ପ୍ରଧାନମନ୍ତ୍ରୀ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ଜନିତ ସ୍ଥିତି ସମ୍ପର୍କରେ କଥା ହୋଇଛନ୍ତି
November 21st, 11:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇ ଏସ୍ ଜଗନ୍ ମୋହନ ରେଡ୍ଡୀଙ୍କ ସହ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଜନିତ ପରିସ୍ଥିତି ସମ୍ପର୍କରେ କଥା ହୋଇଛନ୍ତି । ଶ୍ରୀ ମୋଦୀ କେନ୍ଦ୍ରରୁ ସମସ୍ତ ପ୍ରକାର ସହାୟତାକୁ ନିଶ୍ଚିତ କରିଛନ୍ତି ।