‘ମନ କି ବାତ୍’ର ୧୩୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆପଣ ସମସ୍ତଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ୨୦୨୬ ବର୍ଷର ପ୍ରଥମାର୍ଦ୍ଧ ବିତିବାକୁ ବସିଲାଣି । ଏହି ୬ ମାସରେ ଆମେ ‘ମନ୍ କି ବାତ୍’ରେ ଦେଶବାସୀଙ୍କ ଅନେକ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିଛୁ । ଜୁନରେ ମଧ୍ୟ ଦେଶ ଏଭଳି କିଛି ଉପଲବଧି ହାସଲ କରିଛି, ଯାହା ପ୍ରତ୍ୟେକ ଦେଶବାସୀଙ୍କୁ ଗର୍ବିତ କରୁଛି । ଏହି ସଫଳତାଗୁଡ଼ିକ ଦେଶର ସୁରକ୍ଷା ଏବଂ ଆତ୍ମନିର୍ଭରଶୀଳତା ସହ ଜଡ଼ିତ । ନିକଟରେ ମୋତେ କୋଲକାତାରେ ନୌବାହିନୀ ସହ ଜଡ଼ିତ ଗୋଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଲା । ସେଠାରେ ଆଇଏନ୍ଏସ୍ ଦୁନାଗିରି, ଆଇଏନ୍ଏସ୍ ସଂଶୋଧକ ଏବଂ ଆଇଏନ୍ଏସ୍ ଅଗ୍ରୟକୁ ଭାରତୀୟ ନୌବାହିନୀରେ ସାମିଲ କରାଗଲା । ଏହି ଜାହାଜଗୁଡ଼ିକର ଡିଜାଇନ୍ ଏବଂ ଉତ୍ପାଦନ, ସବୁକିଛି ସ୍ୱଦେଶୀ ।Prime Minister shares Sanskrit Subhashitam highlighting the transformative impact of Yoga
June 22nd, 08:13 am
PM Modi shared a Sanskrit Subhashitam highlighting the transformative power of Yoga, noting that the remarkable success of the International Day of Yoga reflects its growing impact across the world. He emphasized that Yoga not only promotes physical well-being but also inspires people to lead positive, confident and balanced lives by calming the mind and regulating the breath.ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ କୁ ଏକ ବିଶ୍ୱସ୍ତରୀୟ ଉତ୍ସବରେ ପରିଣତ କରିଥିବାରୁ କୃତଜ୍ଞତା ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 21st, 10:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ମସିହାର ଅନ୍ତର୍ଜାତୀୟ ଯୋଗ ଦିବସକୁ ବାସ୍ତବରେ ଏକ ବୈଶ୍ୱିକ ଉତ୍ସବରେ ପରିଣତ କରିଥିବାରୁ ସମଗ୍ର ବିଶ୍ୱବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସେବା ତୀର୍ଥରେ ଯୋଗ ଅଧିବେଶନ ଆୟୋଜିତ
June 21st, 03:51 pm
ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ନୂଆଦିଲ୍ଲୀରେ ସେବା ତୀର୍ଥରେ ଏକ ଯୋଗ ଅଧିବେଶନ ଅନୁଷ୍ଠିତ ହୋଇଥିଲା।କୋଲକାତାରେ ଆୟୋଜିତ ଆଇଏନଏସ୍ ଅଗ୍ରୟ, ଆଇଏନଏସ୍ ଦୁନାଗିରି ଏବଂ ଆଇଏନଏସ୍ ସଂଶୋଧକଙ୍କ ତ୍ରିମୁଖୀ-କମିଶନିଂ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଅନୁବାଦ
June 21st, 12:51 pm
ସମଗ୍ର ବିଶ୍ୱ ଏହାର ସାକ୍ଷୀ ଯେ, ସାମୁଦ୍ରିକ କ୍ଷମତା ବିନା କୌଣସି ରାଷ୍ଟ୍ର ଏକ ମହାଶକ୍ତିରେ ପରିଣତ ହୋଇପାରିବ ନାହିଁ। ବିକାଶ ସମୁଦ୍ର ସହ ଜଡ଼ିତ, ସୁରକ୍ଷା ସମୁଦ୍ର ସହ ଜଡ଼ିତ ଏବଂ ସମୃଦ୍ଧି ମଧ୍ୟ ସମୁଦ୍ର ସହ ଜଡ଼ିତ। ଆଜି ବିଶ୍ୱର ଅଧିକାଂଶ ବାଣିଜ୍ୟ ସାମୁଦ୍ରିକ ପଥ ଦେଇ ସଂଚାଳିତ ହେଉଛି। ସମଗ୍ର ବିଶ୍ୱକୁ ସଂଯୋଗ କରୁଥିବା ବିଶାଳ ଡାଟା ନେଟୱର୍କଗୁଡ଼ିକ ସମୁଦ୍ରର ଗର୍ଭ ଦେଇ ଅତିକ୍ରମ କରିଛି। ଆଗାମୀ ସମୟରେ ଗୁରୁତ୍ୱପୂର୍ଣ୍ଣ ଖଣିଜ ସମ୍ପଦ, ଗଭୀର ସମୁଦ୍ରର ସମ୍ପଦ ଏବଂ ଶକ୍ତିର ନୂତନ ଉତ୍ସ ମଧ୍ୟ ସମୁଦ୍ର ସହ ଅଧିକ ଘନିଷ୍ଠ ଭାବେ ଜଡ଼ିତ ହେବ।PM Modi commissions three indigenously designed and built naval ships – INS Dunagiri, INS Sanshodhak and INS Agray
June 21st, 12:50 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.12ତମ ଅନ୍ତର୍ଜାତୀୟ ଯୋଗ ଦିବସ : କୋଲକାତାର ଝଲକ
June 21st, 06:46 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଲକାତାର ଆଇକନିକ୍ ରେଡ୍ ରୋଡ୍ ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରି ବିଭିନ୍ନ ବର୍ଗର ହଜାର ହଜାର ଅଂଶଗ୍ରହଣକାରୀଙ୍କ ସହ ଯୋଗ ଦେଇ ମାନବିକତା ପାଇଁ ଭାରତର କାଳଜୟୀ ଉପହାରକୁ ପାଳନ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ସେ ଯୋଗକୁ ସନ୍ତୁଳନ, କଲ୍ୟାଣ ଏବଂ ମାନବୀୟ ଏକତାର ଏକ ମାର୍ଗ ବୋଲି ଆଲୋକପାତ କରିଥିଲେ ଏବଂ ଚଳିତ ବର୍ଷର ବିଷୟବସ୍ତୁ ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ଉପରେ ଆଲୋକପାତ କରିଥିଲେ ।ପଶ୍ଚିମବଙ୍ଗର କୋଲକାତାରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 21st, 06:45 am
ଜୁନ୍ ୨୧ ତାରିଖ ହେଉଛି ସେହି ଦିନ ଯେତେବେଳେ ପୃଥିବୀର କିଛି ସ୍ଥାନରେ ଦିନ ସବୁଠାରୁ ଲମ୍ବା ହୋଇଥାଏ। ଏବଂ ଅନ୍ତର୍ଜାତୀୟ ଯୋଗ ଦିବସ ଯୋଗୁଁ, ଏବେ ଜୁନ୍ ୨୧ ତାରିଖ ବିଶ୍ୱର ସର୍ବବୃହତ ସାମୂହିକ ଉତ୍ସବର ଦିନ ମଧ୍ୟ ହୋଇଯାଇଛି। ବିଶ୍ୱର ବିଭିନ୍ନ କୋଣରୁ, ଯୋଗର ଅନେକ ଚମତ୍କାର ଫଟୋ ସବୁ ଆସୁଛି। ଭାରତରେ, ହିମାଳୟରୁ ଭାରତ ମହାସାଗର ପର୍ଯ୍ୟନ୍ତ, ଉତ୍ତର-ପୂର୍ବ ଏବଂ ପୂର୍ବରେ ବଙ୍ଗଳାରୁ ପଶ୍ଚିମରେ ସୌରାଷ୍ଟ୍ର ପର୍ଯ୍ୟନ୍ତ, ସମଗ୍ର ଦେଶ ଯୋଗର ଶକ୍ତି