୋବରରେ ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 04th, 09:14 am
ପୂର୍ବାହ୍ନ ପ୍ରାୟ 11: 15 ରେ ରାଜସ୍ଥାନର ଯୋଧପୁରରେ ପ୍ରଧାନମନ୍ତ୍ରୀ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଏବଂ ସଡକ, ରେଳ, ବିମାନ ଚଳାଚଳ, ସ୍ୱାସ୍ଥ୍ୟ ଏବଂ ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରାୟ 5000 କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପ ଦେଶକୁ ଉତ୍ସର୍ଗ କରିବେ। ପୂର୍ବାହ୍ନ ପ୍ରାୟ 03:30 ସମୟରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ଜବଲପୁରରେ ପହଞ୍ଚିବେ ଯେଉଁଠାରେ ସେ ସଡ଼କ, ରେଳ, ଗ୍ୟାସ, ପାଇପଲାଇନ୍, ଆବାସ ଏବଂ ସ୍ବଚ୍ଛ ପାନୀୟଜଳ ପରି କ୍ଷେତ୍ରରେ 12,600 କୋଟି ଟଙ୍କାରୁ ଅଧିକ ନିବେଶରେ ହୋଇଥିବା ବିକାଶ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ ତତା ତାହାକୁ ଦେଶକୁ ଉତ୍ସର୍ଗ କରିବେ।ମଧ୍ୟ ପ୍ରଦେଶର ଗ୍ୱାଲିୟରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ସମାରୋହ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 02nd, 09:07 pm
ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ ଚୌହାନ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ-ଗଣ ଶ୍ରୀମାନ ନରେନ୍ଦ୍ର ସିଂହ ଜୀ ତୋମର, ବୀରେନ୍ଦ୍ର କୁମାର ମହାଶୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ ମହାଶୟ, ଅନ୍ୟ ସମସ୍ତ ମହାନୁଭବ, ଏବଂ ଏଠାକୁ ଏତେ ବିପୁଳ ସଂଖ୍ୟାରେ ଆସିଥିବା ମୋର ସମସ୍ତ ପରିବାରଜନ, ଗ୍ୱାଲିୟରର ଏହି ଐତିହାସିକ ମାଟିକୁ ମୋର ଶତ- ଶତ ପ୍ରଣାମ ।ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ପ୍ରଧାନମନ୍ତ୍ରୀ ପ୍ରାୟ ୧୯,୨୬୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ଶିଳାନ୍ୟାସ କରିଛନ୍ତି ଓ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
October 02nd, 03:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ପ୍ରାୟ ୧୯,୨୬୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ଦିଲ୍ଲୀ – ଭଦୋଦରା ଏକ୍ସପ୍ରେସୱେର ଲୋକାର୍ପଣ, ପିଏମଏୱାଇ ଅଧୀନରେ ନିର୍ମିତ ୨.୨ ଲକ୍ଷରୁ ଅଧିକ ଘରର ଗୃହ ପ୍ରବେଶ ଏବଂ ପିଏମଏୱାଇ – ସହର ଯୋଜନା ଅଧୀନରେ ନିର୍ମିତ ଗୃହ ଗୁଡ଼ିକର ଲୋକାର୍ପଣ, ଜଳ ଜୀବନ ମିଶନ ପ୍ରକଳ୍ପର ଶିଳାନ୍ୟାସ, ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ ଅଧୀନରେ ୯ଟି ସ୍ୱାସ୍ଥ୍ୟ କେନ୍ଦ୍ର, ଆଇଆଇଟି ଇନ୍ଦୋରର ଏକାଡେମିକ ବିଲ୍ଡିଂର ଲୋକାର୍ପଣ ଏବଂ କ୍ୟାମ୍ପସରେ ହଷ୍ଟେଲ ଏବଂ ଅନ୍ୟାନ୍ୟ କୋଠା ଗୁଡିକର ଶିଳାନ୍ୟାସ ଏବଂ ଇନ୍ଦୋର ଠାରେ ଏକ ମଲ୍ଟି-ମୋଡାଲ୍ ଲଜିଷ୍ଟିକ୍ ପାର୍କ ପ୍ରକଳ୍ପ ଅନ୍ତର୍ଭୁକ୍ତ ।ମଧ୍ୟପ୍ରଦେଶର ବିନାଠାରେ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
September 14th, 12:15 pm
ବୁନ୍ଦେଲଖଣ୍ଡର ଏହି ଦେଶ ହେଉଛି ବୀରଙ୍କ ଭୂମି, ଯୋଦ୍ଧାଙ୍କ ଭୂମି ଅଟେ। ଏହି ଭୂମିକୁ ଉଭୟ ବିନା ଓ ବେତୱା ନଦୀର ଆଶୀର୍ବାଦ ମିଳିଛି। ଆଉ ମୋ ପାଇଁ, ଏହି ମାସରେ ଦ୍ୱିତୀୟ ଥର ପାଇଁ, ସାଗରକୁ ଆସି ଆପଣ ସମସ୍ତଙ୍କୁ ଦେଖିବାର ସୁଯୋଗ ମିଳିବା ମୋ ପାଇଁ ସୌଭାଗ୍ୟର ବିଷୟ । ମୁଁ ଶ୍ରୀ ଶିବରାଜଙ୍କ ସରକାରଙ୍କୁ ଅଭିନନ୍ଦନ ଏବଂ ଧନ୍ୟବାଦ ଜଣାଉଛି ଯେ ସେ ମୋତେ ଆଜି ଆପଣ ମାନଙ୍କ ମଧ୍ୟରେ ଆସିବାକୁ, ଆପଣମାନଙ୍କୁ ଦେଖିବାର ଅବସର ମଧ୍ୟ ଦେଇଛନ୍ତି। ଗତଥର ମୁଁ ସନ୍ଥ ରବିଦାସଜୀଙ୍କ ଭବ୍ୟ ସ୍ମାରକୀର ଶିଳାନ୍ୟାସ ଅବସରରେ ଆପଣଙ୍କ ମଧ୍ୟକୁ ଆସିଥିଲି। ଆଜି ମଧ୍ୟପ୍ରଦେଶର ବିକାଶରେ ନୂଆ ଗତି ଆଣିବା ଭଳି ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର ସୁଯୋଗ ପାଇଛି। ଏହି ପ୍ରକଳ୍ପଗୁଡ଼ିକ ଏହି ଅଞ୍ଚଳର ଶିଳ୍ପ ବିକାଶକୁ ନୂତନ ଶକ୍ତି ପ୍ରଦାନ କରିବ। ଏହି ସବୁ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୫୦ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ଆପଣ କଳ୍ପନା କରିପାରିବେ କି, ପଚାଶ ହଜାର କୋଟି ଅର୍ଥ କ'ଣ ହୋଇଥାଏ? ଆମ ଦେଶର ଅନେକଗୁଡ଼ିଏ ରାଜ୍ୟର ବାର୍ଷିକ ବଜେଟ୍ ଏତିକି ହୋଇ ନ ଥାଏ, ଯାହାକି ଆଜି କେବଳ ଗୋଟିଏ କାର୍ଯ୍ୟକ୍ରମ ପାଇଁ ଭାରତ ସରକାର ଏ ଖର୍ଚ୍ଚ କରୁଛନ୍ତି। ମଧ୍ୟପ୍ରଦେଶ ପ୍ରତି ଆମର ପ୍ରତିବଦ୍ଧତା କେତେ ବଡ଼ ତାହା ଏହା ଦର୍ଶାଉଛି। ଏହି ସବୁ ପ୍ରକଳ୍ପ ଆଗାମୀ ଦିନରେ ମଧ୍ୟପ୍ରଦେଶର ହଜାର ହଜାର ଯୁବକଯୁବତୀଙ୍କୁ ରୋଜଗାର ଯୋଗାଇବ। ଏହି ପ୍ରକଳ୍ପଗୁଡ଼ିକ ଗରିବ ଓ ମଧ୍ୟବିତ୍ତ ପରିବାରର ସ୍ୱପ୍ନ ପୂରଣ କରିବାକୁ ଯାଉଛି। ବିନା ରିଫାଇନାରୀର ସମ୍ପ୍ରସାରଣ ଏବଂ ଅନେକ ନୂତନ ସୁବିଧାର ଶିଳାନ୍ୟାସ ପାଇଁ ମୁଁ ମଧ୍ୟପ୍ରଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କ ମଧ୍ୟପ୍ରଦେଶ ଗସ୍ତ କାଳରେ ବିଭିନ୍ନ ବିକାଶ ପ୍ରକଳ୍ପର ଶିଳାନ୍ୟାସ
