ନଭେମ୍ବର ୯ରେ ପ୍ରଧାନମନ୍ତ୍ରୀଙ୍କ ଡେରାଡୁନ ଗସ୍ତ

November 08th, 09:26 am

କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ୮,୧୪୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହା ମଧ୍ୟରେ ସେ ୯୩୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ ଏବଂ ୭,୨୧୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପ ଗୁଡ଼ିକ ପାନୀୟଜଳ, ଜଳସେଚନ, ବୈଷୟିକ ଶିକ୍ଷା, ଶକ୍ତି, ସହରାଞ୍ଚଳ ବିକାଶ, କ୍ରୀଡ଼ା ଏବଂ କୌଶଳ ବିକାଶ ଆଦି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରର ।

ଅକ୍ଟୋବର ୧୧ରେ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନ ନୂଆଦିଲ୍ଲୀଠାରେ, ସ୍ୱତନ୍ତ୍ର କୃଷି କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ

October 10th, 06:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଅକ୍ଟୋବର, ୨୦୨୫ ସକାଳ ୧୦:୩୦ ସମୟରେ ନୂଆଦିଲ୍ଲୀର ଭାରତୀୟ କୃଷି ଗବେଷଣା ସଂସ୍ଥାନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀ କୃଷକମାନଙ୍କ ସହିତ ମତବିନିମୟ କରି, ପରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ, ଯେଉଁଠାରେ ସେ ସମାବେଶକୁ ସମ୍ବୋଧିତ କରିବେ।

'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ

August 31st, 11:30 am

ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।

୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

June 19th, 05:48 pm

19.06.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ। ସେ ୨୦ ଜୁନରେ ବିହାରର ସିୱାନ ଗସ୍ତ କରିବେ ଏବଂ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।

2025-26 ବିପଣନ ଋତୁ ପାଇଁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) କୁ କ୍ୟାବିନେଟ ମଞ୍ଜୁରି

May 28th, 03:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି 2025-26 ବିପଣନ ଋତୁ ପାଇଁ 14ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ମଞ୍ଜୁରି ଦେଇଛନ୍ତି।

୨୦୨୫-୨୬ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାର ଏକ ଉପ-ଯୋଜନା ଭାବେ କମାଣ୍ଡ କ୍ଷେତ୍ର ବିକାଶ ଏବଂ ଜଳ ପରିଚାଳନାର ଆଧୁନିକୀକରଣକୁ କ୍ୟାବିନେଟ ମଞ୍ଜୁରି

April 09th, 03:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା (ପିଏମକେଏସୱାଇ)ର ଉପ-ଯୋଜନା ଭାବେ କମାଣ୍ଡ କ୍ଷେତ୍ର ବିକାଶ ଏବଂ ଜଳ ପରିଚାଳନା (ଏମ-ସିଏଡିଡବ୍ଲ୍ୟୁଏମ)ର ଆଧୁନିକୀକରଣକୁ ଅନୁମୋଦନ କରିଛି। ଏହି ଯୋଜନାର ମୋଟ ପ୍ରାରମ୍ଭିକ ବ୍ୟୟ ଅଟକଳ ୧୬୦୦ କୋଟି ଟଙ୍କା ରଖାଯାଇଛି।

ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା - ତ୍ୱରିତ ଜଳସେଚନ ଲାଭ କାର୍ଯ୍ୟକ୍ରମ (ପିଏମକେଏସୱାଇ-ଏଆଇବିପି)ରେ ବିହାରର କୋସି ମେଚି ଆନ୍ତଃରାଜ୍ୟ ଲିଙ୍କ୍ ପ୍ରକଳ୍ପକୁ ଅନ୍ତର୍ଭୁକ୍ତ କରିବାକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

March 28th, 04:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି (ସିସିଇଏ) କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା-ତ୍ୱରିତ ଜଳସେଚନ ଲାଭ କାର୍ଯ୍ୟକ୍ରମ (ପିଏମକେଏସୱାଇ-ଏଆଇବିପି) ଅଧୀନରେ ବିହାରର କୋସି ମେଚି ଆନ୍ତଃରାଜ୍ୟ ଲିଙ୍କ ପ୍ରକଳ୍ପକୁ ଅନ୍ତର୍ଭୁକ୍ତ କରିବାକୁ ଅନୁମୋଦନ କରିଛି।