ଏବଂ ଚେତନା ସହିତ ପରିପୂର୍ଣ୍ଣ ଦେଖାଯାଉଛି। ସମଗ୍ର ଦେଶ, ସମଗ୍ର ବିଶ୍ୱ ଭିତରେ ସଂଯୋଗ ପରିଦୃଶ୍ୟ ହେଉଛି - ଏବଂ ଏହା ହିଁ ଯୋଗର ପ୍ରକୃତ ଶକ୍ତି। ଯୋଗ ସମସ୍ତଙ୍କୁ ଏକତ୍ର କରେ, ଯୋଗ ସମସ୍ତଙ୍କୁ ଏକାଠି କରେ। ଏହି ଅବସରରେ, ମୁଁ ଅନ୍ତର୍ଜାତୀୟ ଯୋଗ ଦିବସରେ ସମଗ୍ର ବିଶ୍ୱକୁ, ସମଗ୍ର ମାନବ ସମାଜକୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି।ଯୋଗ ମାନସିକ ସୁସ୍ଥତାରୁ ଶାରୀରିକ ସୁସ୍ଥତା ଆଡ଼କୁ ରାସ୍ତା ଦେଖାଇଥାଏ: ପ୍ରଧାନମନ୍ତ୍ରୀ
June 21st, 06:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତାର ରେଡ୍ ରୋଡ୍ଠାରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସର ଜାତୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଶ୍ରୀ ମୋଦୀ ହଜାର ହଜାର ଯୋଗ ଅଭ୍ୟାସକାରୀଙ୍କ ସହ ‘ସାଧାରଣ ଯୋଗ ଅଧିବେଶନ’ରେ ଭାଗ ନେଇଥିଲେ। ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସମଗ୍ର ବିଶ୍ୱର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଶ୍ରୀ ମୋଦୀ କହିଥିଲେ ଯେ, ଜୁନ୍ ୨୧ ତାରିଖ ବିଶ୍ୱର ଅନେକ ପ୍ରାନ୍ତରେ ବର୍ଷର ସବୁଠାରୁ ଦୀର୍ଘତମ ଦିନ ଭାବେ ଜଣାଶୁଣା ଏବଂ ଏହା ଯୋଗ ମାଧ୍ୟମରେ ମାନବଜାତିର ସବୁଠାରୁ ବଡ଼ ସାମୂହିକ ଉତ୍ସବ ଭାବରେ ଉଭା ହୋଇଛି।ପଶ୍ଚିମବଙ୍ଗର ତାରକେଶ୍ୱରରେ ପଶ୍ଚିମବଙ୍ଗ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 05:13 pm
ନିର୍ବାଚନ ଏବଂ ଶପଥ ଗ୍ରହଣ ପରେ ପ୍ରଥମ ଥର ପାଇଁ ମୋତେ ଆପଣମାନଙ୍କ ସହିତ ରହିବାର ସୌଭାଗ୍ୟ ମିଳିଛି । ବାବା ତାରକନାଥ ଏବଂ ବଙ୍ଗଳାର ଏହି ପବିତ୍ର ଭୂମିରେ ପଶ୍ଚିମବଙ୍ଗ ଦିବସର ଐତିହାସିକ ଦିବସ ଅବସରରେ ଏତେ ସଂଖ୍ୟାରେ ଆପଣମାନଙ୍କର ଯୋଗଦାନ ଦେଖି ମୁଁ ବହୁତ ଖୁସି । ପଶ୍ଚିମବଙ୍ଗର ପବନରେ ଏକ ନୂତନ ସତେଜତା ଅଛି, ଏହାର ପ୍ରତ୍ୟେକ କୋଣ ଅନୁକୋଣରୁ ଏକ ନୂତନ ସୁଗନ୍ଧ ବାହରୁଛି, ଏପରି ମନେ ହେଉଛି, ଯେମିତିକି ପଶ୍ଚିମବଙ୍ଗ ଏବେ ଶିକୁଳିରୁ ମୁକ୍ତ ହୋଇଛି । ଯେପରିକି ବଙ୍ଗଳାର ଗୌରବ ଫେରାଇ ଆଣିବାର କାର୍ଯ୍ୟ ଆରମ୍ଭ ହୋଇଛି । ଆମର ବଙ୍ଗଳା ନିଜର ନୂତନ ଭବିଷ୍ୟତର ନିର୍ମାଣରେ ନିୟୋଜିତ ହୋଇଛି ବୋଲି ଆଜିର କାର୍ଯ୍ୟକ୍ରମ ଏବଂ ଏହି ପ୍ରକଳ୍ପଗୁଡିକର ଶୁଭାରମ୍ଭ ହେଉଛି ସାକ୍ଷୀ । ବଙ୍ଗର ଲୋକଙ୍କ ମୁହଁରେ ଏହି ଚମକ, ପ୍ରତ୍ୟେକ ଗାଁରେ ଖୁସି ଏବଂ ଆତ୍ମବିଶ୍ୱାସର ଭାବନା, ଆଉ ମୁଁ ଆପଣଙ୍କ ସହିତ ଏହି ଖୁସି ବାଣ୍ଟିବାକୁ ଆସିଛି । ଆପଣଙ୍କର ଗୋଟିଏ ଭୋଟ ଏବଂ ଗୋଟିଏ ନିର୍ବାଚନ କେତେ ପରିବର୍ତ୍ତନ ଆଣିପାରେ ତାହା ପଶ୍ଚିମବଙ୍ଗରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ।ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:10 pm
