ଗୁଜରାଟର ସାନନ୍ଦରେ କେନ୍ସ ସେମିକନ୍ ପ୍ଲାଣ୍ଟର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 31st, 01:05 pm
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଶ୍ରୀ ହର୍ଷ ଭାଇ ସଂଘଭି, କେନ୍ଦ୍ର କ୍ୟାବିନେଟ୍ରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ରାଜ୍ୟ ମନ୍ତ୍ରୀ ଭାଇ ଅର୍ଜୁନ ମୋଧୱାଡିଆ ଜୀ, କେନ୍ସ ଏବଂ ଆଲଫା ଓମେଗା ସେମିକଣ୍ଡକ୍ଟରର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଉଣୀ ଏବଂ ସଜ୍ଜନମାନେ ।ଗୁଜରାଟର ସାନନ୍ଦଠାରେ କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାନନ୍ଦଠାରେ କେନ୍ସ ଟେକ୍ନୋଲୋଜି ସେମିକଣ୍ଡକ୍ଟର ପ୍ଲାଣ୍ଟକୁ ଉଦ୍ଘାଟନ କରି କାରଖାନାରେ ଉତ୍ପାଦନର ଶୁଭାରମ୍ଭ କରିଛନ୍ତି। ଫେବୃଆରୀ ୨୮ ତାରିଖରେ ମାଇକ୍ରୋନ୍ ପ୍ଲାଣ୍ଟରେ ଉତ୍ପାଦନ ଆରମ୍ଭ ସମୟରେ ସେ ସାନନ୍ଦରେ ଉପସ୍ଥିତ ଥିଲେ। ଠିକ୍ ଗୋଟିଏ ମାସ ପରେ ସେ ଏହି ସ୍ଥାନକୁ କେନ୍ସ ହାସଲ କରିଥିବା ଏହି ଗୁରୁତ୍ୱପୂର୍ଣ୍ଣ ସଫଳତା ପାଇଁ ପୁନର୍ବାର ଆସିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଅବସରରେ ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି ଯେ, ଏହା କେବଳ ଏକ ସଂଯୋଗ ନୁହେଁ, ବରଂ ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ୍ କେତେ ଦ୍ରୁତ ଗତିରେ ବିକଶିତ ହେଉଛି, ଏହା ତାହାର ପ୍ରମାଣ।”ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ (ଆଇ. ଭି. ଏଫ୍. ଆର୍. ଟି.) ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି
March 25th, 04:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ (ଆଇ. ଭି. ଏଫ୍. ଆର୍. ଟି.) ଯୋଜନାକୁ ୨୦୨୬ ମସିହା ମାର୍ଚ୍ଚ ମାସ ୩୧ ତାରିଖ ପରେ ୨୦୨୬ ମସିହା ଏପ୍ରିଲ ମାସ ୧ ତାରିଖ ଠାରୁ ୨୦୩୧ ମସିହା ମାର୍ଚ୍ଚ ମାସ ୩୧ ତାରିଖ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ପାଇଁ ଜାରି ରଖିବାକୁ ମଞ୍ଜୁରି ଦେଇଛନ୍ତି।Fulfilling public aspirations is the core objective of this budget and the resolution of this government: PM Modi
March 09th, 10:30 am
PM Modi addressed the post-budget webinars today, focusing on the theme “Sabka Saath Sabka Vikas-Fulfilling Aspirations of People”. In his remarks, the PM highlighted India’s prowess in the past decade in health, education, sports and tourism. He emphasised the importance of synergy between various stakeholders to accelerate national progress and solidify the foundation of a Viksit Bharat.