ଶ୍ରୀ ନାଦାପ୍ରଭୁ କେମ୍ପେଗୌଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

June 27th, 04:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାଦାପ୍ରଭୁ କେମ୍ପେଗୌଡାଙ୍କୁ ତାଙ୍କର ଜନ୍ମବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଅର୍ଥନୈତିକ ଉନ୍ନତି, କୃଷି ଏବଂ ଜଳସେଚନ କ୍ଷେତ୍ରର ଅଭିବୃଦ୍ଧି କରିବାରେ ଶ୍ରୀ ନାଦାପ୍ରଭୁ କେମ୍ପେଗୌଡା ଅଗ୍ରଣୀ ଥିଲେ ।

ବିଜେଡିର ଛୋଟ ଛୋଟ ନେତା ମାନେ ମଧ୍ୟ ଏବେ କୋଟିପତି ହୋଇଯାଇଛନ୍ତି: ଢେଙ୍କାନାଳରେ ପ୍ରଧାନମନ୍ତ୍ରୀ ମୋଦୀ

May 20th, 10:00 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଢେଙ୍କାନାଳରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବିଜେଡି ଓଡ଼ିଶାକୁ କିଛି ଦେଇନାହିଁ। କୃଷକ, ଯୁବକ ଏବଂ ଆଦିବାସୀମାନେ ଏବେ ବି ଉନ୍ନତ ଜୀବନ ପାଇଁ ସଂଘର୍ଷ କରୁଛନ୍ତି। ଯେଉଁମାନେ ଓଡ଼ିଶାକୁ ଧ୍ୱଂସ କରିଛନ୍ତି ସେମାନଙ୍କୁ କ୍ଷମା କରାଯିବା ଉଚିତ ନୁହେଁ।

ଢେଙ୍କାନାଳ ଓ କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

May 20th, 09:58 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଢେଙ୍କାନାଳରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବିଜେଡି ଓଡ଼ିଶାକୁ କିଛି ଦେଇନାହିଁ। କୃଷକ, ଯୁବକ ଏବଂ ଆଦିବାସୀମାନେ ଏବେ ବି ଉନ୍ନତ ଜୀବନ ପାଇଁ ସଂଘର୍ଷ କରୁଛନ୍ତି। ଯେଉଁମାନେ ଓଡ଼ିଶାକୁ ଧ୍ୱଂସ କରିଛନ୍ତି ସେମାନଙ୍କୁ କ୍ଷମା କରାଯିବା ଉଚିତ ନୁହେଁ।

ଗୁଜରାଟର ମେହେସାଣାରେ ବିଭିନ୍ନ ବିକାଶମୂଳକ ପଦକ୍ଷେପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 30th, 09:11 pm

