ଭାରତ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ 2026 ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 19th, 10:00 am
ମହାମହିମ , ମାନ୍ୟବର ମନ୍ତ୍ରୀଗଣ , ଶିଳ୍ପ ନେତା, ଉଦ୍ଭାବକ, ଉଦ୍ୟୋଗୀ, ଗବେଷକ, ପ୍ରତିନିଧିଗଣ , ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି , ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ ! ନମସ୍କାର !ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 19th, 09:40 am
ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବିଶ୍ୱର ସର୍ବବୃହତ ଏବଂ ଐତିହାସିକ ଏଆଇ ଇମ୍ପାକ୍ଟ ସମିଟ୍ ଭାରତରେ ଅନୁଷ୍ଠିତ ହେଉଛି, ଯାହା ମାନବତାର ଏକ ଷଷ୍ଠାଂଶ ପ୍ରତିନିଧିତ୍ୱ କରୁଥିବା ଦେଶ। ଭାରତ ବିଶ୍ୱର ସବୁଠୁ ବଡ଼ ଯୁବ ଜନସଂଖ୍ୟା, ସର୍ବାଧିକ ପ୍ରଯୁକ୍ତିଗତ ପ୍ରତିଭା ଭଣ୍ଡାର ଏବଂ ଏକ ସକ୍ରିୟ ପ୍ରଯୁକ୍ତି-ସମର୍ଥିତ ପରିବେଶର ଗୃହ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଭାରତ କେବଳ ନୂତନ ପ୍ରଯୁକ୍ତି ସୃଷ୍ଟି କରୁ ନାହିଁ ବରଂ ସେଗୁଡ଼ିକୁ ଅଭୂତପୂର୍ବ ଗତିରେ ଗ୍ରହଣ ମଧ୍ୟ କରୁଛି। ୧୪୦ କୋଟି ଭାରତୀୟ ନୂତନ ପ୍ରଯୁକ୍ତିବିଦ୍ୟାକୁ ଗ୍ରହଣ କରିବାକୁ ଆଗ୍ରହୀ ଏବଂ ସେମାନଙ୍କ ପକ୍ଷରୁ ସେ ସମ୍ମିଳନୀରେ ଅଂଶଗ୍ରହଣ କରୁଥିବା ସରକାରୀ ମୁଖ୍ୟ, ବିଶ୍ୱ ଏଆଇ ଇକୋସିଷ୍ଟମର ନେତା ଏବଂ ନବସୃଜନକାରୀଙ୍କୁ ସ୍ୱାଗତ କରିଛନ୍ତି। ସେ ସେମାନଙ୍କ ଉପସ୍ଥିତି ପାଇଁ କୃତଜ୍ଞତା ପ୍ରକାଶ କରିଛନ୍ତି ଏବଂ ଉଲ୍ଲେଖ କରିଛନ୍ତି ଯେ, ଭାରତରେ ଏହି ଶିଖର ସମ୍ମିଳନୀ ଆୟୋଜନ କରିବା କେବଳ ଦେଶ ପାଇଁ ନୁହେଁ ବରଂ ସମଗ୍ର ଦକ୍ଷିଣ ବିଶ୍ୱ ପାଇଁ ଗର୍ବର ବିଷୟ।Congress wants to push Assam back into instability and infiltration: PM Modi in Guwahati
February 14th, 03:00 pm
PM Modi addressed a massive public rally in Guwahati, where he said the recent Union Budget has further strengthened the vision of the BJP-NDA for the development of Assam and the North East. Calling the North East “Ashtalakshmi,” he said the region was ignored for decades by Congress but is now being served with dedication.PM Modi addresses a grand public rally in Guwahati, Assam
February 14th, 02:30 pm
PM Modi addressed a massive public rally in Guwahati, where he said the recent Union Budget has further strengthened the vision of the BJP-NDA for the development of Assam and the North East. Calling the North East “Ashtalakshmi,” he said the region was ignored for decades by Congress but is now being served with dedication.ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।ବାରାଣସୀରେ ଚାରୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 08th, 08:39 am
ଉତ୍ତର ପ୍ରଦେଶର କର୍ମଠ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ତଥା ବିକଶିତ ଭାରତର ମଜବୁତ୍ ଭିତ୍ତି ରଖିବା ପାଇଁ ଯେଉଁ ଟେକ୍ନୋଲୋଜି କ୍ଷେତ୍ରରେ ଆଜି ଉତ୍ତମ କାର୍ଯ୍ୟ ହେଉଛି, ତାହାର ନେତୃତ୍ୱ ନେଉଥିବା ଅଶ୍ୱିନୀ ବୈଷ୍ଣବ ଜୀ, ଟେକ୍ନୋଲୋଜି ଜରିଆରେ ଆମ ସହିତ ଏର୍ଣ୍ଣାକୁଲମରୁ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିବା କେରଳର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, କେନ୍ଦ୍ରରେ ମୋର ସାଥୀ ସୁରେଶ ଗୋପୀ ଜୀ ଏବଂ ଜର୍ଜ କୁରିଏନ ଜୀ, କେରଳରେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମନ୍ତ୍ରୀ, ଜନପ୍ରତିନିଧିଗଣ, ଫିରୋଜପୁରରୁ ଯୋଡ଼ି ହୋଇଥିବା କେନ୍ଦ୍ରରେ ମୋର ସାଥୀ, ପଞ୍ଜାବର ନେତା ରବନୀତ ସିଂ ବିଟ୍ଟୁ ଜୀ, ସେଠାରେ ଉପସ୍ଥିତ ସମସ୍ତ ଜନପ୍ରତିନିଧି, ଲକ୍ଷ୍ନୌରୁ ଯୋଡ଼ି ହୋଇଥିବା ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଅନ୍ୟ ମହାନୁଭବ ଏବଂ ଏଠାରେ ଉପସ୍ଥିତ କାଶୀର ମୋର ପରିବାରଜନ ।ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 08th, 08:15 am
୦୮.୧୧.୨୦୨୫ : ଭାରତର ଆଧୁନିକ ରେଳ ଭିତ୍ତିଭୂମିକୁ ବିସ୍ତାର କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ ସମସ୍ତ ସମ୍ମାନନୀୟ ବ୍ୟକ୍ତିଙ୍କୁ ସ୍ୱାଗତ କରିଥିଲେ ଏବଂ ବାବା ବିଶ୍ୱନାଥଙ୍କ ପବିତ୍ର ନଗରୀ ବାରାଣସୀର ସମସ୍ତ ପରିବାରକୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ସେ ଦେବ ଦୀପାବଳି ଉତ୍ସବ ବିଷୟରେ ମତାମତ ଦେଇଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ, ଆଜି ଏକ ଶୁଭ ଅବସର ଏବଂ ବିକାଶର ଏହି ପର୍ବ ପାଇଁ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ।Chhattisgarh is rapidly advancing on the path of development:PM Modi at Chhattisgarh Rajat Mahotsav
November 01st, 03:30 pm
In his address at the Chhattisgarh Rajat Mahotsav, PM Modi said that participating in the Silver Jubilee celebrations was a matter of great fortune for him. Launching multiple developmental projects worth over ₹14,260 crore across key sectors such as roads, industry, healthcare and energy, the PM remarked that Chhattisgarh is now emerging as an industrial state. He noted that regions like Bastar are now witnessing an atmosphere of celebration, free from the shadow of Maoist terrorism.ଛତିଶଗଡ଼ ରଜତ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 01st, 03:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୟା ରାୟପୁରରେ ଛତିଶଗଡ଼ ରାଜ୍ୟ ଗଠନର ୨୫ ବର୍ଷ ପୂର୍ତ୍ତି ଅବସରରେ ଛତିଶଗଡ଼ ରଜତ ମହୋତ୍ସବରେ ଉଦବୋଧନ ଦେଇଛନ୍ତି। ସେ ରାସ୍ତା, ଶିଳ୍ପ, ସ୍ୱାସ୍ଥ୍ୟସେବା ଏବଂ ଶକ୍ତି ଭଳି ପ୍ରମୁଖ କ୍ଷେତ୍ରଗୁଡ଼ିକୁ ଅନ୍ତର୍ଭୁକ୍ତ କରି ୧୪,୨୬୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ଏବଂ ପରିବର୍ତ୍ତନକାରୀ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ଭାଷଣ ଦେଇ ପ୍ରଧାନମନ୍ତ୍ରୀ ଛତିଶଗଡ଼ର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଆଜି ଛତିଶଗଡ଼ ରାଜ୍ୟ ଗଠନର ୨୫ ବର୍ଷ ପୂରଣ କରିଛି। ଏହି ଅବସରରେ, ସେ ଛତିଶଗଡ଼ର ସମସ୍ତ ଜନସାଧାରଣଙ୍କୁ ହୃଦୟର ସହିତ ଅଭିନନ୍ଦନ ଏବଂ ଶୁଭକାମନା ଜଣାଇଛନ୍ତି।NDA freed Bihar from Naxalism and Maoist terror — now you can live and vote fearlessly: PM Modi in Begusarai
October 24th, 12:09 pm
Addressing a massive public rally in Begusarai, PM Modi stated, On one side, there is the NDA, an alliance with mature leadership, and on the other, there is the 'Maha Lathbandhan'. He highlighted that nearly 90% of purchases in the country are of Swadeshi products, benefiting small businesses. The PM remarked that the NDA has freed Bihar from Naxalism and Maoist terror, and that every vote of the people of Bihar will help build a peaceful, prosperous state.We’re connecting Bihar’s heritage with employment, creating new opportunities for youth: PM Modi in Samastipur