September 14th, 11:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୪-୯-୨୦୨୩)ମଧ୍ୟପ୍ରଦେଶର ବୀନାଠାରେ ୫୦, ୭୦୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ସେଗୁଡିକ ମଧ୍ୟରେ ବୀନାଠାରେ ଭାରତ ପଟ୍ରୋଲିୟମ ନିଗମ ଲିମିଟେଡ(ବିପିସିଏଲ)ର ପେଟ୍ରୋ ରସାୟନ ପରିସର ରହିଛି । ଏହା ୪୯ ହଜାର କୋଟି ଟଙ୍କା ବ୍ୟୟରେ ବିକଶିତ ହେବ । ଏହା ବ୍ୟତୀତ ନର୍ମଦାପୁରମ୍ ଜିଲ୍ଲାରେ ଶକ୍ତି ଓ ଅକ୍ଷୟଶକ୍ତି ନିର୍ମାଣ ଅଞ୍ଚଳ, ଇନ୍ଦୋରରେ ଦୁଇଟି ଆଇଟି ଉଦ୍ୟାନ, ରତଲାମ୍ରେ ଗୋଟିଏ ବୃହତ ଶିଳ୍ପ ଉଦ୍ୟାନ ଓ ମଧ୍ୟପ୍ରଦେଶର ବିଭିନ୍ନ ସ୍ଥାନରେ ଛଅଟି ନୂତନ ଶିଳ୍ପାଞ୍ଚଳ ଅନ୍ତର୍ଭୁକ୍ତ । ସମବେତ ଜନତାଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ବୁନ୍ଦେଲଖଣ୍ଡ ହେଉଛି ଯୋଦ୍ଧାଙ୍କ ଭୂମି । ସେ ମଧ୍ୟପ୍ରଦେଶର ସାଗରକୁ ମାସକ ମଧ୍ୟରେ ଆସିଥିବାର ସୁଯୋଗ ପାଇଥିବାରୁ ସେଠାକାର ସରକାରଙ୍କୁ ଧନ୍ୟବାଦ ଦେଇଥିଲେ । ସେ ମଧ୍ୟ ସନ୍ଥ ରବିଦାସଜୀଙ୍କ ସ୍ମାରକୀସ୍ଥଳର ଶିଳାନ୍ୟାସ ପାଇଁ ଆସିଥିବାର ସ୍ମୃତିଚାରଣ କରିଥିଲେ ।ଜି-୨ଠ ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀମାନଙ୍କ ବୈଠକ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
July 21st, 09:06 am
ଆପଣଙ୍କ ସମ୍ମୁଖରେ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆର୍ଥିକ ଏବଂ ସାମାଜିକ କାରଣଗୁଡ଼ିକ ମଧ୍ୟରୁ ଗୋଟିଏ ରୋଜଗାର ଉପରେ ଆଲୋଚନା କରୁଛି । ଆମେ ରୋଜଗାର କ୍ଷେତ୍ରରେ କିଛି ସବୁଠାରୁ ବଡ଼ ପରିବର୍ତ୍ତନର ସୀମାରେଖା ଉପରେ ଅଛୁ ଏବଂ ଆମକୁ ଏହି ନୂତନ ପରବର୍ତ୍ତନ ସହିତ ପହଞ୍ଚାଇବା ପାଇଁ ଉତ୍ତରଦାୟୀ ଏବଂ ପ୍ରଭାବୀ ରଣନୀତିଗୁଡ଼ିକ ପ୍ରସ୍ତୁତ କରିବାର ଆବଶ୍ୟକତା ରହିଛି । ଚତୁର୍ଥ ଔଦ୍ୟୋଗିକ କ୍ରାନ୍ତିର ଏହି ଯୁଗରେ ମୁଁ ପ୍ରଦୌଗିକ ରୋଜଗାରର ମୁଖ୍ୟ ସୂତ୍ରଧର ହୋଇଯାଇଛି ଏବଂ ଆଗକୁ ମଧ୍ୟ ରହିବି । ଏହା ସୌଭାଗ୍ୟର କଥା ଯେ ଏହି ବୈଠକ ଭାରତ ଭଳି ଦେଶରେ ଅନୁଷ୍ଠିତ ହେଉଛି, ଯାହା ନିକଟରେ ପୂର୍ବରୁ ହୋଇଥିବା ଏମିତି ପ୍ରଦୌଗିକ-ଆଧାରିତ ପରିବର୍ତ୍ତନ ହେଉଥିବା ସମୟରେ ବହୁ ସଂଖ୍ୟାରେ ପ୍ରଦୌଗିକ ସହିତ ଜଡ଼ିତ ରୋଜଗାର ସୃଜନର ଅନୁଭବ ରହିଛି ଏବଂ ଆପଣଙ୍କର ଆତିଥ୍ୟର ସହର ଇନ୍ଦୋର ଏମିତି ପରିବର୍ତ୍ତନର ନୂତନ ଲହରର ନେତୃତ୍ୱ ନେଇଥିବା ଅନେକ ଷ୍ଟାର୍ଟଅପର କେନ୍ଦ୍ର ଅଛି।ପ୍ରଧାନମନ୍ତ୍ରୀଙ୍କ ଜି-୨୦ ଶ୍ରମ ନିଯୁକ୍ତି ମନ୍ତ୍ରୀ ବୈଠକରେ ଉଦ୍ବୋଧନ
July 21st, 09:05 am
ନିଯୁକ୍ତିକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ଓ ସାମାଜିକ ବିଷୟ ଭାବେ ବିବେଚନା କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବିଶ୍ୱ ବର୍ତ୍ତମାନ ନିଯୁକ୍ତି କ୍ଷେତ୍ରରେ ସବୁଠାରୁ ବଡ ଆହ୍ୱାନର ସାମ୍ନା କରୁଛି । ଏ ପ୍ରକାର ଦ୍ରୁତ ଅବସ୍ଥାନ୍ତରର ମୁକାବିଲା କରିବା ନିମନ୍ତେ ଦକ୍ଷତାପୂର୍ଣ୍ଣ ରଣନୀତି ପ୍ରସ୍ତୁତ କରିବାକୁ ପଡିବ । ଚତୁର୍ଥ ଶିଳ୍ପ ବିପ୍ଳବ ଯୁଗରେ ନିଯୁକ୍ତି ପାଇଁ ପ୍ରଯୁକ୍ତିର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହି ଆସିଛି ଓ ରହିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।5 ଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
June 27th, 10:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟ ପ୍ରଦେଶର ଭୋପାଳର ରାନୀ କମଲାପତି ରେଲୱେ ଷ୍ଟେସନ ଠାରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସ ଭୋପାଳ (ରାନୀ କମଲାପତି) – ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ, ଭୋପାଳ (ରାନୀ କମଳାପତି) –ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ, ରାଞ୍ଚୀ-ପାଟନା ବନ୍ଦେ ଭାରତ ଏକ୍ସପ୍ରେସ, ଧାରବାଡ଼-ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଗୋଆ (ମଡ଼ଗାଓଁ) ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ ଅଟେ।ନେପାଳର ପ୍ରଧାନମନ୍ତ୍ରୀଙ୍କର ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତ୍ତିର ଇଂରାଜୀ ଅନୁବାଦ
June 01st, 12:00 pm
ମାନନୀୟ ପ୍ରଧାନମନ୍ତ୍ରୀ 'ପ୍ରଚଣ୍ଡ' ଜୀ, ଉଭୟ ଦେଶର ପ୍ରତିନିଧି ମଣ୍ଡଳୀ, ଆମର ସମସ୍ତ ଗଣମାଧ୍ୟମ ବନ୍ଧୁ