କିପରି ଅଛି ମୋର ଖାଖରିଆ ଟପ୍ପା, ପ୍ରଥମେ ତ’ ମୁଁ ଗୁଜରାଟର ମୁଖ୍ୟମନ୍ତ୍ରୀ ମହାଶୟ ଏବଂ ସରକାରଙ୍କ ନିକଟରେ କୃତଜ୍ଞତା ଜଣାଉଛି ଯେ, ମୋତେ ଆପଣମାନଙ୍କ ଗହଣକୁ ଆସି ଦର୍ଶନ କରିବା ପାଇଁ ଏଠାରେ ସୁଯୋଗ ମିଳିଛି । ସ୍କୁଲ ସମୟର କେତେ ହିଁ ସାଙ୍ଗମାନଙ୍କର ଚେହେରା ମୋତେ ଦିଶୁଥିଲା, ମୋ ପାଇଁ ଏହା ସୌଭାଗ୍ୟର ମୁହୂର୍ତ ଥିଲା । ଆପଣ ସମସ୍ତଙ୍କ ନିକଟକୁ ଆସି ଆପଣ ସମସ୍ତଙ୍କ ଦର୍ଶନ କରିବା, ଘର ଅଗଣାକୁ ଆସିଥିବାରୁ ମୋର ସବୁକିଛି ପୁରୁଣା କଥା ସ୍ମରଣ ଆସୁଛି ଏବଂ ପୁରୁଣା ଅନୁଭୂତି ସତେଜ ହୋଇ ଉଠୁଛି, ଯେଉଁ ମାଟି ଏବଂ ଯେଉଁ ଲୋକମାନେ ମୋତେ ସୃଷ୍ଟି କରିଛନ୍ତି, ସେମାନଙ୍କ ଋଣ ସ୍ୱୀକାର କରିବା ପାଇଁ ଯେତେବେଳେ ମଧ୍ୟ ମୋତେ ସୁଯୋଗ ମିଳିଥାଏ, ମନକୁ ସନ୍ତୋଷ ମିଳିଥାଏ । ଏଥିପାଇଁ ଏକ ପ୍ରକାରରେ ଆଜି ଏହା ମୋର ସାକ୍ଷାତ ଋଣ ସ୍ୱୀକାର କରିବା ପାଇଁ ମୋ ପାଇଁ ହେଉଛି ଏକ ସୁଯୋଗ । ଆଜି ୩୦ ଅକ୍ଟୋବର ଏବଂ ଆସନ୍ତା କାଲି ୩୧ ଅକ୍ଟୋବର, ଏହି ଦୁଇଟି ଦିନ ଆମ ସମସ୍ତଙ୍କ ପାଇଁ ହେଉଛି ବହୁତ ପ୍ରେରଣାର ଦିନ, ଆଜି ସ୍ୱାଧୀନତା ସଂଗ୍ରାମରେ ଆଦିବାସୀମାନଙ୍କୁ ଯିଏ ନେତୃତ୍ୱ ଦେଇଥିଲେ ଏବଂ ଯିଏ ଇଂରେଜ ସରକାରଙ୍କୁ ଉଚିତ ଜବାବ ଦେଇଥିଲେ, ହେଉଛି ଏଭଳି ସଂଗ୍ରାମୀ ଗୋବିନ୍ଦ ଗୁରୁଜୀଙ୍କର ପୁଣ୍ୟ ତିଥି । ଆଉ ଆସନ୍ତା କାଲି ହେଉଛି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଆମର ପିଢ଼ୀ ବିଶ୍ୱର ସବୁଠାରୁ ବଡ଼ ପ୍ରତିମା ଷ୍ଟାଚ୍ୟୁ ଅଫ୍ ୟୁନିଟି ସର୍ଦ୍ଦାର ସାହେବଙ୍କୁ ଉଚିତ ଅର୍ଥରେ ହିଁ ଆମ୍ଭେମାନେ ବହୁତ ଉଚ୍ଚ ଶ୍ରଦ୍ଧା ବ୍ୟକ୍ତ କରିଛୁ । ଆଉ ଆଗାମୀ ପିଢ଼ୀ ମଧ୍ୟ ଯେତେବେଳେ ସର୍ଦ୍ଦାର ସାହେବଙ୍କ ମୂର୍ତି ଦେଖିବେ ତେବେ ଆପେ ଆପେ ସେମାନଙ୍କର ମୁଣ୍ଡ ନଇଁବ ନାହିଁ ବରଂ ସେମାନଙ୍କ ମୁଣ୍ଡ ଉପରକୁ ହୋଇଯିବ । ସର୍ଦ୍ଦାର ସାହେବଙ୍କ ପାଦ ତଳେ ଠିଆ ହୋଇଥିବା ପ୍ରତ୍ୟେକ ବ୍ୟକ୍ତି ମୁଣ୍ଡ ଉପରକୁ କରି ଠିଆ ହେବେ, ସେମାନେ ମୁଣ୍ଡ ନୁଆଁଇବେ ନାହିଁ, ଏପରି କାର୍ଯ୍ୟ ହୋଇଛି । ଗୁରୁ ଗୋବିନ୍ଦ ଜୀଙ୍କ ସମ୍ପୂର୍ଣ୍ଣ ଜୀବନ ମାଆ ଭାରତୀଙ୍କ ସ୍ୱାଧୀନତା ପାଇଁ ସଙ୍ଘର୍ଷରେ ଏବଂ ଆଦିବାସୀ ସମାଜର ସେବାରେ, ସେବା ଏବଂ ରାଷ୍ଟ୍ରଭକ୍ତି ଏତେ ତୀବ୍ର ଥିଲା ଯେ ବଳିଦାନୀମାନଙ୍କ ପାଇଁ ପରମ୍ପରା ସୃଷ୍ଟି କରିଦେଲା । ଆଉ ସେ ସ୍ୱୟଂ ନିଜେ ବଳିଦାନୀମାନଙ୍କର ପ୍ରତୀକ ପାଲଟିଗଲେ, ମୁଁ ଆନନ୍ଦିତ ଯେ ମୋ ସରକାର ବିଗତ ବର୍ଷମାନଙ୍କରେ ଗୁରୁ ଗୋବିନ୍ଦ ଜୀଙ୍କ ସ୍ମୃତିରେ ମାନଘର ଧାମ ଯାହା ମଧ୍ୟପ୍ରଦେଶ- ଗୁଜରାଟର ଆଦିବାସୀ ବହୁଳ କ୍ଷେତ୍ରରେ ଅଛି, ତାକୁ ରାଷ୍ଟ୍ରୀୟ ସ୍ତରରେ ସ୍ଥାପିତ କରି ତାହାକୁ ବହୁତ ବଡ଼ ସୁଯୋଗ ଭାବେ ପାଳନ କରୁଛନ୍ତି ।

PM inaugurates, dedicates to the nation and lays foundation stone for projects worth around Rs 5800 crores in Mehsana, Gujarat

October 30th, 04:06 pm

PM Modi inaugurated, dedicated to the nation and laid the foundation stone for projects worth around Rs 5800 crores in Mehsana, Gujarat. Addressing the gathering, the PM remarked that the two dates of 30th and 31st October are a source of great inspiration for everyone, as the former is the death anniversary of Govind Guru ji and the latter is the birth anniversary of Sardar Patel ji. “Our generation has expressed its reverence for Sardar Saheb by building the world's largest statue, the Statue of Unity”, PM Modi said.

୪୩ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ

October 25th, 09:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି-ମୋଡାଲ୍ ପ୍ଲାଟଫର୍ମ ପ୍ରଗତିର ୪୩ତମ ସଂସ୍କରଣର ବୈଠକରେ ଅଧ୍ୟକ୍ଷତା କରିଥିଲେ ।

12 ଅକ୍ଟୋବରରେ ଉତ୍ତରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

October 10th, 08:12 pm

ସକାଳ 8:30 ସମୟରେ ପ୍ରଧାନମନ୍ତ୍ରୀ ପିଥୋରାଗଡ ଜିଲ୍ଲାର ଜୋଲିଙ୍ଗକୋଙ୍ଗରେ ପହଞ୍ଚି ସେଠାରେ ପାର୍ବତୀ କୁଣ୍ଡରେ ପୂଜା ଏବଂ ଦର୍ଶନ କରିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଏହି ସ୍ଥାନରେ ପବିତ୍ର ଆଦି-କୈଲାଶଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିବେ। ଏହାର ଆଧ୍ୟାତ୍ମିକ ଗୁରୁତ୍ୱ ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ଏହି କ୍ଷେତ୍ରଟି ଜଣାଶୁଣା।

One nation, one fertilizer: PM Modi

October 17th, 11:11 am

Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.

PM inaugurates PM Kisan Samman Sammelan 2022 at Indian Agricultural Research Institute, New Delhi

October 17th, 11:10 am

The Prime Minister, Shri Narendra Modi inaugurated PM Kisan Samman Sammelan 2022 at Indian Agricultural Research Institute in New Delhi today. The Prime Minister also inaugurated 600 Pradhan Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.

India - Bangladesh Joint Statement during the State Visit of Prime Minister of Bangladesh to India

September 07th, 03:04 pm

PM Sheikh Hasina of Bangladesh, paid a State Visit to India at the invitation of PM Modi. The two Prime Ministers held discussions on the entire gamut of bilateral cooperation, including political and security cooperation, defence, border management, trade and connectivity, water resources, power and energy, development cooperation, cultural and people-to-people links.

India is focussing on inclusive growth along with higher agriculture growth: PM Modi

February 05th, 02:18 pm

Prime Minister Narendra Modi inaugurated the Golden Jubilee celebrations of ICRISAT in Hyderabad. He lauded ICRISAT for their contribution in helping agriculture in large part of the world including India. He appreciated their contribution in water and soil management, improvement in crop variety, on-farm persity and livestock integration.