October 24th, 12:04 pm
Ahead of the Bihar Assembly elections, PM Modi kickstarted the NDA’s campaign by addressing a grand public meeting in Samastipur, Bihar. He said, “The trumpet of the grand festival of democracy has sounded. The entire Bihar is saying, ‘Phir Ek Baar NDA Sarkar!’” Remembering Bharat Ratna Jan Nayak Karpoori Thakur ji, the PM said, “It is only due to his blessings that people like us, who come from humble and backward families, are able to stand on this stage today.”PM Modi addresses enthusiastic crowds in Bihar’s Samastipur and Begusarai
October 24th, 12:00 pm
Ahead of the Bihar Assembly elections, PM Modi kickstarted the NDA’s campaign by addressing massive gatherings in Samastipur and Begusarai, Bihar. He said, “The trumpet of the grand festival of democracy has sounded. The entire Bihar is saying, ‘Phir Ek Baar NDA Sarkar!’” Remembering Bharat Ratna Jan Nayak Karpoori Thakur ji, the PM remarked, “It is only due to his blessings that people like us, who come from humble and backward families, are able to stand on this stage today.”ନୂଆଦିଲ୍ଲୀ ଏନଡିଟିଭି ୱାର୍ଲଡ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 17th, 11:09 pm
ମହାମହିମ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହାରିନି ଅମରସୂର୍ଯ୍ୟାଜୀ, ମହାମହିମ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୋ ବନ୍ଧୁ ଟୋନି ଆବଟ୍ଟଜୀ, ମହାମହିମ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଜୀ, ଅନ୍ୟାନ୍ୟ ବନ୍ଧୁଗଣ, ନମସ୍କାର ।ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୫ରେ ପ୍ରଧାମନ୍ତ୍ରୀଙ୍କ ଉଦବୋଧନ
October 17th, 08:00 pm
ନୂଆଦିଲ୍ଲୀ,୧୭.୧୦.୨୦୧୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ‘ଏନଡିଟିଭି ବିଶ୍ବ ସମ୍ମିଳନୀ ୨୦୨୫’ରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ସମ୍ବୋଧନ କରି ସେ ଉପସ୍ଥିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଲୋକମାନଙ୍କୁ ଦୀପାବଳୀର ଅଭିନନ୍ଦନ ଜଣାଇ ସେ କହିଥିଲେ ଯେ, ଏନଡିଟିଭି ବିଶ୍ବ ସମ୍ମିଳନୀ ପାର୍ବଣର ଉତ୍ସବମୁଖର ସମୟରେ ଆୟୋଜିତ ହୋଇଛି । ସେ ଅଧିବେଶନର ବିଷୟବସ୍ତୁ ଅଜେୟ ଭାରତକୁ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ, ଏହା ଯଥେଷ୍ଟ ଉପଯୁକ୍ତ, କାରଣ ଆଜିର ଭାରତ ବନ୍ଦ ହେବାର ମନୋଭାବରେ ନାହିଁ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ବନ୍ଦ ହେବ ନାହିଁ, ଏହା ବନ୍ଦ ହେବ ନାହିଁ, ୧୪୦ କୋଟି ଭାରତୀୟ ଏକତ୍ର ଦ୍ରୁତ ଗତିରେ ଆଗକୁ ବଢ଼ୁଛନ୍ତି।”ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 08th, 10:15 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।