ଇରାକର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଅଲି ଫାଲିହ କାଧିମ ଅଲ-ଜୈଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 16th, 01:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇରାକ୍ର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଫାଲିହ କାଧିମ ଅଲ-ଜୈଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଭାରତ ଇରାକ ସହିତ ନିଜର ଦୀର୍ଘକାଳୀନ ଏବଂ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଗୁରୁତ୍ୱ ଦେଇଥାଏ ଏବଂ ସମସ୍ତ କ୍ଷେତ୍ରରେ ଆମର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୃଢ଼ ଭାବେ ପ୍ରତିବଦ୍ଧ।କୁୱେତର ମହାମାନ୍ୟ ଅମୀରଙ୍କ ନିମନ୍ତ୍ରଣ କ୍ରମେ ଆରବିଆନ ଗଲଫ୍ କପରେ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
December 21st, 10:24 pm
କୁୱେତର ମହାମାନ୍ୟ ଅମୀର ଶେଖ୍ ମେଶାଲ ଅଲ୍-ଅହମ୍ମଦ ଅଲ୍-ଜାବେର ଅଲ୍-ସବାହଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁୱେତରେ ୨୬ତମ ଆରବିଆନ ଗଲଫ୍ କପର ଉଦଘାଟନୀ ଉତ୍ସବରେ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୁୱେତର ମହାମାନ୍ୟ ଅମୀର, ମହାମାନ୍ୟ ଯୁବରାଜ ଏବଂ ମହାମାନ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମ ଅବସରରେ କୁୱେତର ନେତୃତ୍ୱଙ୍କ ସହ ପ୍ରଧାନମନ୍ତ୍ରୀ ଅନୌପଚାରିକ ଭାବେ ଆଲୋଚନା ମଧ୍ୟ କରିଥିଲେ ।PM Modi addresses public meeting in Kozhikode, Kerala
April 12th, 06:30 pm
Prime Minister Narendra Modi addressed his last public meeting for the day in the southern state of Kerala’s Kozhikode.ମୋସୁଲରେ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ 10 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
April 03rd, 04:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇରାକର ମୋସୁଲଠାରେ ମୃତ ଭାରତୀୟଙ୍କ ନିକଟ ପରିଜନଙ୍କ ଲାଗି 10 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।ଇରାନ ଓ ଇରାକରେ ଭୂକମ୍ପ ମୃତ୍ୟୁ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ
November 13th, 12:03 pm
ଇରାନ ଏବଂ ଇରାକର ଭୂମିକମ୍ପ ପ୍ରଭାବିତ କେତେକ ଅଂଚଳରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।PM conveys the Republic Day greetings to the people of Iraq
July 14th, 09:20 am