The future of farming lies not merely in "Produce More,” but in "Produce Better": PM Modi at FAO
May 20th, 11:00 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.Prime Minister receives Agricola Medal from the Food and Agriculture Organization (FAO) of the United Nations in Rome
May 20th, 10:55 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.ପ୍ରଥମ ଭୋଟ୍ ଠାରୁ ଆରମ୍ଭ କରି ଷ୍ଟାର୍ଟଅପ୍ ଇଣ୍ଡିଆ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତ୍ ରେ ଭାରତର ଯୁବକମାନଙ୍କୁ ପ୍ରଶଂସା କରିଛନ୍ତି
January 25th, 11:30 am
ଜାତୀୟ ଭୋଟର ଦିବସରେ ଚଳିତ ବର୍ଷର ପ୍ରଥମ ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ମତଦାନର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ନିର୍ବାଚନ ପ୍ରକ୍ରିୟାରେ ଜଡିତ ସମସ୍ତଙ୍କୁ ପ୍ରଶଂସା କରିଥିଲେ । ଷ୍ଟାର୍ଟଅପ୍, ଜଳ ସଂରକ୍ଷଣ, ଗୁଣବତ୍ତା, ସଂସ୍କୃତି ଓ ପର୍ବପର୍ବାଣୀ ଏବଂ ସ୍ୱଚ୍ଛତା ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ, ଯେଉଁଥିରେ ବିଶ୍ୱର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞମାନେ ଅଂଶଗ୍ରହଣ କରିବେ ।ଶ୍ରୀ ନାରାୟଣ ଗୁରୁ ଏବଂ ଗାନ୍ଧୀଜୀଙ୍କ ମଧ୍ୟରେ ବାର୍ତ୍ତାଳାପର ଶତବାର୍ଷିକୀ ସମାରୋହ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 24th, 11:30 am
ଆଜି ଏହି ପରିସରରେ ଦେଶର ଇତିହାସରେ ଏକ ଅଭୂତପୂର୍ବ ଘଟଣାର ସ୍ମରଣ କରିବାର ସାକ୍ଷୀ ହେଉଛି। ଏକ ଏମିତି ଐତିହାସିକ ଘଟଣା, ଯାହା କେବଳ ଆମର ସ୍ୱାଧୀନତା ଆନ୍ଦୋଳନକୁ ଏକ ନୂତନ ଦିଗ ପ୍ରଦାନ କରି ନ ଥିଲା ବରଂ ସ୍ୱାଧୀନତାର ଲକ୍ଷ୍ୟ ଏବଂ ଏକ ସ୍ୱାଧୀନ ଭାରତର ସ୍ୱପ୍ନକୁ ଦୃଢ଼ ଅର୍ଥ ମଧ୍ୟ ଦେଇଥିଲା। 100 ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ସେହି ସାକ୍ଷାତ ଆଜି ମଧ୍ୟ ସେତିକି ପ୍ରେରଣାଦାୟୀ ଏବଂ ପ୍ରାସଙ୍ଗିକ। 100 ବର୍ଷ ପୂର୍ବେ ଯେଉଁ ବୈଠକ ହୋଇଥିଲା, ତାହା ଆଜି ମଧ୍ୟ ସାମାଜିକ ସୌହାର୍ଦ୍ଦ୍ୟ ଏବଂ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ବଡ଼ ଉତ୍ସ ହୋଇ ରହିଛି। ଏହି ଐତିହାସିକ ଅବସରରେ ମୁଁ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରୁଛି। ମୁଁ ଗାନ୍ଧୀଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ଐତିହାସିକ ଆଲୋଚନାର ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
June 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଭାରତର ଦୁଇ ମହାନ ଆଧ୍ୟାତ୍ମିକ ଏବଂ ନୈତିକ ନେତା ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ଐତିହାସିକ ଆଲୋଚନାର ଶତବାର୍ଷିକୀ ପାଳନ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମ୍ମାନପୂର୍ବକ ଶୁଭେଚ୍ଛା ଜଣାଇଥିଲେ, କହିଥିଲେ ଯେ ଆଜି ଏହି ସ୍ଥାନ ଦେଶର ଇତିହାସରେ ଏକ ଅଭୂତପୂର୍ବ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ , ଏହା ଏକ ଐତିହାସିକ ଘଟଣା ଯାହା ଆମର ସ୍ୱାଧୀନତା ଆନ୍ଦୋଳନକୁ ନୂତନ ଦିଗଦର୍ଶନ ଦେଇଥିଲା, ସ୍ୱାଧୀନତାର ଉଦ୍ଦେଶ୍ୟ ଏବଂ ସ୍ୱାଧୀନ ଭାରତର ସ୍ୱପ୍ନକୁ ପ୍ରକୃତ ଅର୍ଥ ଦେଇଥିଲା। ୧୦୦ ବର୍ଷ ପୂର୍ବେ ଶ୍ରୀ ନାରାୟଣ ଗୁରୁ ଏବଂ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ଆଜି ମଧ୍ୟ ପ୍ରେରଣାଦାୟକ ଏବଂ ପ୍ରାସଙ୍ଗିକ ଅଟେ, ଏବଂ ସାମାଜିକ ସଦ୍ଭାବ ଏବଂ ଏକ ବିକଶିତ ଭାରତର ସାମୂହିକ ଲକ୍ଷ୍ୟ ପାଇଁ ଶକ୍ତିର ଏକ ଶକ୍ତିଶାଳୀ ଉତ୍ସ ଭାବରେ କାର୍ଯ୍ୟ କରେ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଐତିହାସିକ ଅବସରରେ, ସେ ଶ୍ରୀ ନାରାୟଣ ଗୁରୁଙ୍କ ପାଦତଳେ ପ୍ରଣାମ କରିଥିଲେ ଏବଂ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 21st, 02:15 am
ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ
November 21st, 02:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -Reform, Perform and Transform has been our mantra: PM Modi at the ET World Leaders’ Forum
August 31st, 10:39 pm
Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.PM Modi addresses Economic Times World Leaders Forum in New Delhi
August 31st, 10:13 pm
Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
July 03rd, 12:45 pm
ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଧନ୍ୟବାଦ ଜଣାଇବା ପାଇଁ ମୁଁ ମଧ୍ୟ ଏହି ଆଲୋଚନାରେ ଯୋଗ ଦେଇଛି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଦେଶବାସୀଙ୍କ ପାଇଁ ପ୍ରେରଣା ଥିଲା, ପ୍ରୋତ୍ସାହନ ମଧ୍ୟ ମିଳିଥିଲା ଏବଂ ଏକ ପ୍ରକାରରେ ସତ୍ୟର ମାର୍ଗକୁ ପୁରସ୍କୃତ ମଧ୍ୟ କରାଯାଇଥିଲା ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