‘ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 08th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ଗଣମାଧ୍ୟମ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ’ (ଆଇଏମସି) ୨୦୨୫ର ୯ମ ସଂସ୍କରଣକୁ ଉଦଘାଟନ କରିଛନ୍ତି। ଇଣ୍ଡିଆ ମୋବାଇଲ୍ କଂଗ୍ରେସର ସ୍ୱତନ୍ତ୍ର ସଂସ୍କରଣରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ, ଅନେକ ଷ୍ଟାର୍ଟଅପ୍ ଆର୍ଥିକ ଠକେଇ ନିବାରଣ, କ୍ୱାଣ୍ଟମ୍ ଯୋଗାଯୋଗ, ୬ଜି, ଅପ୍ଟିକାଲ୍ ଯୋଗାଯୋଗ ଏବଂ ସେମିକଣ୍ଡକ୍ଟର ସମେତ ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ଉପସ୍ଥାପନା କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏପରି ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଉପସ୍ଥାପନା ଦେଖିବା ଦ୍ୱାରା, ଭାରତର ପ୍ରଯୁକ୍ତିବିଦ୍ୟା ଭବିଷ୍ୟତ ସକ୍ଷମ ହାତରେ ଥିବା ତାଙ୍କ ବିଶ୍ୱାସ ଆହୁରି ଦୃଢ଼ ହୁଏ। ସେ ଏହି କାର୍ଯ୍ୟକ୍ରମ ଏବଂ ସମସ୍ତ ନୂତନ ପଦକ୍ଷେପ ପାଇଁ ଶୁଭକାମନା ଜଣାଇଥିଲେ।ଝାରସୁଗୁଡାରେ ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 27th, 11:45 am
ଏଠାକାର କିଛି ଯୁବ ବନ୍ଧୁ ଅନେକ କଳାକୃତି ସାଥିରେ ନେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ କଳା ପ୍ରତି ଥିବା ଅନୁରାଗ ବିଶ୍ୱ ପ୍ରସିଦ୍ଧ। ମୁଁ ଆପଣ ସମସ୍ତଙ୍କଠାରୁ ଏହି ଉପହାର ଗ୍ରହଣ କରୁଛି ଏବଂ ମୋର ଏସ୍ପିଜି ସହକର୍ମୀମାନଙ୍କୁ ଅନୁରୋଧ କରୁଛି ଯେ, ସେମାନେ ସେଗୁଡ଼ିକୁ ଆପଣଙ୍କଠାରୁ ସଂଗ୍ରହ କରିନିଅନ୍ତୁ। ଯଦି ଆପଣମାନେ ପଛରେ ଆପଣଙ୍କର ନାମ ଏବଂ ଠିକଣା ଲେଖିଥିବେ, ତେବେ ଆପଣ ନିଶ୍ଚିତ ଭାବରେ ମୋଠାରୁ ଏକ ଚିଠି ପାଇବେ। ସେଠାରେ, ପଛରେ ମଧ୍ୟ ଏକ ପିଲା କିଛି ଧରି ଠିଆ ହୋଇଛି; ତାଙ୍କ ହାତ ଯନ୍ତ୍ରଣା କରୁଥିବ। ସେ ବହୁ ସମୟ ହେଲା ଏହାକୁ ଧରି ଠିଆ ହୋଇଛି। ଦୟାକରି ତାହା ମଧ୍ୟ ସଂଗ୍ରହ କରିନିଅନ୍ତୁ, ଭାଇ। ଦୟାକରି ତାଙ୍କୁ ସାହାଯ୍ୟ କରନ୍ତୁ। ଯଦି ଆପଣ ପଛରେ ଆପଣଙ୍କର ନାମ ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଚିଠି ଲେଖିବି। ଆପଣ ଆତ୍ମୀୟତାର ସହିତ ଏହି କଳାକୃତି ସୃଷ୍ଟି କରିଥିବାରୁ ମୁଁ ସମସ୍ତ ଯୁବକ, ମହିଳା ଏବଂ ଛୋଟ ପିଲାମାନଙ୍କୁ ମୋର ଆନ୍ତରିକ କୃତଜ୍ଞତା ଜଣାଉଛି।ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 27th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରି ସେଠାରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ବର୍ତ୍ତମାନ ନବରାତ୍ରି ପର୍ବ ପାଳନ କରାଯାଉଛି । ଏହି ପବିତ୍ର ଦିନରେ ମା’ ସମଲେଇ ଏବଂ ମା’ ରାମଚଣ୍ଡୀଙ୍କ ପବିତ୍ର ଭୂମିକୁ ଆସିବା ଏବଂ ଆଜିର କାର୍ଯ୍ୟକ୍ରମରେ ସମବେତ ଲୋକମାନଙ୍କୁ ଭେଟିବାର ସୌଭାଗ୍ୟ ତାଙ୍କୁ ମିଳିଛି। ସେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମା’ ଏବଂ ଭଉଣୀଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରି କହିଥିଲେ, ସେମାନଙ୍କର ଆଶୀର୍ବାଦ ହିଁ ଶକ୍ତିର ପ୍ରକୃତ ଉତ୍ସ। ଏହି ଅବସରରେ ସବୁ ଲୋକମାନଙ୍କୁ ସେ ପ୍ରଣାମ ଜଣାଇଥିଲେ।ଅରୁଣାଚଳ ପ୍ରଦେଶର ଇଟାନଗରରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 11:36 am
ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ କେ.ଟି ପରନାୟକ ଜୀ, ରାଜ୍ୟର ଲୋକପ୍ରିୟ ଏବଂ ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, କିରେନ ରିଜିଜୁ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୋର ସାଥୀ ସାଂସଦ ନବମ ରେବିଆ ଜୀ ଏବଂ ତାପିର ଗାଓ ଜୀ, ସମସ୍ତ ବିଧାୟକଗଣ, ଅନ୍ୟ ଜନ ପ୍ରତିନିଧିଗଣ, ଏବଂ ଅରୁଣାଚଳ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ !