ପ୍ରଧାନମନ୍ତ୍ରୀ ଫେବୃଆରୀ ୧୬ ତାରିଖରେ ଭାରତ ଟେକ୍ସ ୨୦୨୫ରେ ଯୋଗ ଦେବେ

February 15th, 01:56 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୧୬ ତାରିଖ ଅପରାହ୍ଣ ପ୍ରାୟ ୪ଟା ସମୟରେ ଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଭାରତ ଟେକ୍ସ-୨୦୨୫ରେ ସାମିଲ ହେବେ । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବାଧିତ କରିବେ ।