Prime Minister extends greetings on Global Tiger Day, reaffirms commitment to tiger conservation
July 29th, 09:58 am
The Prime Minister, Shri Narendra Modi, has extended greetings to all wildlife enthusiasts on Global Tiger Day.ତ୍ରିରଙ୍ଗାର ଗୌରବ ବଜାୟ ରଖିବାରେ 'ହର ଘର ତିରଙ୍ଗା ଅଭିଯାନ' ଏକ ଅନନ୍ୟ ପର୍ବ ପାଲଟିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 28th, 11:30 am
ବନ୍ଧୁଗଣ, କ୍ରୀଡ଼ା ଜଗତର ଏହି ଅଲମ୍ପିକ୍ସ ଭିନ୍ନ, କିଛିଦିନ ପୂର୍ବରୁ ଗଣିତ ଜଗତରେ ମଧ୍ୟ ଗୋଟିଏ ଅଲମ୍ପିକ୍ସ ଅନୁଷ୍ଠିତ ହୋଇଯାଇଛି – International Mathematics Olympiad. ଏହି ଅଲିମ୍ପିଆଡରେ ଭାରତର ପ୍ରତିଯୋଗୀମାନେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ଏଥିରେ ଆମ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଚାରୋଟି ସ୍ୱର୍ଣ୍ଣପଦକ ଏବଂ ଗୋଟିଏ ରୌପ୍ୟପଦକ ଜିତିଛି । International Mathematics Olympiad – ଏଥିରେ ୧୦୦ରୁ ଅଧିକ ଦେଶର ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିଥାନ୍ତି ଏବଂ ମୋଟ ପଦକ ତାଲିକାରେ ଆମ ଦଳ ସର୍ବଶ୍ରେଷ୍ଠ ପାଞ୍ଚଟି ଦଳ ମଧ୍ୟରେ ସ୍ଥାନ ପାଇବାରେ ସଫଳତା ଲାଭ କରିଛି । ଦେଶର ନାଁ ଉଜ୍ଜ୍ୱଳ କରିଥିବା ଏହି ଛାତ୍ରମାନଙ୍କ ନାମ ହେଉଛି - ପୁଣେର ଆଦିତ୍ୟ ଭେଙ୍କଟ ଗଣେଶ, ସେହି ପୁଣେର ସିଦ୍ଧାର୍ଥ ଚୋପ୍ଡ଼ା, ଦିଲ୍ଲୀର ଅର୍ଜୁନ ଗୁପ୍ତା, ଗ୍ରେଟର୍ ନଏଡାର କନବ ତଲୱାର, ମୁମ୍ବାଇର ରୁଷିଲ୍ ମାଥୁର୍ ଏବଂ ଗୁଆହାଟିର ଆନନ୍ଦୋ ଭାଦୁରୀ ।ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ଅବସରରେ ବ୍ୟାଘ୍ର ସଂରକ୍ଷଣବିତଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
July 29th, 02:41 pm
ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ୟାଘ୍ର ସଂରକ୍ଷଣବିତଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ଅବସରରେ ବନ୍ୟଜୀବପ୍ରେମୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
July 29th, 10:37 am
ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ଅବସରରେ ବନ୍ୟଜୀବପ୍ରେମୀଙ୍କୁ ଏବଂ ବିଶେଷକରି ସେହିସବୁ ଲୋକମାନଙ୍କୁ ଯେଉଁମାନେ କି ଦେଶରେ ବ୍ୟାଘ୍ର ସୁରକ୍ଷା ଦିଗରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ସେମାନଙ୍କ କହିଛନ୍ତି: