ଶ୍ରୀ ଜଗନ୍ନାଥରାଓ ଯୋଶୀ ଜୀଙ୍କ 101ତମ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

June 23rd, 05:07 pm

ଭାରତୀୟ ଜନସଂଘ ଏବଂ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଶ୍ରୀ ଜଗନ୍ନାଥରାଓ ଯୋଶୀ ଜୀଙ୍କ 101ତମ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।