ଫ୍ରାନ୍ସ ଏଭିଏନଠାରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ “କୃତ୍ରିମ ବୁଦ୍ଧିମତ୍ତାର ସୁରକ୍ଷିତ, ଦ୍ରୁତ ଏବଂ ଦକ୍ଷ ପ୍ରୟୋଗ ସୁନିଶ୍ଚିତ କରିବା” ଶୀର୍ଷକ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 05:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଏନରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ “କୃତ୍ରିମ ବୁଦ୍ଧିମତ୍ତାର ଏକ ସୁରକ୍ଷିତ, ଦ୍ରୁତ ଏବଂ ଦକ୍ଷ ପ୍ରଚଳନ ସୁନିଶ୍ଚିତ କରିବା” ଶୀର୍ଷକ ଆଉଟ୍ରିଚ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ।AI must expand human potential, empower human choice, and protect human dignity: PM Modi at G7
June 17th, 09:20 pm
Addressing the G7 session on Artificial Intelligence, PM Modi emphasized the need for human-centric AI that expands human potential while protecting dignity and choice. He highlighted India’s MANAV vision, called for safe-by-design AI systems, stronger global cooperation against deepfakes and cyber threats, and stressed that the benefits of AI should reach all nations, including the Global South.କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ହୀରକ ଜୟନ୍ତୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
April 03rd, 03:50 pm
କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଅଜିତ୍ ଡୋଭାଲ୍ ଜୀ, କ୍ୟାବିନେଟ ସଚିବ, ବ୍ୟୁରୋର ନିର୍ଦେଶକ, ଅନ୍ୟାନ୍ୟ ଅଧିକାରୀଗଣ, ମହିଳାମାନେ ଏବଂ ଭଦ୍ର ଲୋକମାନେ! ଆପଣ ସମସ୍ତଙ୍କୁ ସିବିଆଇର ୬ଠ ବର୍ଷ ପୂର୍ତ୍ତି ଉପଲକ୍ଷେ ହୀରକ ଜୟନ୍ତୀର ଏହି ଅବସରରେ ବହୁତ ବହୁତ ଶୁଭେଚ୍ଛା ।କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ହୀରକ ଜୟନ୍ତୀ ସମାରୋହ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ
April 03rd, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୩-୦୪-୨୦୨୩) ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ହୀରକ ଜୟନ୍ତୀ ଉଦଘାଟନ କରିଛନ୍ତି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଏକ ସଂକଳ୍ପ ବଳରେ ଏପ୍ରିଲ ପହିଲା ୧୯୬୩ ମସିହାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ଗଠନ କରାହୋଇଥିଲା ।Our future will be technology driven. We need to embrace it: PM Modi
July 31st, 11:36 am