‘ସବ୍କା ସାଥ୍ ସବ୍କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 09th, 10:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବଜେଟ୍ ପରବର୍ତ୍ତୀ ୱେବିନାର ସିରିଜର ଚତୁର୍ଥ ୱେବିନାରରେ ସବକା ସାଥ ସବକା ବିକାଶ - ଲୋକଙ୍କ ଆକାଂକ୍ଷା ପୂରଣ ବିଷୟ ଉପରେ ଆଲୋଚନା କରିଥିଲେ। ଶିକ୍ଷା, ଦକ୍ଷତା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, କ୍ରୀଡା ଏବଂ ସଂସ୍କୃତି କ୍ଷେତ୍ରକୁ ଏହି ଲକ୍ଷ୍ୟ ହାସଲ ପାଇଁ ପ୍ରମୁଖ ମାଧ୍ୟମ ଭାବରେ ବର୍ଣ୍ଣନା କରି, ଶ୍ରୀ ମୋଦୀ ବଜେଟ୍ ଘୋଷଣାଗୁଡ଼ିକର ପ୍ରଭାବୀ କାର୍ଯ୍ୟାନ୍ୱୟନ ବିଷୟରେ ଆଲୋଚନା କରିବାକୁ ବିଶେଷଜ୍ଞ ଏବଂ ନୀତି ନିର୍ଦ୍ଧାରକମାନଙ୍କୁ ଆମନ୍ତ୍ରଣ କରିଥିଲେ। ସେ କହିଥିଲେ, ଜନତାଙ୍କ ଆକାଂକ୍ଷା ପୂରଣ କରିବା କେବଳ ଏକ ବିଷୟ ନୁହେଁ; ଏହା ଏହି ବଜେଟର ମୂଳ ଲକ୍ଷ୍ୟ ଏବଂ ଏହି ସରକାରଙ୍କ ସଂକଳ୍ପ।"କୃଷି ଏବଂ ଗ୍ରାମୀଣ ପରିବର୍ତ୍ତନ" ଶୀର୍ଷକ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 01:14 pm
ବଜେଟ୍ ୱେବିନାର୍ ସିରିଜ୍ର ତୃତୀୟ ୱେବିନାର୍ କୁ, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପୂର୍ବରୁ, ପ୍ରଯୁକ୍ତିବିଦ୍ୟା, ସଂସ୍କାର ଏବଂ ଆର୍ଥିକ ଅଭିବୃଦ୍ଧି ଭଳି ପ୍ରମୁଖ ବିଷୟ ଉପରେ ଦୁଇଟି ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଆଜି, ଆମେ ଗ୍ରାମୀଣ ଅର୍ଥନୀତି ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକ ଉପରେ ଆଲୋଚନା ହେଉଛି । ଆପଣମାନେ ସମସ୍ତେ ଆପଣଙ୍କର ମୂଲ୍ୟବାନ ପରାମର୍ଶ ସହିତ ବଜେଟ୍ ଗଠନରେ ଅନେକ ଅବଦାନ ଦେଇଛନ୍ତି, ଏବଂ ଆପଣ ଆପଣଙ୍କର ପରାମର୍ଶଗୁଡ଼ିକୁ ବଜେଟ୍ ରେ ପ୍ରତିଫଳିତ ହୋଇଥିବା ଦେଖିପାରୁଥିବେ, ଯାହା ବହୁତ ସହାୟକ ପ୍ରମାଣିତ ହୋଇଛି। କିନ୍ତୁ ଏବେ ବଜେଟ୍ ଆସିଯାଇଛି, ବର୍ତ୍ତମାନ ବଜେଟ୍ ପରେ ତାହାର ସଂପୂର୍ଣ୍ଣ ସମ୍ଭାବନାର ଲାଭ ଦେଶକୁ ମିଳୁ, ଏହି ଦିଗରେ ମଧ୍ୟ ଏହାକୁ ସାକାର କରିବା ପାଇଁ ଆପଣଙ୍କର ଅଭିଜ୍ଞତା, ପରାମର୍ଶ ଏବଂ ଏକ ସରଳ ପଦ୍ଧତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ କିପରି ନିଶ୍ଚିତ କରିବା ଯେ ବଜେଟର ପ୍ରତ୍ୟେକ ଟଙ୍କା ଏହାର ଉଦ୍ଦେଶ୍ୟକୁ ହାସଲ କରୁଛି ? କିପରି ଆମେ ଏହାକୁ ଶୀଘ୍ର ସମ୍ଭବ କରି ପାରିବା ? ଏହି ୱେବିନାର୍ ପାଇଁ ଆପଣଙ୍କ ପରାମର୍ଶ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଛି ।