‘ମନ କି ବାତ୍’ର ୧୩୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆପଣ ସମସ୍ତଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ୨୦୨୬ ବର୍ଷର ପ୍ରଥମାର୍ଦ୍ଧ ବିତିବାକୁ ବସିଲାଣି । ଏହି ୬ ମାସରେ ଆମେ ‘ମନ୍ କି ବାତ୍’ରେ ଦେଶବାସୀଙ୍କ ଅନେକ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିଛୁ । ଜୁନରେ ମଧ୍ୟ ଦେଶ ଏଭଳି କିଛି ଉପଲବଧି ହାସଲ କରିଛି, ଯାହା ପ୍ରତ୍ୟେକ ଦେଶବାସୀଙ୍କୁ ଗର୍ବିତ କରୁଛି । ଏହି ସଫଳତାଗୁଡ଼ିକ ଦେଶର ସୁରକ୍ଷା ଏବଂ ଆତ୍ମନିର୍ଭରଶୀଳତା ସହ ଜଡ଼ିତ । ନିକଟରେ ମୋତେ କୋଲକାତାରେ ନୌବାହିନୀ ସହ ଜଡ଼ିତ ଗୋଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଲା । ସେଠାରେ ଆଇଏନ୍ଏସ୍ ଦୁନାଗିରି, ଆଇଏନ୍ଏସ୍ ସଂଶୋଧକ ଏବଂ ଆଇଏନ୍ଏସ୍ ଅଗ୍ରୟକୁ ଭାରତୀୟ ନୌବାହିନୀରେ ସାମିଲ କରାଗଲା । ଏହି ଜାହାଜଗୁଡ଼ିକର ଡିଜାଇନ୍ ଏବଂ ଉତ୍ପାଦନ, ସବୁକିଛି ସ୍ୱଦେଶୀ ।The commissioning of INS Agray, INS Dunagiri and INS Sanshodhak is a reflection of India's increasing self-reliance: PM Modi in Kolkata
June 21st, 12:51 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.PM Modi commissions three indigenously designed and built naval ships – INS Dunagiri, INS Sanshodhak and INS Agray
June 21st, 12:50 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 19th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।