PM kickstarts 50th Anniversary Celebrations of ICRISAT and inaugurates two research facilities

February 05th, 02:17 pm

Prime Minister Narendra Modi inaugurated the Golden Jubilee celebrations of ICRISAT in Hyderabad. He lauded ICRISAT for their contribution in helping agriculture in large part of the world including India. He appreciated their contribution in water and soil management, improvement in crop variety, on-farm persity and livestock integration.

ପ୍ରାକୃତିକ ଚାଷ ଉପରେ ଜାତୀୟ କନକ୍ଲେଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

December 16th, 04:25 pm

ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୃହ ଓ ସହଯୋଗ ମନ୍ତ୍ରୀ ଶ୍ରୀ ଅମିତ ଭୋଇ ସାହବ ଜୀ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଜୀ, ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭୋଇ ପଟେଲ ଜୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ମୋର କୃଷକ ଓ ଭାଇ ଓ ଭଉଣୀମାନେ, ଯେଉଁମାନେ ପ୍ରତ୍ୟେକ କୋଣରୁ ସଂଯୁକ୍ତ, ଆଜି ଦେଶର କୃଷି କ୍ଷେତ୍ର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ମୁଁ ଦେଶର ବିଭିନ୍ନ ସ୍ଥାନରୁ କୃଷକମାନଙ୍କୁ ନିଶ୍ଚିତ ଭାବରେ ଏହି ନାସନାଲ କନକ୍ଲେଭ ଅଫ ପ୍ରାକୃତିକ ଚାଷରେ ଯୋଗ ଦେବାକୁ ଅନୁରୋଧ କରିଥିଲି । ଏହି ଅବସରରେ ମୁଁ ସମସ୍ତ କୃଷକ ଭାଇ ଭଉଣୀମାନଙ୍କୁ ସ୍ୱାଗତ ଏବଂ ଅଭିନନ୍ଦନ କରୁଛି । ମୁଁ ମଧ୍ୟ ଆଚାର୍ଯ୍ୟ ଦେବବତ୍ର ଜୀଙ୍କୁ ମୋର ହୃଦୟରୁ ଅଭିନନ୍ଦନ ଜଣାଉଛି । ମୁଁ ଆଜି ଜଣେ ଛାତ୍ରଙ୍କ ପରି ଅତି ଯତ୍ନର ସହ ତାଙ୍କ କଥା ଶୁଣୁଥିଲି । ମୁଁ ନିଜେ ଜଣେ କୃଷକ ନୁହେଁ, କିନ୍ତୁ ମୁଁ ଅତି ସହଜରେ ବୁଝିବାକୁ ସକ୍ଷମ ହେଲି, ପ୍ରାକୃତିକ ଚାଷ ପାଇଁ କ’ଣ ଆବଶ୍ୟକ, କ’ଣ କରିବା ଉଚିତ, ସେ ଅତି ସରଳ ଶବ୍ଦରେ ବ୍ୟାଖ୍ୟା କରିଥିଲେ ଏବଂ ମୁଁ ନିଶ୍ଚିତ ଯେ ଆଜିର ଏହି ମାର୍ଗଦର୍ଶନ ଆଉ ମୁଁ ଜାଣିଶୁଣି ଆଜି ଏଠାରେ ପୁରା ସମୟ ତାଙ୍କ କଥା ଶୁଣିବା ପାଇଁ ବସିଥିଲି । କାରଣ ମୁଁ ଜାଣିଥିଲି ଯେ ସେ ଯେଉଁ ସଫଳତା ହାସଲ କରିଛନ୍ତି, ସେହି ପ୍ରୟୋଗ ସଫଳତା ପୂର୍ବକ ଆଗକୁ ବଢ଼ାଇଛି । ଆମ ଦେଶର କୃଷକମାନେ ମଧ୍ୟ ସେମାନଙ୍କର ଲାଭର ଏହି କଥାକୁ କଦାପି ଅବମାନନା କରିପାରିବେ ନାହିଁ, ସେମାନେ କେବେ ମଧ୍ୟ ଭୁଲିପାରିବେ ନାହିଁ ।