କୃଷି ଓ ଗ୍ରାମୀଣ ରୂପାନ୍ତରଣ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ ବିଷୟ ଉପରେ ପର୍ଯ୍ୟବେଶିତ ତୃତୀୟ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୈତିକ ବିକାଶ ଉପରେ ପର୍ଯ୍ୟବେଶିତ ପୂର୍ବ ଅଧିବେଶନଗୁଡ଼ିକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବଜେଟ୍ ଗଠନ ସମୟରେ ଅଂଶୀଦାରମାନେ ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ। ଏବେ, ବଜେଟ୍ ପରେ, ଦେଶ ଏହାର ପୂର୍ଣ୍ଣ ସମ୍ଭାବନାକୁ ବ୍ୟବହାର କରିବା ବି ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ, ଏବଂ ସେଥିପାଇଁ ଆପଣମାନଙ୍କ ପରାମର୍ଶ ବେଶ ଗୁରୁତ୍ବପୂର୍ଣ୍ଣ ଏବଂ ସେହି କାରଣରୁ ଏହି ୱେବିନାରଟି ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ ।India – Finland Joint Statement on the State Visit of President of the Republic of Finland
March 05th, 08:03 pm
At the invitation of PM Modi, Finland President Alexander Stubb is on a State Visit to India from 4-7 March 2026. They held wide-ranging discussions during a bilateral meeting. The two leaders affirmed the deep and enduring friendship between India and Finland, built on a foundation of mutual respect and the values of democracy and rule of law, as well as commitment to global peace, security and international law.ଫଳାଫଳ ତାଲିକା: ଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ଗସ୍ତ
March 05th, 04:36 pm
ଫଳାଫଳ ତାଲିକା: ଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ଗସ୍ତଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 05th, 11:55 am
ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଭାବରେ ରାଷ୍ଟ୍ରପତି ଷ୍ଟବ୍ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିଥିବାରୁ ମୁଁ ତାଙ୍କୁ ସ୍ୱାଗତ କରୁଛି। ରାଷ୍ଟ୍ରପତି ଷ୍ଟବ୍ କେବଳ ଜଣେ ପ୍ରସିଦ୍ଧ ବିଶ୍ୱ ନେତା ନୁହଁନ୍ତି ବରଂ ଜଣେ ସମ୍ମାନିତ ଚିନ୍ତାନାୟକ ଏବଂ ଲେଖକ ମଧ୍ୟ।Prime Minister emphasises strong foundation built for a truly renewed partnership between the two nations with the visit of Prime Minister of Canada
March 03rd, 10:16 pm
Praising the visit of Canadian PM Mark Carney to India, PM Modi said that the visit has built a strong foundation for a truly renewed partnership between the two nations. He added that he looks forward to working together to build a bright future and shared prosperity for the people of both countries.ଭାରତ-କାନାଡ଼ା ନେତାମାନଙ୍କର ମିଳିତ ବିବୃତି
March 02nd, 05:05 pm
ଭାରତର ପ୍ରଧାନମନ୍ତ୍ରୀ ମହାମହିମ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଫେବୃଆରୀ ୨୭ରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ସରକାରୀ ଗସ୍ତ କରିଥିଲେ। କାନାଡା ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ଭାରତ ଗସ୍ତ ଥିଲା। ଏହା ୨୦୧୮ ପରେ କାନାଡା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଦ୍ୱିପାକ୍ଷିକ ଭାରତ ଗସ୍ତ। ପ୍ରଧାନମନ୍ତ୍ରୀ କାର୍ନିଙ୍କ ସହିତ କାନାଡାର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଆସିଥିଲେ ଯେଉଁଥିରେ ବରିଷ୍ଠ ମନ୍ତ୍ରୀ, ପ୍ରାଦେଶିକ ନେତା ଏବଂ ପ୍ରମୁଖ ସିଇଓମାନେ ସାମିଲ ଥିଲେ।ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
March 02nd, 05:04 pm
ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତଭାରତ-କାନାଡା ସିଇଓ ଫୋରମ୍ ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 02:30 pm
ମାନନୀୟ ପ୍ରଧାନମନ୍ତ୍ରୀ ମାର୍କ କାର୍ନି, ଉଭୟ ଦେଶର ବ୍ୟବସାୟ ନେତାଗଣ, ମାନନୀୟା ମହିଳା ଏବଂ ସଜ୍ଜନମାନେ, ନମସ୍କାର!କାନାଡା ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 02nd, 11:40 am
ଗତବର୍ଷ କାନାଡାରେ ଅନୁଷ୍ଠିତ ଜି୭ ବୈଠକରେ ସେ ମୋତେ ଓ ମୋର ପ୍ରତିନିଧିମଣ୍ଡଳକୁ ଭବ୍ୟ ସ୍ୱାଗତ କରିଥିଲେ। ଆଜି ସେହି ଆତ୍ମୀୟତା ସହିତ ତାଙ୍କୁ ସ୍ୱାଗତ କରିବା ମୋ ପାଇଁ ସୌଭାଗ୍ୟର ବିଷୟ। ବିଶ୍ୱରେ ବହୁତ କମ୍ ଲୋକ ଅଛନ୍ତି ଯାହାଙ୍କ ଜୀବନ ସାରଣୀରେ ଦୁଇଟି ଦେଶର କେନ୍ଦ୍ରୀୟ ବ୍ୟାଙ୍କିଙ୍ଗ ନେତୃତ୍ୱ ଅନ୍ତର୍ଭୁକ୍ତ।ଜାତୀୟ ବିଜ୍ଞାନ ଦିବସ ଅବସରରେ ଜାତୀୟ ବିକାଶ ଏବଂ ବିଶ୍ୱ କଲ୍ୟାଣ ପାଇଁ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟାର ଉପଯୋଗ ଲାଗି ପ୍ରଧାନମନ୍ତ୍ରୀଙ୍କ ସଂକଳ୍ପ
February 28th, 10:08 am
ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ, ଜାତୀୟ ବିଜ୍ଞାନ ଦିବସରେ, ଆମେ ଗବେଷଣା, ନବସୃଜନ ଏବଂ ବୈଜ୍ଞାନିକ କୌତୁହଳର ଉତ୍ସାହକୁ ପାଳନ କରୁ ଯାହା ଆମ ଦେଶକୁ ଆଗକୁ ନେଉଛି।"ବିକଶିତ ଭାରତ ପାଇଁ ପ୍ରଯୁକ୍ତିବିଦ୍ୟା, ସଂସ୍କାର ଏବଂ ଅର୍ଥ" ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 01:01 pm
ଏହି ବର୍ଷର ପ୍ରଥମ ବଜେଟ୍ ୱେବିନାରରେ ଆପଣମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି। ଗତ କିଛି ବର୍ଷରେ ବଜେଟ୍ ୱେବିନାର ଏକ ସୁଦୃଢ ପରମ୍ପରାର ରୂପ ନେଇଛି। ସାଧାରଣତଃ ବଜେଟ୍ର ମୂଲ୍ୟାଙ୍କନ ବିଭିନ୍ନ ପାରାମିଟର୍ ଆଧାରରେ କରାଯାଏ, କେବେ ଶେୟାର ବଜାରର ଗତି ଉପରେ ଆଲୋଚନା ହୁଏ, କେବେ ଆୟକର ପ୍ରସ୍ତାବ ଉପରେ ଚର୍ଚ୍ଚା କେନ୍ଦ୍ରିତ ହୁଏ। କିନ୍ତୁ ସତକଥା ହେଉଛି ଯେ ଜାତୀୟ ବଜେଟ୍ କୌଣସି ସ୍ଵଳ୍ପମିଆଦୀ ବ୍ୟବସାୟିକ ଦଲିଲ୍ ନୁହେଁ; ଏହା ଏକ ନୀତିଆଧାରିତ ରୋଡମ୍ୟାପ୍। ତେଣୁ ବଜେଟ୍ର ପ୍ରଭାବଶୀଳତାକୁ ମଧ୍ୟ ଦୃଢ଼ ପାରାମିଟର୍ ଉପରେ ମୂଲ୍ୟାଙ୍କନ କରାଯିବା ଉଚିତ। ଏହା ହେଉଛି ଏମିତି ନୀତି, ଯାହା ଭିତ୍ତିଭୂମିର ବିସ୍ତାର କରେ, ଋଣ ପ୍ରବାହକୁ ସୁଗମ କରେ, ବ୍ୟବସାୟ କରିବାରେ ସହଜତାକୁ ବଢ଼ାଏ, ପ୍ରଶାସନରେ ପାରଦର୍ଶିତା ଆଣେ, ଏବଂ ଲୋକମାନଙ୍କ ଜୀବନକୁ ସହଜ କରି ନୂତନ ଅବସର ସୃଷ୍ଟି କରେ। ବଜେଟ୍ ରେ ଏହି ସବୁ ସମ୍ବନ୍ଧୀୟ ସିଦ୍ଧାନ୍ତ ଅର୍ଥନୀତିକୁ ଦୀର୍ଘସ୍ଥାୟୀ ଦୃଢତା ଦେଇଥାଏ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, କୌଣସି ବଜେଟ୍କୁ ଅଲଗା ଭାବେ ଦେଖାଯିବା ଉଚିତ୍ ନୁହେଁ। ରାଷ୍ଟ୍ର ନିର୍ମାଣ ଏକ ନିରନ୍ତର ପ୍ରକ୍ରିୟା। ପ୍ରତ୍ୟେକ ବଜେଟ୍ ଏକ ବଡ଼ ଲକ୍ଷ୍ୟ ଦିଗରେ ଆଗକୁ ବଢ଼ିବାର ଏକ ପଦକ୍ଷେପ ହୋଇଥାଏ। ଆମ ସାମ୍ନାରେ ରହିଥିବା ସେହି ବଡ଼ ଲକ୍ଷ୍ୟ ହେଉଛି, ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ। ପ୍ରତ୍ୟେକ ସଂସ୍କାର, ପ୍ରତ୍ୟେକ ଆବଣ୍ଟନ, ପ୍ରତ୍ୟେକ ପରିବର୍ତ୍ତନକୁ ଏହି ଦୀର୍ଘ ଯାତ୍ରାର ଅଂଶ ଭାବେ ଦେଖିବା ଦରକାର। ସେଥିପାଇଁ ପ୍ରତିବର୍ଷ ବଜେଟ୍ ପରେ ଆୟୋଜିତ ହେଉଥିବା ଏହି ୱେବିନାରଗୁଡିକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମୋର ଆଶା ଯେ, ଏହି ୱେବିନାରଗୁଡିକ କେବଳ ବିଚାରର ଆଦାନ ପ୍ରଦାନରେ ସୀମିତ ନରହି ଏକ ପ୍ରଭାବଶୀଳ ମନନ – ଚର୍ଚ୍ଚାରେ ପରିଣତ ହେଉ। ଆପଣମାନଙ୍କର ଅନୁଭବ ଏବଂ ବ୍ୟାବହାରିକ ଆହ୍ଵାନ ଉପରେ ଆଧାରିତ ପରାମର୍ଶ ଆର୍ଥିକ କୌଶଳକୁ ଅଧିକ ସୁଦୃଢ଼ କରିବାରେ ଓ ସମାଧାନ ଖୋଜିବାରେ ନିଶ୍ଚିତ ଭାବେ ସାହାଯ୍ୟ କରିବ। ଯେତେବେଳେ ଉଦ୍ୟୋଗ, ଶିକ୍ଷାକ୍ଷେତ୍ର, ବିଶ୍ଳେଷକ ଏବଂ ନୀତି ନିର୍ମାତାମାନେ ଏକାସାଥିରେ ଚିନ୍ତନ କରନ୍ତି, ଯୋଜନାଗୁଡିକର କାର୍ଯ୍ୟାନ୍ଵୟନ ଉତ୍ତମ ଭାବରେ ହୋଇଥାଏ ଏବଂ ସଠିକ୍ ଫଳାଫଳ ମିଳେ। ଏହି ୱେବିନାର ଶୃଙ୍ଖଳା ପଛରେ ଏହି ଭାବନା ରହିଛି।“ବିକଶିତ ଭାରତ ପାଇଁ ପ୍ରଯୁକ୍ତିବିଦ୍ୟା ସଂସ୍କାର ଏବଂ ଅର୍ଥ” ଶୀର୍ଷକ ବଜେଟ୍-ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 27th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିକଶିତ ଭାରତ ପାଇଁ ପ୍ରଯୁକ୍ତିବିଦ୍ୟା ସଂସ୍କାର ଏବଂ ଅର୍ଥ ବିଷୟବସ୍ତୁ ଉପରେ ଧ୍ୟାନ ଦେଇ ୨୦୨୬-୨୭ ସିରିଜର ପ୍ରଥମ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ଜାତୀୟ ବଜେଟ୍ ଏକ କ୍ଷଣସ୍ଥାୟୀ ବାଣିଜ୍ୟିକ ଡକ୍ୟୁମେଣ୍ଟ ନୁହେଁ ବରଂ ଏକ ନୀତିଗତ ରୋଡମ୍ୟାପ୍ ବୋଲି ଗୁରୁତ୍ୱାରୋପ କରି ଶ୍ରୀ ମୋଦୀ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ଲକ୍ଷ୍ୟକୁ ସାକାର କରିବା ପାଇଁ ଏକ ସାମୂହିକ ପ୍ରୟାସ ପାଇଁ ଆହ୍ୱାନ ଦେଇଥିଲେ।ଇସ୍ରାଏଲ୍ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
February 26th, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜେରୁସାଲେମ୍ରେ ଇସ୍ରାଏଲ୍ର ରାଷ୍ଟ୍ରପତି ଶ୍ରୀ ଆଇଜାକ୍ ହର୍ଜୋଗଙ୍କୁ ଭେଟିଛନ୍ତି ।