ଆମ ଓଡ଼ିଶାରେ ଏବେ ଉତ୍ସବର ଆନନ୍ଦ ଚାଲିଛି। ଏଠାକାର ଗଣପର୍ବ ‘ରଜ’ ଗତ ସପ୍ତାହରେ ହିଁ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ମୟୂରଭଞ୍ଜର ବାରିପଦା ମଧ୍ୟ ରଥଯାତ୍ରାକୁ ନେଇ ଉତ୍ସାହର ପରିବେଶ ଜମୁଛି। ଏବଂ, ଏସବୁ ଭିତରେ ଗଣତନ୍ତ୍ରର ବିକାଶର ଉତ୍ସବ ମଧ୍ୟ ଚାଲିଛି। ଓଡ଼ିଶାର ବିଜେପି ସରକାର ନିଜର ୨ ବର୍ଷ ମଧ୍ୟ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ ଗହଣକୁ ଆସିବା, ମୟୂରଭଞ୍ଜ ଆସିବାର ଏହି ସୌଭାଗ୍ୟ ଏବଂ ଏତେ ବଡ଼ ସଂଖ୍ୟାରେ ଆପଣମାନଙ୍କ ଉପସ୍ଥିତି, ମୋ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର। ଆପଣମାନଙ୍କର ଏହି ଆପଣାପଣ ମୋତେ ବାରମ୍ବାର ଏଠାକୁ ଟାଣି ଆଣେ। ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି। ଏବଂ ଓଡ଼ିଶାର ଜନସାଧାରଣଙ୍କୁ ଡବଲ୍ ଇଞ୍ଜିନ ସରକାରରେ ବିକାଶ ଯାତ୍ରାର ମଧ୍ୟ ବଧେଇ ଜଣାଉଛି, ଶୁଭକାମନା ଜଣାଉଛି। ଏଥିସହିତ, ଏହି ଅବସରରେ ମୁଁ ପଣ୍ଡିତ ରଘୁନାଥ ମୁର୍ମୁ, ଡକ୍ଟର ଦମୟନ୍ତୀ ବେଶ୍ରା ଏବଂ ଶ୍ରୀ ଚରଣ ହେମ୍ବ୍ରମଙ୍କ ଭଳି ମହାନ ବ୍ୟକ୍ତିତ୍ୱମାନଙ୍କୁ ମଧ୍ୟ ପ୍ରଣାମ କରୁଛି। ଶ୍ରୀ ରଘୁନାଥ ମୁର୍ମୁ ସନ୍ଥାଳୀ ଭାଷା ପାଇଁ ‘ଅଲ୍ ଚିକି’ ଲିପିର ସୃଷ୍ଟି କରିଥିଲେ। ଆମ ସରକାର ସନ୍ଥାଳୀ ଭାଷାରେ ଭାରତର ସମ୍ବିଧାନକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶାର ସନ୍ତାନମାନଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଗତ ୨ ବର୍ଷ ମଧ୍ୟରେ ଓଡ଼ିଶା ସରକାର ମଧ୍ୟ ଏହି ସମସ୍ତ ମହାନୁଭବଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
June 20th, 01:00 pm
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୟୂରଭଞ୍ଜ ଜିଲ୍ଲାର ପାହାଡପୁର ଗ୍ରାମ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେର ଏବଂ ହୋ ଜାହେରରେ ପୂଜାର୍ଚ୍ଚନା କରିଛନ୍ତି । ସେମାନେ ମଧ୍ୟ ପାହାଡ଼ପୁରଠାରେ ଦକ୍ଷତା କେନ୍ଦ୍ର ଏବଂ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା- ‘ବିକାଶ ର ଧାରା, ଓଡ଼ିଶା ସାରା’। ଏହି କାର୍ଯ୍ୟକ୍ରମରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 19th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।ପ୍ୟାରିସରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 09:30 pm
