When growth is driven by aspirations, it becomes inclusive and sustainable: PM Modi at Rising Bharat Summit
April 08th, 08:30 pm
PM Modi addressed the News18 Rising Bharat Summit. He remarked on the dreams, determination, and passion of the youth to develop India. The PM highlighted key initiatives, including zero tax on income up to ₹12 lakh, 10,000 new medical seats and 6,500 new IIT seats, 50,000 new Atal Tinkering Labs and over 52 crore Mudra Yojana loans. The PM congratulated the Parliament for enacting Waqf law.ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
April 08th, 08:15 pm
ମଙ୍ଗଳବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେଇଛନ୍ତି । ଭାରତ ତଥା ସାରା ବିଶ୍ୱର ଅନେକ ନେତାଙ୍କ ସହ ଭାବ ବିନିମୟ କରିବାର ସୁଯୋଗ ଦେଇଥିବାରୁ ନ୍ୟୁଜ ୧୮ ନେଟବାର୍କକୁ ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ । ଭାରତର ଯୁବବର୍ଗଙ୍କ ଆକାଂକ୍ଷାକୁ ଫୋକସ କରିଥିବାରୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଚଳିତ ବର୍ଷ ପ୍ରାରମ୍ଭରେ ଭାରତ ମଣ୍ଡପମରେ ବିବେକାନନ୍ଦ ଜୟନ୍ତୀ ପାଳନ ଅବସରରେ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ କଥା ମନେ ପକାଇ ଭାରତବର୍ଷକୁ ଏକ ବିକଶିତ ଦେଶରେ ପରିଣତ କରିବା ପାଇଁ ଯୁବକମାନଙ୍କର ରହିଥିବା ସ୍ୱପ୍ନ ଓ ଆକାଂକ୍ଷା ପ୍ରଧାନମନ୍ତ୍ରୀ କହିଥିଲେ । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟରେ ସବୁସ୍ତରରେ ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ସେ କହିଥିଲେ । ତେବେ ଅମୃତ କାଳ ସୃଷ୍ଟି କରିବା ପାଇଁ ଏହି ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ପ୍ରଧାନମନ୍ତ୍ରୀ ଦୋହରାଇ ଥିଲେ ।ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 11:08 am
ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ
January 15th, 10:30 am
ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।ତିନୋଟି ଫ୍ରଣ୍ଟଲାଇନ ନୌସୈନିକ ଯୁଦ୍ଧପୋତ ସାମିଲ ହେବା ପ୍ରତିରକ୍ଷା କ୍ଷେତ୍ରରେ ବୈଶ୍ୱିକ ନେତୃତ୍ୱକାରୀ ଦିଗରେ ଆମ ପ୍ରଚେଷ୍ଟାକୁ ଦୃଢ଼ କରିବ ଏବଂ ଆତ୍ମନିର୍ଭରତା ଦିଗରେ ଆମର ପ୍ରଚେଷ୍ଟା ବୃଦ୍ଧି ପାଇବ: ପ୍ରଧାନମନ୍ତ୍ରୀ
January 14th, 09:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି କି, ୨୦୨୫ ଜାନୁଆରୀ ୧୫ ତାରିଖରେ ତିନୋଟି ଫ୍ରଣ୍ଟଲାଇନ ନୌସୈନିକ ଯୁଦ୍ଧପୋତ ସାମିଲ ହେବା ପ୍ରତିରକ୍ଷା କ୍ଷେତ୍ରରେ ବୈଶ୍ୱିକ ନେତୃତ୍ୱକାରୀ ଦିଗରେ ଆମ ପ୍ରଚେଷ୍ଟାକୁ ଦୃଢ଼ କରିବ ଏବଂ ଆତ୍ମନିର୍ଭରତା ଦିଗରେ ଆମର ପ୍ରଚେଷ୍ଟା ବୃଦ୍ଧି ପାଇବ ।୧୫ ଜାନୁଆରୀରେ ମହାରାଷ୍ଟ୍ର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
January 13th, 11:16 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫ ଜାନୁଆରୀରେ ମହାରାଷ୍ଟ୍ର ଗସ୍ତ କରିବେ । ସକାଳ ପ୍ରାୟ ୧୦:୩୦ରେ ପ୍ରଧାନମନ୍ତ୍ରୀ ମୁମ୍ବାଇର ନୌସେନା ଡକ୍ୟାର୍ଡରେ ନୌସେନାର ତିନିଟି ଅଗ୍ରଣୀ ଯୁଦ୍ଧପୋତ ଆଇଏନ୍ଏସ୍ ସୁରଟ, ଆଇଏନ୍ଏସ୍ ନୀଳଗିରି ଏବଂ ଆଇଏନ୍ଏସ୍ ବାଘଶିରକୁ ଦେଶକୁ ଉତ୍ସର୍ଗ କରିବେ । ଏହା ପରେ ଅପରାହ୍ନ ପ୍ରାୟ ୩:୩୦ ସମୟରେ, ସେ ନାଭି ମୁମ୍ବାଇର ଖାରଘର୍ରେ ଇସ୍କନ୍ ମନ୍ଦିର ଉଦ୍ଘାଟନ କରିବେ ।