July 03rd, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଜି ରାଜ୍ୟସଭାରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି ।ଅମ୍ବାଲା ଆକାଶରେ ଆଜି ରାଫେଲ ବିମାନ ଉଡ଼ୁଥିବା ଦେଖିବା ଆମ ସମସ୍ତଙ୍କ ପାଇଁ ଗର୍ବର ମୁହୂର୍ତ୍ତ: ଅମ୍ବାଲାରେ ପ୍ରଧାନମନ୍ତ୍ରୀ ମୋଦୀ
May 18th, 03:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମ୍ବାଲାରେ ଏକ ରାଲିରେ ବିରୋଧୀଙ୍କ ପ୍ରତାରଣାମୂଳକ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିବା ସହ ହରିୟାଣାର ବିକାଶ ପ୍ରତି ବିଜେପିର ସମର୍ପଣକୁ ଦୋହରାଇଥିଲେ। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ମୋଦୀଙ୍କ ଧାକଡ଼ ସରକାର ଧାରା ୩୭୦ର କାନ୍ଥ ଭାଙ୍ଗିଦେଲେ ଏବଂ କାଶ୍ମୀର ବିକାଶ ପଥରେ ଚାଲିବା ଆରମ୍ଭ କଲା।ହରିୟାଣାର ଅମ୍ବାଲା ଓ ସୋନିପତରେ ବିପୁଳ ଜନସମାଗମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 18th, 02:46 pm
ଅମ୍ବାଲା ଓ ସୋନିପତରେ ଆୟୋଜିତ ବଡ଼ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରୋଧୀଙ୍କ ପ୍ରତାରଣାମୂଳକ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିବା ସହ ହରିୟାଣାର ବିକାଶ ପାଇଁ ବିଜେପିର ସମର୍ପଣକୁ ଦୋହରାଇଥିଲେ। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ମୋଦୀଙ୍କ ଧାକଡ଼ ସରକାର ଧାରା ୩୭୦ ର କାନ୍ଥ ଭାଙ୍ଗିଦେଲେ ଏବଂ କାଶ୍ମୀର ବିକାଶ ପଥରେ ଚାଲିବା ଆରମ୍ଭ କଲା।Modi is paving the way for the country not just for the coming five years but for the next 25 years: PM in Etawah
May 05th, 02:50 pm
Amidst the ongoing election campaigning, PM Modi's rally spree continued as he addressed a public meeting in Uttar Pradesh’s Etawah today. He stated, After my 10-year tenure, I seek your blessings. You have witnessed my hard work and honesty. I am not just preparing for the next 5 years; I'm paving the way for 25 years. India's strength will endure for a thousand years; I'm laying its foundation. Why? Because whether I remain or not, this country will always remain.PM Modi delivers impactful speeches in Etawah and Dhaurahra, Uttar Pradesh
May 05th, 02:45 pm
Amidst the ongoing election campaigning, PM Modi's rally spree continued as he addressed two mega public meetings in Uttar Pradesh’s Etawah and Dhaurahra, today. He stated, After my 10-year tenure, I seek your blessings. You have witnessed my hard work and honesty. I am not just preparing for the next 5 years; I'm paving the way for 25 years. India's strength will endure for a thousand years; I'm laying its foundation. Why? Because whether I remain or not, this country will always remain.It’s owing to the efforts of Maharja Digvijay Singh of Jamnagar that India has great relations with Poland: PM Modi in Jamnagar
May 02nd, 11:30 am
Addressing a rally in Jamnagar, PM Modi said “It’s owing to the efforts of Maharja Digvijay Singh of Jamnagar that India has great relations with Poland.” He added that Maharaja Digvijay Singh gave safe haven to Polish citizens fleeing the country owing to World War-2.Congress 'Report Card' is a 'Report Card' of scams: PM Modi in Surendranagar
May 02nd, 11:15 am
Ahead of the impending Lok Sabha elections, Prime Minister Narendra Modi addressed powerful rally in Surendranagar, Gujarat. He added that his mission is a 'Viksit Bharat' and added, 24 x 7 for 2047 to enable a Viksit Bharat.PM Modi addresses powerful rallies in Anand, Surendranagar, Junagadh and Jamnagar in Gujarat
May 02nd, 11:00 am
Ahead of the impending Lok Sabha elections, Prime Minister Narendra Modi addressed powerful rallies in Anand, Surendranagar, Junagadh and Jamnagar in Gujarat. He added that his mission is a 'Viksit Bharat' and added, 24 x 7 for 2047 to enable a Viksit Bharat.