ପ୍ରଧାନମନ୍ତ୍ରୀ ୧୮ ଜୁନ୍ ୨୦୨୬ରେ ପ୍ୟାରିସରେ ଆୟୋଜିତ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ। କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚିବା ପରେ, ପ୍ରବାସୀ ଭାରତୀୟମାନେ ପ୍ରଧାନମନ୍ତ୍ରୀଙ୍କୁ ଏକ ଭବ୍ୟ ଏବଂ ଆକର୍ଷଣୀୟ ସ୍ୱାଗତ ଜଣାଇଥିଲେ, ଯାହା ମାତୃଭୂମି ପ୍ରତି ସେମମାନଙ୍କର ଗଭୀର ସ୍ନେହ ଓ ଆତ୍ମୀୟତାର ପ୍ରତିଫଳନ ଥିଲା।କ୍ରମାଗତ କାର୍ଯ୍ୟକାଳ ସହ ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇ କ୍ୟାବିନେଟ୍ରେ ପ୍ରସ୍ତାବ ଗୃହୀତ
June 10th, 01:50 pm
କେନ୍ଦ୍ର କ୍ୟାବିନେଟ ଆଜି ଜୁନ୍ ୧୦, ୨୦୨୬କୁ ଭାରତୀୟ ଗଣତନ୍ତ୍ରର ଯାତ୍ରାରେ ଏକ ଐତିହାସିକ ମାଇଲଖୁଣ୍ଟ ଭାବରେ ଗ୍ରହଣ କରି ଏକ ପ୍ରସ୍ତାବ ଗ୍ରହଣ କରିଛି, ଯେଉଁଥିରେ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସବୁଠାରୁ ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଯାଇଛି। ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ଲଗାତର ୪,୩୯୯ ଦିନ ସେବା କରିବାର ରେକର୍ଡ ସ୍ଥାପନ କରି, ସେ ଶ୍ରୀ ଜବାହରଲାଲ ନେହେରୁଙ୍କ ପୂର୍ବ ରେକର୍ଡକୁ ଅତିକ୍ରମ କରିଛନ୍ତି, ଯିଏ ୧୯୫୨ ରୁ ୧୯୬୪ ପର୍ଯ୍ୟନ୍ତ ଲଗାତାର ୪,୩୯୮ ଦିନ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ପ୍ରସ୍ତାବରେ କୁହାଯାଇଛି ଯେ ଏହି ଅବସର ଭାରତର ଗଣତାନ୍ତ୍ରିକ ଚେତନା, ଜନ ବିଶ୍ୱାସ ଏବଂ ଜନ ଅଂଶଗ୍ରହଣର ଶକ୍ତିର ପ୍ରତୀକ ଭାବରେ ଠିଆ ହୋଇଛି, ଯାହା 'ରାଷ୍ଟ୍ର ପ୍ରଥମ' ସଂକଳ୍ପ ଦ୍ୱାରା ପରିଚାଳିତ ଜଣେ ନେତାଙ୍କ ପ୍ରତି ଲୋକଙ୍କ ଦ୍ୱାରା ପ୍ରଦତ୍ତ ଅଭୂତପୂର୍ବ ସମର୍ଥନକୁ ପ୍ରତିଫଳିତ କରେ।Yoga is the best way to maintain a healthy lifestyle with minimal expense: PM Modi at World Yogasana Championship in Ahmedabad
June 04th, 06:41 pm
PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.Prime Minister Inaugurates First World Yogasana Championship In Ahmedabad, Gujarat
June 04th, 06:40 pm
PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine
December 19th, 08:11 pm
PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.